ପାଣି ଟିକକ ପାଇଁ ହାତୀ କରୁଛି ଏମିତି
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ...
ଅକ୍ସିଜେନ ବୋଝେଇ ଟ୍ରେନ୍ରୁ ଦୀର୍ଘ ୧୧ ଘଣ୍ଟା ଧରି ଅକ୍ସିଜେନ ଲିକ୍
କେସିଙ୍ଗା,୯ା୬(ଡି.ଏନ୍.ଏ.): ସମ୍ବଲପୁର ରେଲଓ୍ବେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲଓ୍ବେ ଷ୍ଟେଶନରେ ଏକ ଅକ୍ସିଜେନ ବୋଝେଇ ଟ୍ରେନ୍ରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲିକ୍ ହୋଇଥିଲା। କେସିଙ୍ଗା ରେଲଓ୍ବେ ଷ୍ଟେଶନ ମାଷ୍ଟର ସ୍ଥାନୀୟ ଅଗ୍ନିଶମ ବିଭାଗର ଓଆଇସି ଅନିଲ କୁମାର ମିଶ୍ରଙ୍କୁ ଜଣାଇଥିଲେ।...
ସ୍ବାମୀଙ୍କ ନାଁରେ ଅଭିଯୋଗ ଆଣିଲେ ନୁଶ୍ରତ୍: ବ୍ୟାଙ୍କ୍ରୁ ନେଇଯାଇଛନ୍ତି ମୋ ଟଙ୍କା, ପୈତୃକ ଅଳଙ୍କାର
ତୃଣମୂଳ କଂଗ୍ରେସ ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍ରତ୍ ଜାହାଁ ଏବେ ଚର୍ଚ୍ଚାରେ ଅଛନ୍ତି। ଏବେ ଚର୍ଚ୍ଚା ହେଉଛି ନୁଶ୍ରତ୍ କୁଆଡେ ୬ ମାସର ଗର୍ଭବତୀ ଅଛନ୍ତି। କିନ୍ତୁ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କୁ ଏହି ଗର୍ଭଧାରଣ ବିଷୟରେ କୌଣସି...
ବାହା ହେବାକୁ ଆସି ବର ଖାଉଥିଲେ ଗୁଟ୍ଖା, ଦେଖିନେଲେ କନ୍ୟା; ଆଉ ତା’ପରେ…
ଲକ୍ଷ୍ନୌ,୯ା୬: ବିଭିନ୍ନ କାରଣରୁ ବରଙ୍କୁ କନ୍ୟା ବାହା ହେବାକୁ ମନା କରିଦେଇଥିବା ଘଟଣା ପୂର୍ବରୁ ଅନେକ ଥର ଶୁଣିଥିବେ। ମାତ୍ର ଏଥରକ କନ୍ୟା ବରକୁ ବାହା ହେବା ପାଇଁ ମନା କରିବା ଟିକେ ନିଆରା କାରଣ ରହିଛି। ଉତ୍ତରପ୍ରଦେଶର ବାଲିଆ...
ଭର୍ଚୁଆଲ କରେନ୍ସି ବିଟ୍କଏନ ଏବେ ଏଲ୍ ସାଲଭେଡରରେ ହେବ ଲାଗୁ…
ସାନ୍ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ ଆଣିବେ ବୋଲି ମିଆମିରେ ଅନୁଷ୍ଠିତ ବିଟ୍କଏନ-୨୦୨୧ କନଫରେନ୍ସରେ...
ଲଘୁଚାପ: ଗୁରୁବାରଠାରୁୁ ବର୍ଷିବ
ଭୁବନେଶ୍ୱର, ୯।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଆସନ୍ତା ୧୧ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଓ...
ବାବା ରାମଦେବଙ୍କୁ ଝଟ୍କା ଦେଲା ନେପାଳ
କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର ସ୍ବରୂପ କରୋନିଲଙ୍କ କିଟ ନେପାଳକୁ ପଠାଇଥିଲା। କିନ୍ତୁ ନେପାଳ ସରକାର କହିଛନ୍ତି ଯେ,...
ପାଠକ ବାପାପୁଅଙ୍କୁ ମିଳିଲା ଜାମିନ: ହେଲେ ବାହାରିପାରିବେନି ଜେଲ୍ରୁ
ଭୁବନେଶ୍ୱର, ୯।୬(ବ୍ୟୁରୋ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ପାଠକ ବାପାପୁଅ ଗତ ବର୍ଷ ଗିରଫ ହୋଇଥିଲେ। ତେବେ ବୁଧବାର ତାଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ହୋଇଥିବା ଠକେଇ...
ପୁଅ ବାହା ହେବାକୁ ମନା କରିବାରୁ ମା-ବାପା ନେଲେ ଏମିତି ଚରମ ପଦକ୍ଷେପ, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ତେହେରାନ,୯ା୬: ଇରାନରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବୃଦ୍ଧ ଦମ୍ପତି ତାଙ୍କର ୪୭ ବର୍ଷୀୟ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣକ ଫିଲ୍ମନିର୍ମାତା ଥିଲେ। ଖାଲି ପୁଅ ନୁହନ୍ତି ଏହି ଦମ୍ପତି ଝିଅ ଏବଂ ଜ୍ୱାଇଙ୍କୁ ମଧ୍ୟ...
୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ: ସୌଭାଗ୍ୟ ପ୍ରାପ୍ତି ପାଇଁ କରନ୍ତୁ ଏପରି…
ନୂଆଦିଲ୍ଲୀ,୯।୬: ଜୁନ୍ ୧୦ରେ ଜ୍ୟେଷ୍ଠମାସ ଅମାବାସ୍ୟ ତିଥିରେ ବୃଷ ରାଶିରେ ରାଶିରେ ଅନୁଷ୍ଠିତ ହେବ। ଦୀର୍ଘ ୧୪୮ ବର୍ଷ ପରେ ଶନି ଜୟନ୍ତୀରେ ସୂର୍ଯ୍ୟପରାଗ ଗୁରୁବାର ଅନଷ୍ଠିତ ହେବ। ଏହାପୂର୍ବରୁ ୧୮୭୩ ମେ’ ୨୬ରେ ଏଭଳି ଯୋଗ ସୃଷ୍ଟି ହୋଇଥିଲା।...