ଗୋରୁ ଗୋଠ ଉପରେ ବଜ୍ରପାତ
ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି। ଗୋରୁପଲ ବାରଖମା ଫାଣ୍ଡି ନିକଟରେ ଚରୁଥିବା ବେଳେ ବର୍ଷା ହେବାରୁ ଏକ ଗଛମୂଳକୁ...
ବଚସାରୁ ହତ୍ୟା
ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ ଅନ୍ୟ ଦୁଇ ସହଯୋଗୀ ବୀଭତ୍ସ ଭାବେ ହତ୍ୟା କରିଛନ୍ତି। ଏପରି କି ପ୍ରମାଣ...
ଟିମ୍ ଇଣ୍ଡିଆର ଅଧିନାୟକ ହେବାକୁ ଚାହୁଁଥିଲେ ଏହି ମହାନ ଖେଳାଳି
ନୂଆଦିଲ୍ଲୀ, ୧୦।୬: ଦୁଇ ଦୁଇ ଥର ବିଶ୍ୱକପ୍ ଚାମ୍ପିୟନ ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଥିଲେ ଯୁବରାଜ ସିଂ (ଯୁବି)। ଅନେକ ଥର ମ୍ୟାଚ୍ ବିଜୟୀ ପାଳି ଖେଳିଥିବା ଏହି ଅଲରାଉଣ୍ଡର ଟିମ୍ ଇଣ୍ଡିଆର ଅଧିନାୟକ ହେବାକୁ ଆଶା ରଖିଥିଲେ।...
ଭୁବନେଶ୍ୱରରେ ୪୫୯ ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୦।୬: ରାଜଧାନୀ ଭୁବନେଶ୍ୱରରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୫ ସୁସ୍ଥ ହୋଇଛନ୍ତି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟ କ୍ୱାରେଣ୍ଟାଇନରୁ ୧୦୯ଜଣ ଥିବା...
କାଳ ହେଲା ମର୍ନିଂ ଓ୍ବାକ୍
ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜିଲିବା...
ସଙ୍କଟରେ କୁମ୍ବଲେଙ୍କ ରେକର୍ଡ
ବର୍ମିଂହମ, ୧୦।୬: ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ହାସଲକାରୀ ବୋଲରଙ୍କ ତାଲିକାରେ ୬୧୯ ଉଇକେଟ ସହ ତୃତୀୟ ସ୍ଥାନରେ ରହିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ଅନିଲ କୁମ୍ବଲେ। ତାଙ୍କୁ ପଛରେ ପକାଇବା ପାଇଁ ଇଂଲଣ୍ଡର କିମ୍ବଦନ୍ତୀ ପେସର ଜେମ୍ସ ଆଣ୍ଡରସନଙ୍କୁ...
ଏମ୍ସରେ ଲାଗିବ ଏକ୍ମୋ ମେଶିନ
ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସ ଅଧ୍ୟକ୍ଷକ ସଚ୍ଚିଦାନନ୍ଦ ମହାନ୍ତି। ଏକ୍ମୋ ମେଶିନ ପରିଚାଳନା ପାଇଁ ଏମ୍ସ ପକ୍ଷରୁ...
ଦଳୀୟ ଏକାଦଶ ପାଇଁ ଚିନ୍ତାରେ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ, ୧୦।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲର ୮ ଦିନ ପୂର୍ବରୁ ଅଭ୍ୟାସ ଆରମ୍ଭ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ। ଦଳର ସଫ୍ଟ କ୍ୱାରେଣ୍ଟିନ ଶେଷ ହେବା ପର୍ଯ୍ୟନ୍ତ ଖେଳାଳିଙ୍କ ଭାଗ ଭାଗ...
ଜିତିନ୍ ଦଳ ଛାଡିବା ପରେ କଂଗ୍ରେସରେ କନ୍ଦଳ: କପିଲ ସିବଲ କହିଲେ, ମୁଁ ମଲା ପରେ..
ନୂଆଦିଲ୍ଲୀ,୧୦।୬: କଂଗ୍ରେସର ପୂର୍ବତନ ନେତା ଜିତିନ ପ୍ରସାଦ ଦଳ ଛାଡି ଭାଜପାରେ ଯୋଗଦେବା ପରେ ପୁଣି ଥରେ କଂଗ୍ରେସ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଜିତିନ ପ୍ରସାଦଙ୍କ ଏହି ନିଷ୍ପତ୍ତି ପରେ ଜି -୨୩ ଗୋଷ୍ଠୀ ସଦସ୍ୟଙ୍କ ବୟାନବାଜି ଆରମ୍ଭ...
ମହିଳା ଆୟୋଗ ସଦସ୍ୟଙ୍କ ବିବାଦୀୟ ମନ୍ତବ୍ୟ: ଝିଅମାନଙ୍କୁ ମୋବାଇଲ୍ ଦେବା ଉଚିତ୍ ନୁହେଁ
ଆଲିଗଡ,୧୦।୬: ଉତ୍ତରପ୍ରଦେଶର ରାଜ୍ୟ ମହିଳା ଆୟୋଗର ସଦସ୍ୟ ମୀନା କୁମାରୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ପବ୍ଲିକ ୱାର୍କର୍ସ ଗେଷ୍ଟ ହାଉସରେ ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ଅଭିଯୋଗ ଶୁଣିବାବେଳେ ଗଣମାଧ୍ୟମ ଆଗରେ ଝିଅମାନଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ...