ବିବାହ ମୁଦି କଥା ଭୁଲି ଯାଇଥିଲେ ରୋହିତ୍ ଶର୍ମା: କୋହଲି ଦେଲେ ବଡ଼ ଖବର
ଭାରତୀୟ କ୍ରିକେଟ ଦଳ ସହ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର୍ ଫାଇନାଲ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ଷ୍ଟାର୍ କ୍ରିକେଟର୍ ରୋହିତ ଶର୍ମା। ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ସାଉଥମ୍ପଟନରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଖେଳାଯିବ।...
ପ୍ରେମ ନିବେଦନରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ
ଖଇରା,୧୦।୬(ଡି.ଏନ୍.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ନିବେଦନରେ ବିଫଳ ହେବା ପରେ ଜଣେ ଯୁବକ ଜଣକ ଏକ ଧାରୁଆ ଛୁରିରେ ଉକ୍ତ ଗ୍ରାମର ଜନୈକ ନାବାଳିକାଙ୍କୁ ଆକ୍ରମଣ କରିଥିବା...
ଏହି ଅଭିନେତ୍ରୀଙ୍କ ସହ ଚାଲିଛି ସଲମାନଙ୍କ ଲୁଚାଛପା ପ୍ରେମ
ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ ଆଉ କେହି ନୁହନ୍ତି, ସେ ହେଉଛନ୍ତି ରୋମାନିଆର ବିଉଟି କୁଇନ୍ ୟୁଲିଆ ବନ୍ତୁର।...
ସଂକ୍ରମିତ ଶିଶୁଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ ଲହର ଆସିପାରେ ବୋଲି ଆଶଙ୍କା କରି ରାଜ୍ୟ ସରକାର ଏବେଠୁ ପ୍ରସ୍ତୁତି ଆରମ୍ଭ...
୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ...
ରେଲଓ୍ବେକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ
ନୂଆଦିଲ୍ଲୀ: ୭୦୦ ମେଗାହର୍ଜ ବ୍ୟାଣ୍ଡରେ ରେଲଓ୍ବେକୁ ୫ ମେଗାହର୍ଜ ସ୍ପେକ୍ଟ୍ରମ ପ୍ରଦାନ ସଂକ୍ରାନ୍ତ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଭଳି ପଦକ୍ଷେପ ଦ୍ୱାରା ଭାରତୀୟ ରେଳପଥ ଏହାର ଯୋଗାଯୋଗ ଏବଂ ସିଗ୍ନାଲ ସିଷ୍ଟମକୁ ଉନ୍ନତୀକରଣ କରିବା...
ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସକୁ ନନ୍ଦିନୀ ଶତପଥୀଙ୍କ ନାମରେ ନାମିତ କରିବାକୁ ଦାବି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରାବାସ ଓ ଛାତ୍ରୀନିବାସଗୁଡ଼ିକ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିଙ୍କ ନାମରେ ନାମିତ ହେବାର ଏକ ପରମ୍ପରା ଅଛି। ଏବେ ବିଶ୍ୱବିଦ୍ୟାଳୟ ପରିସରରେ ୭ଟି ଛାତ୍ରାବାସ ଓ ୭ଟି ଛାତ୍ରୀନିବାସ ଅଛି। ଛାତ୍ରାବାସଗୁଡ଼ିକ ଗୋପବନ୍ଧୁ , ମଧୁସୂଦନ, ଫକୀରମୋହନ,...
ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍ରେ ଯୁବକଙ୍କୁ ୨ ଡୋଜ୍ ଟିକା ଦେଲେ ନର୍ସିଂ ଷ୍ଟାଫ୍…
ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍ ନଷ୍ଟ ହେବା ଏବଂ ଟିକାଦାନରେ ଅବହେଳା କରାଯାଉଥିବା କେତେକ ଅଭିଯୋଗ ହୋଇଛି। ଉତ୍ତରପ୍ରଦେଶ...
ଦୀପ୍ତେଶ ଜେଲ ଆଇଜି, ନରସିଂହଙ୍କୁ କେନ୍ଦ୍ରାଞ୍ଚଳ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୪ଜଣ ଆଇପିଏସ୍ ଓ ୨ଜଣ ଓପିଏସ୍ ଅଫିସରଙ୍କ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକଙ୍କୁ ଜେଲ୍ ଆଇଜି ଭାବେ ବଦଳି...
ପେଟ୍ରୋଲ ୨୫, ଡିଜେଲ ୨୮ ପଇସା ବଢ଼ିଲା
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ନିୟନ୍ତ୍ରଣକୁ ଆସିପାରୁନାହିଁ। ବୁଧବାର ପେଟ୍ରୋଲ ଲିଟର ପିଛା ୨୫ ପଇସା ବଢ଼ି ୯୬.୩୦ ଟଙ୍କା ଛୁଇଁଛି। ସେହିଭଳି ଡିଜେଲ ୨୮ ପଇସା ବଢ଼ିବା ଯୋଗୁ ୯୪.୨୩ ଟଙ୍କା ରହିଛି। ସାରା ଦେଶ...