ସଂକ୍ରମଣ ସାମାନ୍ୟ କମିଲା: ରାଜଧାନୀରୁ ୬୬୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ୬୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୬ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୫୦୫ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ ଅଧିନରେ ମୋଟ୍ ୮୧,୫୭୦ ଆକ୍ରାନ୍ତ ଚିହ୍ନଟ...
ଜେଲ୍ରେ ଥାଇ ପ୍ରୋଟିନ ଶେକ୍ ଦାବି କରୁଛନ୍ତି
ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍ ପାଇଁ ଦାବି କରୁଛନ୍ତି। କେବଳ ଏତିକି ନୁହେଁ ଆଗାମୀ ଟୋକିଓ ଅଲିମ୍ପିକ୍ସରେ ଦେଶ ପକ୍ଷରୁ ପ୍ରତିନିଧିତ୍ୱ କରିବା ଲାଗି ସ୍ବତନ୍ତ୍ର...
ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍ ଦେଖାଇଲେ ହେବନି; ମଣିଷ ହେବା ଲାଗି…’
ବମ୍ବେ: ଟୁଇଟରରେ ଟଣାଓଟରା। କିଏ ଠିକ୍ କିଏ ଭୁଲ କହିବା ମୁସ୍କିଲ। ହେଲେ ପରୋକ୍ଷରେ ଆରୋପ ପ୍ରତ୍ୟାରୋପ ସହ ଅଭିନୟକୁ ନେଇ କଥା କଟାକଟି ଜାରି ରହିଛି। ଆମେ କଥା ହେଉଛୁ ଟେଲିଭିଜନଜଗତର ଦୁଇ ଅଭିନେତ୍ରୀ ଦେବୋଲିନା ଭଟ୍ଟାଚାର୍ଯ୍ୟ ଏବଂ...
ଡବ୍ଲ୍ୟୁଟିସି ଫାଇନାଲ ମ୍ୟାଚ୍ ପୂର୍ବରୁ ଆଇସିସିର ବଡ଼ ଘୋଷଣା
ଦୁବାଇ,୮।୬: ଆସନ୍ତା ୧୮ ତାରିଖରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସାଉଥାମ୍ପଟନର ଏଜେସ ବାଉଲଠାରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍। ଏଥି ଲାଗି ଆଇସିସି ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି ଅମ୍ପାୟର ଓ ମ୍ୟାଚ୍ ଅଫିସିଆଲଙ୍କ...
ମେସିଙ୍କୁ ପଛରେ ପକାଇଲେ ଛେତ୍ରୀ
ଦୋହା,୮।୬: ଭାରତୀୟ ଫୁଟ୍ବଲ ଷ୍ଟାର ସୁନୀଲ ଛେତ୍ରୀ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତଥା ଆର୍ଜେଣ୍ଟିନାର ସୁପରଷ୍ଟାର ଲିଓନେଲ ମେସିଙ୍କୁ ପଛରେ ପକାଇଛନ୍ତି। ଅନ୍ତର୍ଜାତୀୟ ଫୁଟବଲରେ ସକ୍ରିୟ ଥିବା ଖେଳାଳିଙ୍କ ମଧ୍ୟରେ ସର୍ବାଧିକ ଗୋଲ ସ୍କୋରରଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି...
ଏୟାରଲିଫ୍ଟ ହୋଇ କୋଲକାତା ଗଲେ ଭିଜିଲାନ୍ସ ନିର୍ଦ୍ଦେଶକ; କରୋନା ଆକ୍ରାନ୍ତ ପରେ ଅଛନ୍ତି ଗୁରୁତର
ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଛନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ତଥା ଆଇପିଏସ୍ ଦେବାଶିଷ ପାଣିଗ୍ରାହୀ। ମଙ୍ଗଳବାର ତାଙ୍କୁ ଏୟାରଲିଫ୍ଟ ହୋଇ ଚିକିତ୍ସା ପାଇଁ କୋଲକାତା ପଠାଯାଇଛି। କଟକ ଅଶ୍ୱିନୀ ହସ୍ପିଟାଲରୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ୱର ବିମାନବନ୍ଦର...
ଶିଳ୍ପାଙ୍କ ବନ୍ଧୁ ଥିଲେ ଟ୍ବିଙ୍କଲ ଖାନ୍ନା, ଯାହାଙ୍କୁ ଲୁଚିଲୁଚି ପ୍ରେମ କରୁଥିଲେ ଅକ୍ଷୟ; ଜାଣିବା ପରେ ପାଗେଳି ପ୍ରାୟ ହୋଇଯାଇଥିଲେ…
ବମ୍ବେ: ବଲିଉଡ୍ର ଖିଲାଡି ବୟ ଅକ୍ଷୟ କୁମାରଙ୍କ ନାମ ଏକାଧିକ ଅଭିନେତ୍ରୀଙ୍କ ସହ ଯୋଡ଼ା ଯାଇଛି। ତନ୍ବଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଜଣେ। ଚଳଚ୍ଚିତ୍ର ‘ବାଜିଗର’ରୁ ବଲିଉଡ୍ରେ ଡେବ୍ୟୁ କରିଥିବା ଶିଳ୍ପା ୧୯୯୪ରେ ‘ମେ ଖିଲାଡି ତୁ ଅନାଡ଼ି’ରେ ଅକ୍ଷୟଙ୍କ...
ବିଶ୍ୱର ଅନେକ ବଡ଼ ବଡ଼ ଓ୍ବେବ୍ସାଇଟ୍ ଠପ୍
ନୂଆଦିଲ୍ଲୀ,୮।୬: ସାରା ବିଶ୍ୱରେ ଅନେକ ବଡ ବଡ ଓ୍ବେବସାଇଟ୍ ଡାଉନ୍ ହୋଇଯାଇଛି। ଏଥିରେ ରେଡିଟ୍, ଟ୍ବିଚ୍ ଏବଂ ସିଏନଏନ ଭଳି ବଡ ଅନ୍ତର୍ଜାତୀୟ ଚ୍ୟାନେଲ୍ର ଓ୍ବେବ୍ସାଇଟ୍ ସାମିଲ ଅଛି। ଏସବୁ ଓ୍ବେବସାଇଟ୍କୁ ଖୋଲିବା ମାତ୍ରେ ତାହା ଏରର୍ ଦେଖାଯାଉଛି। ଅଧ...
୫ ମିନିଟ ଅକ୍ସିଜେନ୍ ସପ୍ଲାଏ ବନ୍ଦ ହେବାରୁ ଚାଲିଗଲା ୨୨ ଜୀବନ! ହସ୍ପିଟାଲ୍ ସିଲ୍
ଆଗ୍ରା,୮। ୧୧: ଆଗ୍ରାର ଏକ ପ୍ରାଇଭେଟ ହସ୍ପିଟାଲରେ ଅକ୍ସିଜେନ ମକ ଡ୍ରିଲ ବେଳେ ୨୨ ଜଣ ରୋଗୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ମଙ୍ଗଳବାର ହସ୍ପିଟାଲକୁ ସିଲ୍ କରିଦିଆଯାଇଛି। ଆଗ୍ରାର ପାରସ ହସ୍ପିଟାଲ ମାଲିକଙ୍କର...
ମୋଦିଙ୍କ ସାକ୍ଷାତକୁ ନେଇ ଉଦ୍ଧବ କହିଲେ, ମୁଁ ନଓ୍ବାଜ ସରିଫଙ୍କୁ ଭେଟିବାକୁ ଯାଇ ନ ଥିଲି
ନୂଆଦିଲ୍ଲୀ,୮।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସମ୍ପର୍କ ଏବଂ ସାକ୍ଷାତ ସମ୍ପର୍କରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ଠାକରେ ଏକ ଅଜବ ଉତ୍ତର ଦେଇଛନ୍ତି। ଉଦ୍ଧବ ଠାକରେ କହିଛନ୍ତି...