୬୯ ସନ୍ତାନ ଜନ୍ମ ଦେଇଥିଲେ ଏହି ମହିଳା! ୨୭ଥର ହୋଇଥିଲେ ଗର୍ଭବତୀ
ନିକଟରେ ମୋରକୋର ଜଣେ ମହିଳା ସମଗ୍ର ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଥିଲେ। କାରଣ ଏହି ମହିଳା ଜଣଙ୍କ ଏକାସାଙ୍ଗରେ ୯ ସନ୍ତାନ ଜନ୍ମ ଦେଇଥିଲେ। ରିପୋର୍ଟ ଅନୁଯାୟୀ, ପୂର୍ବରୁ କୌଣସି ମହିଳା ଏକାସାଙ୍ଗରେ ୯ ସନ୍ତାନ ଜନ୍ମ ଦେଇ ନ...
ଛିଡ଼ିଲା ଦୁଃଖର ପାହାଡ଼: ସ୍ବାମୀଙ୍କ ପରେ ପରେ ୨ ଝିଅ ବୁଜିଲେ ଆଖି
ରେଢ଼ାଖୋଲ, ୮।୬(ଡି.ଏନ.ଏ): ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅଧୀନ ହିରାଲୋଇ ଗ୍ରାମରେ ବିଷଧର ସାପ କାମୁଡାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ଭଉଣୀ ହେଲେ ଲଳିତା ସୋରେନ (୧୨) ଓ ସସ୍ମିତା ସୋରେନ଼ (୯)। ପ୍ରକାଶ ଯେ,...
ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରୁ ଗତ ମେ’ ୫ ତାରିଖରୁ ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏହାର ଅବଧି ୧୪ ଦିନ ଥିବା ବେଳେ ଏହାକୁ ପ୍ରଥମେ ଜୁନ ୧ ଓ ପରେ ଜୁନ ୧୭...
ଟିକାକରଣ କେନ୍ଦ୍ରରେ ସେଲ୍ଫି ବୁଥ୍
ଛତ୍ରପୁର,୮।୬(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ ଛତ୍ରପୁରରେ ଟିକା ଦେବାର ବ୍ୟବସ୍ଥା କରାଯାଇଛି। ଅପରପକ୍ଷରେ ଜିଲାର ସମସ୍ତ ସହରାଞ୍ଚଳ ଓ...
ଅଧିକାଂଶ ଜିଲାରେ ଆଜିଠୁ ବର୍ଷା
ଭୁବନେଶ୍ୱର,୮।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସକ୍ରିୟ ହେବ। ଏହା ପୂର୍ବରୁ ମଙ୍ଗଳବାର ଓ ବୁଧବାର ରାଜ୍ୟର...
ପୁରୁଷଙ୍କ ଗର୍ଭରେ ଶିଶୁ, ଏପରି କିପରି ହୁଏ, ଜାଣନ୍ତୁ…
ଲଣ୍ଡନ,୮।୬: ମହିଳାଙ୍କ ଗର୍ଭରେ ଶିଶୁ ସୃଷ୍ଟି ପାଇଁ ପ୍ରକୃତି ସମସ୍ତ ପ୍ରକାର ସୁବିଧା ସୁଯୋଗ ଖଞ୍ଜି ଦେଇଛି। ତେବେ ପୁରୁଷଙ୍କ ଶରୀରରେ ଏଭଳି ସ୍ଥିତି ସୃଷ୍ଟି ହେବା ପ୍ରାୟତଃ ଦେଖାଯାଇ ନ ଥାଏ। ତେବେ ଆଧୁନିକ ବିଜ୍ଞାନ ଯୋଗୁ ଏବେ...
ଉଠିଲା ଲକ୍ଡାଉନ୍: ଅପରାହ୍ନ ୫ ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର
ପାଟନା,୮।୬:ଦେଶରେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ କମିବା ପରେ ବିଭିନ୍ନ ରାଜ୍ୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। ମଙ୍ଗଳବାର ବିହାରରେ ଲକଡାଉନ୍ କଟକଣା ଉଠାଇ ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୂଚନା ଦେଇଛନ୍ତି। ଦୀର୍ଘ ମାସେ ପରେ ଏହି...
ଦିନେ ଟିକା ନେବାକୁ ମନା କରୁଥିଲେ ଅଖିଳେଶ: ଏବେ କହିଲେ, ମୁଁ ବି ନେବି ଟିକା
ଲକ୍ଷ୍ନୌ,୮।୬: ଶେଷରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ମଙ୍ଗଳବାର କରୋନା ଟିକା ନେବେ ବୋଲି ଘୋଷଣା କରିଛନ୍ତି। ସେ ଟୁଇଟ୍ କରି କହିଛନ୍ତି ଯେ ଜନସାଧାରଣଙ୍କ କ୍ରୋଧକୁ ଦୃଷ୍ଟିରେ ରଖି ସରକାର କରୋନା ଟିକାକୁ ରାଜନୀତିକରଣ କରିବା ପରିବର୍ତ୍ତେ...
୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…
ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ। ଏହି ଅତି ସୁକ୍ଷ୍ମ ପ୍ରାଣୀଟି ସାଇବେରିଆର ବରଫ ତଳେ ଉପଯୁକ୍ତ ସମୟକୁ ଅପେକ୍ଷା...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି। ଏହି...