ଗୋଟିଏ ପରେ ଗୋଟିଏ ଫିଲ୍ମ ଫ୍ଲପ୍ ହେବା ହେବା ପରେ ଏମିତି କରିଥିଲେ ଏହି ଅଭିନେତା
ଫିଲ୍ମ ଇଣ୍ଡଷ୍ଟ୍ରିର ରଙ୍ଗୀନ ଦୁନିଆରେ କେଉଁ ଷ୍ଟାର ଆଗକୁ ଯିବେ ତାହା କହିବା ଅତ୍ୟନ୍ତ କଷ୍ଟକର। ଏହି ଲାଇନ୍ରେ ଆସି ଅନେକ ଭଲ ତାରକା ମଧ୍ୟ କ୍ୟାରିୟର କରି ପାରି ନାହାନ୍ତି। କାରଣ ଉତ୍ଥାନ-ପତ୍ତନ ଏହି ଲାଇନ୍ରେ ସାଧାରଣ କଥା।...
ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର
ଅରୈୟା,୨୫।୬: ପୂର୍ବରୁ ବିବାହ ଭାଙ୍ଗିବା ନେଇ ଅନେକ କାରଣ ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ବର ଖବରକାଗଜ ପଢ଼ି ନ ପାରିବାରୁ ବିବାହ ଭାଙ୍ଗିଯିବା କଥା। ଏଥିସହ ବରଙ୍କ ନାଁରେ ଥାନାରେ ମାମଲା ମଧ୍ୟ ରୁଜୁ କରାଯାଇଛି। କିଛି...
୧୬ ବର୍ଷର ଛାତ୍ରଙ୍କ ପ୍ରେମରେ ପାଗଳ ଶିକ୍ଷୟିତ୍ରୀ, ମାମଲା ପହଞ୍ଚିଲା କୋର୍ଟରେ, ଜାଣିଲେ…
ଓ୍ବାଶିଂଟନ,୨୫ା୬: ଆମେରିକାର ଟେକ୍ସାସରେ ଜଣେ ୧୬ ବର୍ଷୀୟ ଛାତ୍ରଙ୍କ ପ୍ରେମରେ ପାଗଳ ହୋଇ ଶ୍ରେଣୀ ଶିକ୍ଷୟିତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ଯେତେବେଳେ ଛାତ୍ର ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ ଶ୍ରେଣୀରେ ବସିଥିଲେ ଏହା ଦେଖି ଶିକ୍ଷୟିତ୍ରୀ ଜଣକ ଈର୍ଷାରେ ଜଳିଗଲେ। ସେ ଛାତ୍ରଙ୍କ...
ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍ଡ ରେକର୍ଡ
କୁହାଯାଏ, ଉପରବାଲା ଯୋଡ଼ି ବନେଇଥାନ୍ତି। ଏହି ଉକ୍ତିର ସତ୍ୟତା ଦେଖିବାକୁ ମିଳିଛି ବ୍ରିଟେନରେ । ଜେମ୍ସ ଏବଂ କ୍ଲୋଇଙ୍କ ଯୋଡ଼ି ଭଗବାନ ତିଆରି କରିଛନ୍ତି। ଯାହକି ସ୍ବତନ୍ତ୍ର ଅଟେ। ସ୍ତ୍ରୀ ଏବଂ ସ୍ବାମୀଙ୍କ ମଧ୍ୟରେ ଉଚ୍ଚତା ମଧ୍ୟରେ ଅନେକ ପ୍ରଭେଦ।...
ପଞ୍ଜାବରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟର ପ୍ରଥମ ମାମଲା: ମହାରାଷ୍ଟ୍ର-ମଧ୍ୟପ୍ରଦେଶର ଅନେକ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷିତ
ଚଣ୍ଡିଗଡ଼/ମୁମ୍ବାଇ/ଭୋପାଳ,୨୫।୬: ଦେଶରେ କରୋନା ଭାଇରସ୍ର ଦ୍ୱିତୀୟ ଲହର ଧୀରେ ଧୀରେ ଏବେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଏବେ ବି ସଙ୍କଟ ଜାରି ରହିଛି। ଅନ୍ୟପଟେ ସମ୍ଭାବ୍ୟ ତୃତୀୟ ଲହର ଖୁବ୍ଶୀଘ୍ର ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଇତିମଧ୍ୟରେ କରୋନାର...
ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ
ରୂପ୍ସା,୨୫ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ ଚାଷୀଙ୍କ ଆଖୁ ଫସଲ ନଷ୍ଟ କରିବା ଦେଖି ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି।...
ଆଜି ଦେଶରେ ୫୧,୬୬୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୨୯ ମୃତ
ନୂଆଦିଲ୍ଲୀ,୨୫ା୬: ଗତ ୨୪ ଘଣ୍ଟାରେ ଦେଶରୁ ୫୧,୬୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୪,୫୨୭ ଜଣ ରୋଗୀ କରୋନାରୁ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...
ଘରୋଇ ହସ୍ପିଟାଲକୁ ଟିକା ଯୋଗାଣ ବନ୍ଦ
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଘରୋଇ ହସ୍ପିଟାଲକୁ ମାଗଣାରେ କୋଭିଡ୍-୧୯ ଟିକା ଯୋଗାଣ ବନ୍ଦ ହେବ। ଯଦି କୌଣସି ଘରୋଇ ହସ୍ପିଟାଲରେ ଟିକା ଗଚ୍ଛିତ ଥିବ ତେବେ ସେଗୁଡ଼ିକୁ ତୁରନ୍ତ ଫେରାଇ ଆଣିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଗୁରୁବାର ସ୍ବାସ୍ଥ୍ୟ...
ଇସ୍ରୋ ଗୁପ୍ତଚର କେସ୍: ପୂର୍ବତନ ପୋଲିସ ଅଧିକାରୀଙ୍କ ନାଁରେ ମାମଲା
ଥିରୁଭାନନ୍ତପୁରମ,୨୫ା୬: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଗୁପ୍ତଚର ମାମଲାରେ ସିବିଆଇ ଗୁରୁବାର ୧୮ ଜଣଙ୍କ ନାଁରେ ଥିରୁଭାନନ୍ତପୁରମ୍ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ କୋର୍ଟରେ ଏଫ୍ଆଇଆର ରୁଜୁ କରିଛି। ସେମାନଙ୍କ ମଧ୍ୟରେ କେରଳର ୨ ପୂର୍ବତନ ପୋଲିସ ଅଧିକାରୀ...
ଆଜି ଆଉ ୪୦ ଜୀବନ ନେଲା କରୋନା, ୩୮୦୦ ଟପିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୦ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି। ଆଜି...