ତୈଳଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ
ଛତ୍ରପୁର,୧୧।୬(ଡି.ଏନ୍.ଏ.): କେନ୍ଦ୍ରସରକାରଙ୍କ ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆନ୍ଦୋଳନର ଡାକରା ଦିଆଯାଇଛି। ଏହିପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କଂଗ୍ରେସ ସଭାପତି ଅବନୀ ଶତପଥୀଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ଶୁକ୍ରବାର ପେଟ୍ରୋଲ ପମ୍ପ ଆଗରେ ପ୍ରତିବାଦ...
ପୁଣି ମନର ଯନ୍ତ୍ରଣା ପ୍ରକାଶ କଲେ ଯୁବରାଜ: କହିଲେ ଧୋନୀ…
ଭାରତୀୟ କ୍ରିକେଟ୍ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡରଙ୍କ ମଧ୍ୟରୁ ଯୁବରାଜ ସିଂ ଅନ୍ୟତମ। ସେ ୨୦୦୭ ଟି-2୨୦ବିଶ୍ୱକପ୍ ଏବଂ ୨୦୧୧ ବିଶ୍ୱକପ୍ ବିଜେତା ଦଳର ସଦସ୍ୟ ଥିଲେ। ୨୦୦୭ରେ ଏମଏସ ଧୋନୀଙ୍କ ନେତୃତ୍ୱରେ ଭାରତୀୟ ଦଳ ପ୍ରଥମ ଟି -୨୦ ବିଶ୍ୱକପ...
ମା’ଙ୍କ ୩୩ ବର୍ଷ ପୁରୁଣା ଶାଢ଼ିକୁ ପିନ୍ଧି ବିବାହ ମଣ୍ଡପରେ ବସିଥିଲେ ଏହି ଅଭିନେତ୍ରୀ; କିଛି ଏଭଳି ଥିଲା…
ବମ୍ବେ: ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଅଭିନେତ୍ରୀ ୟାମି ଗୌତମ। ହିମାଚଳ ପ୍ରଦେଶରେ ଆୟୋଜିତ ଉତ୍ସବରେ ପରିବାରଲୋକଙ୍କ ଗହଣରେ ଆଦିତ୍ୟ ଧରଙ୍କ ହାତ ଧରିଥିଲେ ସେ। ଉଭୟ ଅନେକ ସମୟ ଧରି ନିଜର ସମ୍ପର୍କକୁ ଲୋକଲୋଚନକୁ ଆଣି ନ...
ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ସେ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ।...
ରାଜ୍ୟର ପ୍ରଥମ ମୁସଲିମ୍ ମହିଳା ଡିଏସ୍ପି
ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍ସି)ର ୬୪ତମ କମ୍ପିଟେଟିଭ୍ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ ମହିଳା ଉତ୍ତୀର୍ଣ୍ଣ ହେବା ସହ ଡିଏସ୍ପି ଭାବେ ମନୋନୀତ ହୋଇଛନ୍ତି। ଯାହାକୁ ନେଇ...
ରାଗିଛନ୍ତି ପାଇଲଟ୍: ମନାଇବା ପାଇଁ ଫୋନ୍ କଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୧।୬: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଗତ କିଛି ଦିନ ହେବା ଦଳୀୟ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦଳର କିଛି ବିଧାୟକଙ୍କ ସହ ଏକ ବୈଠକ କରି ରାଜ୍ୟରେ ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର...
ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଯୋଗୀ: ବିଧାନସଭା ନିର୍ବାଚନ-କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା
ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ସବୁଠି ଏବେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ଏଥିପାଇଁ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ସଂଗଠନରେ ପରିବର୍ତ୍ତନ ହେବା ନେଇ କେତେକ କଳ୍ପନା ଜଳ୍ପନା...
ଏହି କ୍ରିକେଟର୍ଙ୍କ ହୃଦୟ ଭାଙ୍ଗିଲା: ୨୭ ଶତକ ମାରିବା ସତ୍ତ୍ୱେ ଦଳରରେ ମିଳିଲାନି ସୁଯୋଗ
ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ଗସ୍ତ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ୩ଟି ଏକଦିବସୀୟ ଏବଂ ୩ ଟି -୨୦ ମ୍ୟାଚ ପାଇଁ ଦଳର ଓପନର୍ ଶିଖର ଧାୱନ ଦଳର ନେତୃତ୍ୱ ନେବେ ଏବଂ ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କୁ ଉପ-ଅଧିନାୟକ...
ଗ୍ରାମାଞ୍ଚଳଠାରୁ ଜବରଦଖଲ ସହରରେ ଅଧିକ
କେନ୍ଦ୍ରାପଡ଼ା ଅଫିସ,୧୧।୬: ସହର ରାସ୍ତାରେ ସର୍ବଦା ଟ୍ରାଫିକ ଜାମ୍। ପାଣିନାଳ ଉପରେ ଘର। ବର୍ଷା ହେଲେ ଘରେ ପାଣି ପଶୁଛି। ମାତ୍ର ୫ ବର୍ଷ ପୂର୍ବରୁ କେନ୍ଦ୍ରାପଡ଼ା ସହର ମଧ୍ୟରେ ୨୪ଟି ପୋଖରୀ ଥିବା ବେଳେ ଏବେ ମାତ୍ର ୬ଟିର...
୬ ବର୍ଷ ପରେ ହେଲା ଖୁଲାସା: ପାକିସ୍ତାନ ଖେଳାଳିଙ୍କୁ ଭେଟିବା ପାଇଁ ରାସ୍ତାକଡ଼ରେ ଅପେକ୍ଷା କରିଥିଲେ ରାହୁଲ ଦ୍ରାଭିଡ
ରାହୁଲ ଦ୍ରାବିଡ ଜଣେ ଭଲ କ୍ରିକେଟର ତଥା ଜଣେ ଭଲ ମଣିଷ। ରାହୁଲ ଦ୍ରାବିଡ ଅନ୍ୟକୁ ସାହାଯ୍ୟ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି। ୨୦୧୪ ମସିହାରେ ଦ୍ରାଭିଡ଼ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ କଥା ହେବା ପାଇଁ ଟ୍ୟାକ୍ସି ଛାଡିଥିଲେ...