ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…
ମୁମ୍ବାଇ,୬।୬: ବଲିଉଡ୍ ଅଭିନେତା ଦିଲ୍ଲୀପ୍ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ରବିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ଜଲିଲ୍ ପାରକର...
ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...
୧୦ରେ ବର୍ଷର ପ୍ରଥମ, ଶେଷ ବଳୟ ସୂର୍ଯ୍ୟୋପରାଗ
ଭୁବନେଶ୍ୱର, ୬।୬ (ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨୦୨୧ର ପ୍ରଥମ ତଥା ଶେଷ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ। ଏହି ବଳୟ ସୂର୍ଯ୍ୟୋପରାଗ ଉତ୍ତର କାନାଡା, ଗ୍ରୀନ୍ଲାଣ୍ଡ ଓ ରୁଷିଆର କିଛି ଅଞ୍ଚଳରେ ଏବଂ ଆମେରିକା, ୟୁରୋପ, ଏସିଆ ମହାଦେଶର ଅନେକ...
ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ
ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି ପିଇ ହେଉନି କି ଏଥିରେ ରାନ୍ଧିଲେ ଖାଦ୍ୟ ରୁଚୁନି। ଫଳରେ ଏହି ବ୍ଲକର...
ଶୁଭେନ୍ଦୁଙ୍କ ବିରୋଧରେ ଚୋରି ଅଭିଯୋଗ…
କୋଲକାତା,୬।୬: ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏବଂ ତାଙ୍କ ଭାଇ ସୌମେନ୍ଦୁ ଅଧିକାରୀଙ୍କ ବିରୋଧରେ ଚୋରି ଅଭିଯୋଗ ହୋଇଛି। ସେମାନେ ସ୍ଥାନୀୟ କାଣ୍ଠି ମ୍ୟୁନିସିପାଲିଟି କାର୍ଯ୍ୟାଳୟରୁ ଲକ୍ଷାଧିକ ଟଙ୍କାର ରିଲିଫ୍ ସାମଗ୍ରୀ ଚୋରି କରିଥିବା ନେଇ ଏକ ମାମଲା...
ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ
ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍ପି ଏବଂ ବିଧାୟକମାନଙ୍କ ଘର ଆଗରେ କୃଷି ଆଇନର ନକଲ ପୋଡ଼ିଥିଲେ। ୨୦୨୦ ଜୁନ୍...
ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି
ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମିସ୍ ଟ୍ରାନ୍ସ ଗ୍ଲୋବାଲ ସୁନ୍ଦରୀ ପ୍ରତିଯୋଗିତାରେ ସେ ଭାରତର...
ଟିକା ନେଇଥିବା ସେକ୍ସପିୟରଙ୍କ ମୃତ୍ୟୁ
କୋଭିଡ୍ ଟିକା ନେଇଥିବା ପ୍ରଥମ ପୁରୁଷ ତଥା ବିଶ୍ୱର ଦ୍ୱିତୀୟ ବ୍ୟକ୍ତି ବ୍ରିଟେନ ବାସିନ୍ଦା ବିଲ୍ ସେକ୍ସପିୟର(୮୧)ଙ୍କ ମୃତ୍ୟୁ ଘଟିଛି। ଗତ ବର୍ଷ ଡିସେମ୍ବର ୮ରେ ସେକ୍ସପିୟରଙ୍କୁ ଫାଇଜରର ପ୍ରଥମ ଡୋଜ୍ ଦିଆଯାଇଥିଲା। ତାଙ୍କ ପୂର୍ବରୁ ବିଶ୍ୱର ପ୍ରଥମ ବ୍ୟକ୍ତି...
୧୬୦ ବର୍ଷ ପରେ ଦ୍ୱୀପ ଫେରିପାଇଲେ
ଓ୍ବାଶିଂଟନ୍, ୬ା୬: ୟୁରୋପୀୟମାନଙ୍କ ସହିତ ପ୍ରଥମେ ଯୋଗାଯୋଗ ସ୍ଥାପନ କରିବାରେ ଆମେରିକୀୟ ଗୋଷ୍ଠୀଙ୍କ ମଧ୍ୟରୁ ଅନ୍ୟତମ ପାସାମାକୋଡି ଉପନିବେଶବାଦୀଙ୍କ ଚକ୍ରାନ୍ତର ଶିକାର ହୋଇଥିଲେ। ଧୀରେ ଧୀରେ ସେମାନଙ୍କଠାରୁ ନିଜର ହଜାର ହଜାର ବର୍ଷର ବାସସ୍ଥାନ ଛଡ଼ାଇ ନିଆଯାଇଥିଲା। ହେଲେ ବିଲୁପ୍ତ...
ଟୁଇଟର-କେନ୍ଦ୍ର ଶୀତଳଯୁଦ୍ଧ
ନୂଆଦିଲ୍ଲୀ,୬।୬: ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବେଳେ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ଟୁଇଟର ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଏବେ ଚରମସୀମାରେ ପହଞ୍ଚତ୍ଛି। ସେତେବେଳେ କୃଷକଙ୍କ ଧାରଣାସ୍ଥଳକୁ ଦିଲ୍ଲୀ ପୋଲିସ କଣ୍ଟକିତ...