ଷ୍ଟାର ଖେଳାଳିଙ୍କ କାରନାମା: ଗୋଇଠା ମାରି ଭାଙ୍ଗିଦେଲେ ଉଇକେଟ
ଢାକା,୧୧।୬ : ବାଂଲାଦେଶର ଘରୋଇ ଟି୨୦ ଟୁର୍ନାମେଣ୍ଟ ଢାକା ଲିଗ୍ରେ ଶୁକ୍ରବାର ଏକ ଅପ୍ରିତିକର ଘଟଣା ଘଟିଛି। ଅମ୍ପାୟରଙ୍କୁ ଅସଦାଚରଣ କରିବା ସହ ଷ୍ଟମ୍ପକୁ ଗୋଇଠା ମାରି ଭାଙ୍ଗି ଦେଇଛନ୍ତି ବାଂଲାଦେଶ ଷ୍ଟାର ଅଲରାଉଣ୍ଡର ଶାକିବ ଅଲ୍ ହାସନ। ଅବାହାନି...
ଦ୍ୱିତୀୟ ଡୋଜ୍ ଅପେକ୍ଷାରେ ଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା
ଭୁବନେଶ୍ୱର,୧୧।୬(ବ୍ୟୁରୋ): ପ୍ରଥମ ଡୋଜ ଟିକା ନେଇଥିବା ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣକୁ ନେଇ ବିଏମ୍ସି ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଅବଧି ଶେଷ ହେଉଥିବାରୁ ଅଗ୍ରାଧିକାର ଭିତ୍ତିରେ ସେମାନଙ୍କୁ ଦ୍ୱିତୀୟ ଡୋଜ ଟିକା ପ୍ରଦାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗତ...
ନଦୀକୁ ଖସିଲା ବସ୍: ୧୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ
କରାଚୀ,୧୧।୬ : ପାକିସ୍ତାନର ଦକ୍ଷିଣପଶ୍ଚିମ ଉପତ୍ୟାକାରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଏଥିରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବା ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି। ବେଲୁଚିସ୍ଥାନ ପ୍ରଦେଶର ସୁଦୂର ଜିଲାରେ ପ୍ରବେଶ କରିବା ସମୟରେ...
୧୮ରୁ ଊର୍ଦ୍ଧ୍ୱ ସମସ୍ତଙ୍କ ପାଇଁ ଆରମ୍ଭ ହେଲା ସ୍ଲଟ୍ ବୁକିଂ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଟିକାକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଅନ୍ଲାଇନ୍ରେ ଆରମ୍ଭ ହୋଇଛି ସ୍ଲଟ୍ ବୁକିଂ। ୪୫ରୁ ଊର୍ଦ୍ଧ୍ୱ ବର୍ଗର ହିତାଧିକାରୀ ସେମାନଙ୍କ ପ୍ରଥମ ଓ ଦ୍ୱିତୀୟ ଡୋଜ୍ ଟିକାକରଣ ପାଇଁ ସ୍ଲଟ୍ ବୁକିଂ କରି ପାରିବେ। ଏନେଇ...
ଯୁବିଙ୍କୁ ଭେଟିଲା ପରେ ଏମିତି କହିଥିଲେ ଷ୍ଟୁଆର୍ଟ ବ୍ରଡଙ୍କ ବାପା
ନୂଆଦିଲ୍ଲୀ,୧୧।୬ : ୨୦୦୭ ଟି୨୦ ବିଶ୍ୱକପ୍ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍ରେ ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ ଛକା ଲଗାଇଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ। ବୋଧହୁଏ ଏହା ଥିଲା ଷ୍ଟୁଆର୍ଟଙ୍କ କ୍ୟାରିୟରର ସବୁଠୁ ଖରାପ ଦିନ। ଏହି ଘଟଣା ଯୋଗୁ...
ଟିକା ନେଲେ ହୋମ୍ ଡେଲିଭରି ବୟ, ରେଷ୍ଟୁରାଣ୍ଟ କର୍ମଚାରୀ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ବିଭିନ୍ନ ବର୍ଗର ଲୋକଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା କରି ଟିକାକରଣକୁ ତ୍ୱରାନ୍ବିତ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ହୋମ୍ ଡେଲିଭରି ବୟଙ୍କ ଟିକାକରଣ ଆରମ୍ଭ କରାଯାଇଛି। ଗଜପତି ନଗର ସ୍ଥିତ ସପ୍ତମ ବାଟାଲିୟନ ୟୁପିଏମ୍ଇ...
ଦୋକାନୀଙ୍କୁ କୋଭିଡ୍ ପରୀକ୍ଷା ବାଧ୍ୟତାମୂଳକ
ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ ଏବେ ବି ବହୁ ବ୍ୟବସାୟୀ କୋଭିଡ୍ ପରୀକ୍ଷା କରିନାହାଁନ୍ତି। ଫଳରେ ସହରରେ ଦିନକୁ...
ଦ୍ୱିତୀୟ ଡୋଜ ନେବା ପରେ ଶରୀରରେ ସୃଷ୍ଟି ହେଲା ଚୁମ୍ବକୀୟ ଶକ୍ତି
ନାଶିକ,୧୧।୬ : କୋଭିଡ୍ ଟିକା ନେବା ପରେ ଲୋକଙ୍କ ଠାରେ ବିଭିନ୍ନ ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଉଛି, ଯାହା ସାଧାରଣ। କିନ୍ତୁ ନାଶିକର ଅରବିନ୍ଦ ସୋନାର ନାମକ ଜଣେ ବ୍ୟକ୍ତି ଅଜବ ଦାବି ଆଣିଛନ୍ତି। ଦ୍ୱିତୀୟ ଟିକା ନେବା ପରେ...
ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର
ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ବଡ଼ ଭାଇ ବିପ୍ରଚରଣ ପ୍ରଧାନ ଓ ତାଙ୍କ ପୁଅ ଅରୁଣ ଗୁରୁତର...
ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର
ଚଣ୍ଡିଗଡ଼,୧୧।୬ : ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ହରିୟାଣାର ଏକ ସ୍କୁଲରେ ଜଣେ ବ୍ୟକ୍ତି ଓ ୮ ନାବାଳକ ଗଣବଳାତ୍କାର କରିଛନ୍ତି। ଘଟଣାର ଭିଡିଓ ଭାଇରାଲ ହେବା ପରେ ମାମଲା ରୁଜୁ ହୋଇଛି। ଭିଡିଓ ଭାଇରାଲ ହେବାର ୨ ସପ୍ତାହ...