ବିଦ୍ୟୁତ୍ ଆଘାତରେ ଦନ୍ତାହାତୀର ଜୀବନ ଗଲା
ଭଞ୍ଜନଗର,୭ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବିଦ୍ୟୁତ୍ତାର ଲାଗି ଦନ୍ତାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବନବିଭାଗ ଏହାର ତଦନ୍ତ...
ଦୀପିକା-ଯୁବରାଜଙ୍କ ମଧ୍ୟରେ କାହିଁକି ହୋଇଥିଲା ବ୍ରେକ୍ଅପ୍
କ୍ରିକେଟ ଏବଂ ବଲିଉଡ ମଧ୍ୟରେ ସର୍ବଦା ସମ୍ପର୍କ ରହିଆସିଛି। ଅଭିନେତ୍ରୀ ଏବଂ କ୍ରିକେଟ୍ରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସବୁବେଳେ ଲାଗି ରହିଥାଏ। ଅନେକ କଳାକାର କ୍ରିକେଟର୍ଙ୍କୁ ବିବାହ କରିଛନ୍ତି। ଏପରି ଅନେକ କଳାକାର ଅଛନ୍ତି ଯିଏ କି କ୍ରିକେଟ୍ରଙ୍କ ସହ...
ଏଲ୍ ସାଲଭେଡରରେ ବୈଧ ହେବ ବିଟ୍କଏନ
ସେଣ୍ଟ୍ରାଲ ଆମେରିକାର ଦେଶ ଏଲ୍ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍କଏନ୍କୁ ବୈଧ କରିବାକୁ ଯୋଜନା କରିଛି। ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ୍ ଆଣିବେ ବୋଲି ମିଆମିରେ ଅନୁଷ୍ଠିତ ବିଟ୍କଏନ-୨୦୨୧ କନଫରେନ୍ସରେ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି।...
ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବୁ
ନୂଆଦିଲ୍ଲୀ,୭।୬: ଭାରତ ବିରୋଧରେ ଆମେରିକାର ଟାରିଫ୍ ଯୁଦ୍ଧକୁ ରାଷ୍ଟ୍ରପତି ଜୋ ବାଇଡେନ୍ ପୁଣିଥରେ ବଢ଼ାଇଛନ୍ତି। ଭାରତରୁ ଆମେରିକା ଆମଦାନୀ କରୁଥିତ୍ବା ଚିଙ୍ଗୁଡ଼ି, ବାସମତି ଚାଉଳଠାରୁ ଆରମ୍ଭ କରି ଆସବାବପତ୍ର ଏବଂ ଅଳଙ୍କାର ଆଦି ସମସ୍ତ ସାମଗ୍ରୀ ଉପରେ ଆମଦାନୀ ଶୁଳ୍କ...
ବ୍ୟାଟ୍ ଛାଡି ମାଇକ୍ ଧରିବେ ଏହି କ୍ରିକେଟର୍
ଲଣ୍ଡନ,୬।୬: ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ଇଂଲଣ୍ଡର ସାଉଥମ୍ପଟନ୍ରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି) ମ୍ୟାଚ ଖେଳାଯିବ। ଏହି ମ୍ୟାଚ ପାଇଁ ଭାରତୀୟ ଦଳ ଜୁନ ୩ରେ ସାଉଥମ୍ପଟନରେ ପହଞ୍ଚିଛି। ତେବେ ସମସ୍ତ ଖେଳାଳିଙ୍କୁ...
୧୧ ସହ ଗୁଣନର ସରଳ ଟ୍ରିକ୍
ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ କୌଶଳ ବାହାର କରିଛନ୍ତି। ସାଇଲେଣ୍ଟ ମାଥ୍ ନାମରେ ସେ ଏହି ଟ୍ରିକ୍କୁ ସୋସିଆଲ...
ଚାଇନାକୁ ଅସୁବିଧା ଲଦାଖ ଥଣ୍ଡା
ବେଜିଂ, ୭ା୬: ପୂର୍ବ ଲଦାଖ ସୀମାରେ ଭାରତ ବିପକ୍ଷରେ ଗତ ବର୍ଷ ଏପ୍ରିଲ-ମେ’ଠାରୁ ଚାଇନା ୫୦ ହଜାରରୁ ଊର୍ଦ୍ଧ୍ୱ ସୈନ୍ୟଙ୍କୁ ମୁତୟନ କରିଥିବାବେଳେ ସେଠାକାର ଭୀଷଣ ଥଣ୍ଡା ଜଳବାୟୁରେ ସେମାନେ ଖାପଖୁଆଇବା କଷ୍ଟକର ହୋଇଛି। ଫଳରେ ଚାଇନା ବାଧ୍ୟ ହୋଇ...
ମେଘାନ-ହ୍ୟାରିଙ୍କ ଦ୍ୱିତୀୟ ସନ୍ତାନ
ସାନ୍ତା ବାର୍ବରା,୭।୬: ପ୍ରିନ୍ସ ହ୍ୟାରି ଏବଂ ମେଘାନ ମାର୍କେଲ ସେମାନଙ୍କର ଦ୍ୱିତୀୟ ସନ୍ତାନଙ୍କୁ ସ୍ବାଗତ କରିଛନ୍ତି। ସେମାନଙ୍କ କନ୍ୟା ସନ୍ତାନର ନାଁ ରଖାଯାଇଛି ଲିଲିବେଟ୍ ଲିଲି ଡାଏନା ମାଉଣ୍ଟବାଟେନ-ଓ୍ବିଣ୍ଡସର। ରାଣୀଙ୍କ ଡାକନାମ ଅନୁଯାୟୀ ଝିଅର ପ୍ରଥମ ନାମ ଲିଲିବେଟ୍ ରଖାଯାଇଥିବା...
ଆନ୍ଧ୍ର ଛୁଇଁଲା ମୌସୁମୀ
ନୂଆଦିଲ୍ଲୀ,୭।୬(ପି.ଟି.): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରବିବାର ସମଗ୍ର ଉତ୍ତରପୂର୍ବାଞ୍ଚଳରେ ପହଞ୍ଚତ୍ଥିବା ଭାରତର ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି। ଏହା ସ୍ବାଭାବିକ ତାରିଖର ୪ ଦିନ ବିଳମ୍ବରେ ପହଞ୍ଚତ୍ଛି। ସୂଚନାଯୋଗ୍ୟ ଏବର୍ଷ ଦୁଇଦିନ ବିଳମ୍ବ ଅର୍ଥାତ ଜୁନ୍ ୩ରେ ମୌସୁମୀ...
ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍ ଟିକା
ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଟିକା ଅଭାବ ଭିତରେ ଦ୍ୱିତୀୟ ଡୋଜ୍...