୨ ବିଭାଗର ଅବହେଳାରୁ ଦନ୍ତା ମୃତ
ଭଞ୍ଜନଗର,୭।୬: ଗଞ୍ଜାମ ଜିଲା ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଢଉପଲ୍ଲୀ ନିକଟ କାଜୁ ଜଙ୍ଗଲରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ଦନ୍ତାହାତୀର ଜୀବନ ଯାଇଛି। ସୋମବାର...
୮୦ କୋଟି ଲୋକଙ୍କୁ ମାଗଣା ରାଶନ
ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ମାଗଣା ଟିକା ସହ ରାଶନ ଦେବାକୁ ଘୋଷଣା କରିଛନ୍ତି। ନଭେମ୍ବର ପର୍ଯ୍ୟନ୍ତ ଦେଶର ୮୦ କୋଟି ଲୋକଙ୍କୁ ମାଗଣା ରାଶନ ଦେବାକୁ ପ୍ରଧାନମନ୍ତ୍ରୀ କହିଥିବା ବେଳେ ପିଏମ୍ ଗରିବ...
ଟିକା ନେଲେ ମୂଲାୟମ: ଉପମୁଖ୍ୟମନ୍ତ୍ରୀ କହିଲେ, କ୍ଷମା ମାଗନ୍ତୁ ଅଖିଳେଶ
ଲକ୍ଷ୍ନୌ,୭।୬: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ସୋମବାର ଲକ୍ଷ୍ନୌରେ କରୋନା ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ପୂର୍ବରୁ ମୂଲାୟମ୍ଙ୍କ ପୁଅ ତଥା ଏସପି ସଭାପତି ଅଖିଳେଶ ଯାଦବ କରୋନା ଟିକାକୁ...
ଏହି ତାରିଖରୁ ଆରମ୍ଭ ହେବ ଆଇପିଏଲ୍ ୨୦୨୧ର ଅବଶିଷ୍ଟ ମ୍ୟାଚ୍
ନୂଆଦିଲ୍ଲୀ,୭।୬: ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ପାଇଁ କାର୍ଯ୍ୟସୂଚୀ ଜାରି ହୋଇଛି। ସେପ୍ଟେମ୍ବର ୧୯ରୁ ଏହି ଲିଗ ଆରମ୍ଭ ହେବ। ଫାଇନାଲ ଅକ୍ଟୋବର ୧୫ରେ ଖେଳାଯିବ। ବିସିସିଆଇର ଜଣେ ଅଧିକାରୀ କହିଛନ୍ତି ଯେ, ମ୍ୟାଚ ଶେଷ କରିବାକୁ ବୋର୍ଡ ୨୫...
ୟାମିଙ୍କୁ ରାଧେ ମା’ ଡାକିଲେ ଏହି ଅଭିନେତା: କଙ୍ଗନା କହିଲେ, ଆଣ ମୋ ଚପଲ
ବଲିଉଡ୍ ଅଭିନେତ୍ରୀ ୟାମି ଗୌତମ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ସୋସିଆଲ୍ ମିଡିଆରେ ୟାମୀଙ୍କ ବିବାହ ଫଟୋ ଭାଇରାଲ ହେଉଛି। ଫଟୋ ପାରମ୍ପରିକ...
ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି
ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ...
ସବୁ ସ୍ପିନର୍ ବିବାହ କରିବା ଉଚିତ୍; କାହିଁକି ଏମିତି କହିଲେ ଚହଲ
ଭାରତୀୟ ସ୍ପିନର ୟୁଜଭେନ୍ଦ୍ର ଚହଲ ସୋସିଆଲ ମିଡିଆରେ ଅନ୍ୟ କ୍ରିକେଟରଙ୍କ ପୋଷ୍ଟ ଉପରେ ମଜାଳିଆ ମନ୍ତବ୍ୟ ଦିଅନ୍ତି। ସେ ନିଜେ ବହୁତ ସକ୍ରିୟ ରୁହନ୍ତି, ତାଙ୍କ ସ୍ତ୍ରୀ ଧନଶ୍ରୀ ମଧ୍ୟ ତାଙ୍କ ପ୍ରଶଂସକଙ୍କ ସହ ଡ୍ୟାନ୍ସ ଭିଡିଓ ଶେୟାର କରନ୍ତି।...
ଜିନ୍ସ୍ ପିନ୍ଧିଲେ-ବିଦେଶୀ ଫିଲ୍ମ ଦେଖିଲେ ମିଳିବ ମୃତ୍ୟୁଦଣ୍ଡ: ସରକାର …
ପୋୟାଙ୍ଗୟାଙ୍ଗ୍,୭।୬: ଏବେ ଜିନ୍ସ୍ ପିନ୍ଧିଲେ ଏବଂ ବିଦେଶୀ ଫିଲ୍ମ ଦେଖିଲେ ଉତ୍ତର କୋରିଆ ନାଗରିକଙ୍କ ଉପରେ କଡ଼ା ଦଣ୍ଡାଦେଶ କରାଯିବ। ଏନେଇ ଏକ ଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ ନୂଆ ଆଇନ ଜାରି କରିଛନ୍ତି। ଏଭଳି କରୁଥିବା ଅଭିଯୋଗ...
ଏକତା କପୁର କଳା ପୋଷାକ ପିନ୍ଧିବା ପଛରେ ରହିଛି ଏପରି ରାଜ୍
ଟିଭି କ୍ୱିନ୍ କୁହାଯାଉଥିବା ଏକତା କପୁର ପ୍ରାୟତଃ ସବୁ ବେଳେ କଳା ପୋଷାକ ପିନ୍ଧି ଥିବା ନଜର ଆସିଥାନ୍ତି। ତେବେ ଅନେକ ତାଙ୍କ କଳା ପୋଷାକ ଦେଖି ଏହା ତାଙ୍କର ପ୍ରିୟ ବୋଲି ଭାବୁଥିବେ ମାତ୍ର ଏହା ପଛରେ ଏକ...
ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତାଙ୍କ ଭଉଣୀ
ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ଝିଅ ତଥା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଳା କପୁର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କାରଣ ତାଙ୍କର ବ୍ଲଡ୍ପ୍ରେସର ଏବଂ ସୁଗାର ଲେବୁଲରେ ସମସ୍ୟା ଦେଖାଦେଇଥିଲା। ଅଂଶୁଳାଙ୍କୁ ଦେଖିବା ପାଇଁ ତାଙ୍କ ପିତା...