ବନ୍ୟାରେ ଭାସିଗଲା କାର୍, ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁଲେ ମହିଳା, ଆଉ ତା’ ପରେ…
ଆମେରିକାର ଟେକ୍ସାସରେ ହୋଇଥିବା ବନ୍ୟା ପାଣିରେ ଏକ କାର୍ ଭାସିଗଲା। ଜଣେ ମହିଳା ଏହି କାର୍କୁ ପାଣିରୁ ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡ଼ିଥିଲେ। ତେବେ ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମହିଳା...
ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ
ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ସୂଚନା ଅନୁସାରେ,...
ଗାଈ ଗୋଠରେ ବଜ୍ରପାତ
ଝାରସୁଗୁଡ଼ା ଅଫିସ,୫।୬: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଖଡାମ ଗ୍ରାମ ନିକଟରେ ଶନିବାର ରାତିରେ ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ୨ ଗାଈଙ୍କ ମୃତ୍ୟୁ ଘଟିଛି। ଗାଁ ଲୋକଙ୍କ କହିବା ମୁତାବକ, ଏକ ମହୁଳ ଗଛ ମୂଳରେ...
ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା
ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ ସରସରା ଗ୍ରାମର ଅନ୍ତର୍ଯ୍ୟାମୀ ସ୍ବାଇଁ (୩୨) । ଅନୈତିକ ସମ୍ପର୍କକୁ କେନ୍ଦ୍ର କରି...
୨ ନାବାଳିକାଙ୍କୁ ବଳାତ୍କାର
ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ ଅଟକ ରଖି ପଚରାଉଚରା କରିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ କୋଭିଡ୍ ରିପୋର୍ଟ ପଜିଟିଭ...
ନାଇଜେରିଆରେ ଟୁଇଟରର ଜାଗା ନେବ ‘କୁ’
ନୂଆଦିଲ୍ଲୀ,୫।୬: ଆଫ୍ରିକୀୟ ଦେଶ ନାଇଜେରିଆ ଶୁକ୍ରବାର ଟୁଇଟରକୁ ବନ୍ଦ କରିଦେବା ପରେ ଭାରତୀୟ ସୋସିଆଲ ନେଟ୍ଓ୍ବର୍କିଂ କମ୍ପାନୀ ‘କୁ’ ଏବେ ସେଠାରେ ପ୍ରବେଶ ଲାଗି ବିଚାର କରୁଛି। ନିୟମ ଉଲ୍ଲଂଘନ ନେଇ ଟୁଇଟର କମ୍ପାନୀ ନାଇଜେରିଆ ରାଷ୍ଟ୍ରପତି ମୁହମ୍ମଦୁ ବୁହାରିଙ୍କ...
୨ ଭଉଣୀଙ୍କୁ ଗଣବଳାତ୍କାର
ଜୟପୁର,୫।୬: ରାଜସ୍ଥାନର ଜୟପୁରରେ ଦୁଇ ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରାଜ୍ୟ ପୋଲିସ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ଜୟପୁରର ଏକ ଆପାର୍ଟମେଣ୍ଟରେ ରହୁଥିବା ୧୯ ଓ...
ବିଦେଶରେ ପଢିବା ପାଇଁ ଯିବାକୁ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ଟିକା
ଭୁବନେଶ୍ୱର, ୫।୬ (ବ୍ୟୁରୋ): ବିଦେଶକୁ ଯାଇ ପାଠ ପଢିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। କରୋନା ମହାମାରୀ ସମୟରେ ବିଦେଶ ଯିବା ପାଇଁ ଟିକାକରଣ ବାଧ୍ୟତାମୂଳକ ଥିବାରୁ ଅନେକ ଛାତ୍ରୀଛାତ୍ରଙ୍କ ବିଦେଶରେ ପାଠ ପଢିବା...
ଘରେ ବସି ଆପ୍ରେ ବୁକିଂ କରିହେବ ଅକ୍ସିଜେନ୍
ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍ଡାଉନ ଶଟ୍ଡାଉନ୍ର ସୁଫଳ ମିଳୁଛି। ହେଲେ ଏବେ ବି କିଛି ଲୋକ କଟକଣାକୁ ପାଳନ କରୁନାହାନ୍ତି। ବିଶେଷକରି ବିଭିନ୍ନ ମାର୍କେଟ ଅଞ୍ଚଳରେ...
ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍
ବ୍ରହ୍ମପୁର ଅଫିସ,୫ା୬: ଜନୈକା ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ପନ୍ଦରାସାହିର ଦୀପକ...