ନିଉଟନୀୟ ଓ ଆଇନଷ୍ଟାଇନୀୟ ମାଧ୍ୟାକର୍ଷଣ
ଆମେ ଟେକାଟିଏ ଫିଙ୍ଗିଲେ ତାହା ଉଚ୍ଚକୁ କିଛି ଦୂର ପର୍ଯ୍ୟନ୍ତ ଯାଇ ପୃଥିବୀ ପୃଷ୍ଠକୁ ଖସି ପଡୁଛି। ଫଳଟିଏ ପାଚିଲେ ଗଛରୁ ଛିଣ୍ଡିଯାଇ ତଳେ ପଡୁଛି। ଏହା କାହିଁକି ହେଉଛି? ପୃଥିବୀର ମାଧ୍ୟାକର୍ଷଣ ବଳ ଟେକାଟିକୁ କିମ୍ବା ଫଳଟିକୁ ନିଜ...
ଝିଅ ଜନ୍ମ ହେବାରୁ ବାପା ନେଲେ ଏମିତି ନିଷ୍ପତ୍ତି; ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଭୋପାଳ,୭।୬: ମଧ୍ୟପ୍ରଦେଶର ଛତ୍ରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୪୨ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ଦୁଇ ଝିଅଙ୍କୁ କୂଅରେ ପକାଇଦେଇଛନ୍ତି। ଏଥିରେ ଜଣେ ୮ ବର୍ଷୀୟା ଝିଅଙ୍କ ମୃତ୍ୟୁ ଘଟିଛି। ପୁଅ ନ ଥିବାରୁ...
ଜେଆଇପିଟିଏଲ୍ ଫାଟକ ସମ୍ମୁଖରେ ମୃତଦେହ ରଖି ଆନ୍ଦୋଳନ
କଣିହାଁ,୭ା୬(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଡେରେଙ୍ଗସ୍ଥିତ ଜିନ୍ଦଲ ଇଣ୍ଡିଆ ଥର୍ମାଲ ପାଓ୍ବାର ଲିମିଟେଡ୍ (ଜେଆଇଟିପିଏଲ୍) ଫାଟକ ସମ୍ମୁଖରେ ସୋମବାର ଜନୈକ ବ୍ୟକ୍ତିଙ୍କ ମୃତଦେହ ରଖି ନିଯୁକ୍ତି ଓ କ୍ଷତିପୂରଣ ଦାବିରେ ଆନ୍ଦୋଳନ ଚାଲିଛି। ସୂଚନାରୁ ଜଣାଯାଏ, ଗତ ୩୦...
ବିଦ୍ୟୁତ୍ ବିଲ୍ ଦେଖି ପ୍ରସିଦ୍ଧ କବିଙ୍କୁ ଲାଗିଲା ଝଟ୍କା
ପ୍ରସିଦ୍ଧ କବି ମଞ୍ଜର ଭୋପାଳୀଙ୍କୁ ବିଜୁଳି ବିଭାଗ ପକ୍ଷରୁ ଏକ ବଡ଼ ଝଟକା ଲାଗିଛି। ଜୁନ ମାସରେ ମଞ୍ଜର୍ଙ୍କ ବିଦ୍ୟୁତ୍ ବିଲ୍ ୩୬ ଲକ୍ଷ ଟଙ୍କାରୁ ଅଧିକ ହୋଇଛି। ଏମ୍ପି ସେଣ୍ଟ୍ରାଲ ଡିସକମ ପକ୍ଷରୁ ଏହି ବିଲ୍ ମଞ୍ଜରଙ୍କୁ ପଠାଯାଇଛି।...
ନିଜ ଦରମାରୁ ରନ୍ଧାଖାଦ୍ୟ ଦେଉଛନ୍ତି କୃଷ୍ଣଚନ୍ଦ୍ର
ଭୁବନେଶ୍ୱର,୭ା୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ଓଡ଼ିଶା, ଭାରତ ସମେତ ସମଗ୍ର ବିଶ୍ୱ ଫସି ରହିଛି। ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇ ଭୋକରେ ରହୁଥିବାବେଳେ ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ଅନେକ ସହୃଦୟ ବ୍ୟକ୍ତି ଓ ଅନୁଷ୍ଠାନ ସହଯୋଗର ହାତ ବଢାଉଛନ୍ତି।...
ବେଆଇନ ଭାବେ ଖୋଳିନେଲେ ମାଟି
ପୁରୀ ଅଫିସ,୭ା୬: ଶ୍ରୀଜଗନ୍ନାଥ ମେଡିକାଲ ଓ କଲେଜ ପର୍ଯ୍ୟନ୍ତ ଲମ୍ବିଥିବା ମୁଖ୍ୟରାସ୍ତା ବିପଦସଙ୍କୁଳ ହୋଇ ପଡ଼ିଛି। ରାସ୍ତା ନିର୍ମାଣ ପାଇଁ ସଂଲଗ୍ନ ଜମିରୁ ବେଆଇନ ଭାବେ ମାଟି ଖୋଳି ନିଆଯାଇଛି। ଫଳରେ ପ୍ରାୟ ୨କି.ମି. ପର୍ଯ୍ୟନ୍ତ ରାସ୍ତା ଉଭୟ ପାର୍ଶ୍ୱରେ...
ବ୍ରାହ୍ମଣୀ ସହ ସଂଯୋଗୀକରଣ ଯୋଜନା ବାଧାପ୍ରାପ୍ତ
ପଟ୍ଟାମୁଣ୍ଡାଇ,୭ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ପୋତା ଗୋବରୀ ନଦୀ ଓ ପଠା ସରକାରୀ ଜମି ପ୍ରଭାବଶାଳୀ ବ୍ୟକ୍ତିମାନେ ହାତେଇ ନେବାରେ ସକ୍ଷମ ହୋଇଛନ୍ତି। ଫଳରେ ପଟ୍ଟାମୁଣ୍ଡାଇରେ ପ୍ରବାହିତ ୨୦କିମି ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ନଦୀ...
ଓଡ଼ିଶା ତଟକୁ ସୁରକ୍ଷା ଦେବ ବନାନୀ
କେନ୍ଦ୍ରାପଡ଼ା ଅଫିସ,୭।୬: ଜାତୀୟ ଉଦ୍ୟାନ ଭିତରକନିକା ନିକଟରେ ମେ’ ୨୬ରେ ହୋଇଥିବା ସାମୁଦ୍ରିକ ଝଡ଼ ୟାସ୍ର ବେଗ ଘଣ୍ଟା ପ୍ରତି ୧୪୫ କି.ମି.ରୁ ଅଧିକ ଥିଲା। ଝଡ଼ ପ୍ରଭାବରେ ରଙ୍ଗଣୀ, ତାଳଚୁଆ, ସାତଭାୟା ଅଞ୍ଚଳ ମଧ୍ୟକୁ ସମୁଦ୍ର ଜୁଆର ମାଡ଼ି...
ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ
ନିକଟରେ ବଲିଉଡ ଅଭିନେତ୍ରୀ ୟାମି ଗୌତମ ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ଏବେ ଅଭିନେତ୍ରୀ ଏଭଲିନ ଶର୍ମା ମଧ୍ୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏଭଲିନ ନିକଟରେ ଅଷ୍ଟ୍ରେଲିୟ ପ୍ରେମିକ...
ମା’ ହେବାକୁ ଯାଉଛନ୍ତି ନୁଶ୍ରତ୍! ସ୍ବାମୀ କହିଲେ ଜାଣିନି, ୬ ମାସ ହେବ ମୁଁ ଅଲଗା ରହୁଛି
ତୃଣମୂଳ କଂଗ୍ରେସ ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍ରତ୍ ଜାହାଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ଚଳଚ୍ଚିତ୍ରରେ ସଫଳ କ୍ୟାରିୟର, ନିର୍ବାଚନରେ ଜିତିବା ଏବଂ ନିଖିଲ ଜୈନଙ୍କୁ ଅନ୍ୟ ଧର୍ମରେ ବିବାହ କରିବା ପାଇଁ ଚର୍ଚ୍ଚାରେ ଥିଲେ ନୁଶ୍ରତ୍। ଏବେ ସେ...