ନାଗିନ୍ ଫେମ୍ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…
ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍ ମେହେରା ସ୍ତ୍ରୀଙ୍କୁ ମାରପିଟ୍ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ ଅଭିନେତାଙ୍କୁ ବାନ୍ଧିଛି ପୋଲିସ। ହେଲେ ଏଥର ମାମଲା ଅଧିକ ସଙ୍ଗୀନ ରହିଛି। ବଳାତ୍କାର...
ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ
ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ ଭବାନୀଦାସ ଭବାଜୀ ଏକ ମାମଲାର ଫଇସଲା ପାଇଁ ହାଇକୋର୍ଟ ଧାଇଁ ଧାଇଁ ନୟାନ୍ତ...
ହ୍ରଦରେ କମୁଛି ଅମ୍ଳଜାନ
ଜଳବାୟୁ ପରିବର୍ତ୍ତନ କାରଣରୁ ମଧୁର ଜଳପୂର୍ଣ୍ଣ ହ୍ରଦର ଅମ୍ଳଜାନସ୍ତର କମିବାରେ ଲାଗିଛି। ଏହାଦ୍ୱାରା ଜୀବଜଗତ ସମେତ ପରିବେଶ ଉପରେ ବଡ଼ ବିପତ୍ତି ଘନେଇବାରେ ଲାଗିଛି। ନୂଆଦିଲ୍ଲୀ: ଜଳବାୟୁ ପରିବର୍ତ୍ତନର କଥା ଉଠିଲେ ମନରେ ଉଙ୍କିମାରେ ସମୁଦ୍ର ଜଳପତ୍ତନ ବୃଦ୍ଧି, ବାୟୁ...
ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ କିଣିଥିଲେ ଘର
ନୂଆଦିଲ୍ଲୀ,୫।୬: ୨୦୦୭ରେ ଟି୨୦ ବିଶ୍ୱକପ୍ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ। ଏହାପରେ ପୀୟୁଷ ୨୦୧୧ରେ ବିଶ୍ୱକପ୍ ଜିତିଥିବା ଭାରତୀୟ ଟିମ୍ରେ ସାମିଲ ଥିଲେ। ସେତେବେଳେ...
୭ରୁ କଟକଣାରେ ଚାଲିବ ହାଇକୋର୍ଟ
କଟକ ଅଫିସ୍,୫।୬: ମହାମାରୀ କୋଭିଡ୍ ଏବଂ ରାଜ୍ୟରେ ଲକ୍ଡାଉନ୍ ଓ ଶଟ୍ଡାଉନ୍କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ କାର୍ଯ୍ୟ। ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କ ସୂଚନା ମୁତାବକ ଏହି କଟକଣା ଆସନ୍ତା...
ବର ମଦନିଶାରେ ଶାଶୁଙ୍କୁ ପିନ୍ଧାଇଲେ ବରଣମାଳା…
ମୁମ୍ବାଇ,୫।୬:ଏବେ ସୋସିଆଲ୍ ମିଡ଼ିଆରେ ଏକ ବିବାହ ଭିଡ଼ିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ବିବାହରେ ମଦ ନିଶାରେ ଚୁର୍ ଥିବା ବର ବିଚରା କନ୍ୟା ବଦଳରେ ଶାଶୁଙ୍କୁ ବରଣମାଳା ପିନ୍ଧାଇଛନ୍ତି। ଏହି ଭିଡ଼ିଓକୁ ଇନଷ୍ଟାଗ୍ରାମ୍ରେ ଅପଲୋଡ୍ କରାଯାଇଛି। ତେବେ ବିବାହ...
ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ
କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏସ୍ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅସ୍ତ୍ରୋପଚାର ପରେ...
ଡା. ମନୋଜ ସାହୁଙ୍କୁ ଜାତୀୟ ସମ୍ମାନ
ଭୁବନେଶ୍ୱର, ୫।୬ (ବ୍ୟୁରୋ): ସମ୍ ହସ୍ପିଟାଲର ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ମନୋଜ କୁମାର ସାହୁଙ୍କୁ ‘କାମରାଜ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଜୁକେଶନ ଆଣ୍ଡ୍ ରିସର୍ଚ୍ଚ’ ସମ୍ମାନ ମିଳିଛି। ତାମିଲନାଡୁର ଥେନିସ୍ଥିତ ଏହି ଇନ୍ଷ୍ଟିଚ୍ୟୁଟ୍ ପକ୍ଷରୁ ଦେଶର ବରିଷ୍ଠ ତଥା ବିଶିଷ୍ଟ...
ଉତ୍କଳିକାର ୱେବ୍ସାଇଟ୍ ଲୋକାର୍ପିତ
ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନା ପରିସ୍ଥିତି ପାଇଁ ବର୍ଷେ ହେବ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପକୁ ଆଧାର କରି ଜୀବିକା ନିର୍ବାହ କରୁଥିବା ବ୍ୟବସାୟୀମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି। ତେଣୁ ହସ୍ତତନ୍ତ, ବୟନ ଶଳ୍ପ ଓ ହସ୍ତଶିଳ୍ପ...
ରାଜଧାନୀରେ ପ୍ରେମୀ ଯୁଗଳଙ୍କ ହାଇଡ୍ରାମା
ଭୁବନେଶ୍ୱର,୫।୬(ବ୍ୟୁରୋ): ‘ତୋତେ ବାହା ହେବି ବୋଲି ଘର ଛାତ ଡେଇଁ ପଳେଇ ଆସିଛି। ଆଉ ଘରକୁ ଫେରିବିନି। ତୁ ଯୋଉଠି କହିବୁ ସେଇଠି ରହିବି। ତୁ ଟ୍ରେନ୍ ଲାଇନରେ ଶୋଇଲେ ମୁଁ ତୋ ସହ ଟ୍ରେନ୍ ଲାଇନ୍ରେ ଶୋଇବି।’ ପ୍ରେମିକାର...