ଭାରତୀୟ ଦଳରୁ ବାଦ୍ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ
ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର ସମୀକ୍ଷା ପରେ ସଠିକ୍ ଲୋକଙ୍କୁ ଅଣାଯିବ। ସେମାନେ ଭଲ ପଦର୍ଶନ ସହ ମାନସିକତା...
ଆଇସିସି ଉପରେ କୋହଲି ଖପ୍ପା: କଥାରେ କଥାରେ ଦେଲେ ଚେତାବନୀ; କହିଲେ ଏହା ଉପରେ ବିଚାର କରିବା…
ସାଉଥାମ୍ପଟନ,୨୪।୬: ଭାରତୀୟ କ୍ରିକେଟ ଟିମ୍ର ମୁଖ୍ୟ ପ୍ରଶିକ୍ଷକ ରବିଶାସ୍ତ୍ରୀଙ୍କ ସ୍ବରରେ ସ୍ବର ମିଳାଇଛନ୍ତି ଅଧିନାୟକ ବିରାଟ କୋହଲି। ଦୁନିଆର ସର୍ବଶ୍ରେଷ୍ଠ ଟେଷ୍ଟ ଦଳକୁ ଗୋଟିଏ ଫାଇନାଲ ଆଧାରରେ ନୁହେଁ ବରଂ ତିନୋଟି ଫାଇନାଲର ଶ୍ରେଷ୍ଠ ଆଧାରରେ ବିଚାର କରାଯିବା ଉଚିତ।...
ବିନା ଭକ୍ତରେ ଶେଷ ହେଲା ବଳଦେବଜୀଉଙ୍କ ସ୍ନାନୋତ୍ସବ
କେନ୍ଦୁଝର,୨୪।୬(ସ୍ବ.ପ୍ର): କେନ୍ଦୁଝରର ଆରାଧ୍ୟ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ଦେବସ୍ନାନ ଉତ୍ସବ କୋଭିଡ କଟକଣା ମଧ୍ୟରେ ଗୁରୁବାର ପାଳିତ ହୋଇଯାଇଛି। ପ୍ରଥମେ ପାରମ୍ପରିକ ରୀତିନୀତିରେ ଶ୍ରୀ ଜିଉଙ୍କୁ ପହଣ୍ଡି କରି ସ୍ନାନ ବେଦୀକୁ ନିଆଯାଇଥିଲା। ସେଠାରେ ସୁଗନ୍ଧିତ ଜଳରେ ଶ୍ରୀ...
ଧାନ କିଣାବିକା ସମସ୍ୟା: ତେଜୁଛି ଆନ୍ଦୋଳନ
ବରଗଡ଼ ଅଫିସ,୨୪ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢ଼ି ଚାଲିଛି, ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠିଛି । ଗୁରୁବାର ଅତାବିରା ଓକିଲ ସଂଘ ଧାନ ଉଠାଣ ଏବଂ ଚାଷୀମାନଙ୍କୁ ଫସଲ କ୍ଷତି ଦାବିରେ ବରଗଡ଼...
ଗଞ୍ଜାମର ଏହି ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ
ଛତ୍ରପୁର,୨୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସହ ସକ୍ରିୟଙ୍କ ସଂଖ୍ୟା ବହୁତ କମ୍ ଥିବାରୁ ଜିଲା ଗ୍ରୀନ୍ ଜୋନରେ ରହିଛି। ଅପରପକ୍ଷରେ ଜିଲାର ୨୨ ବ୍ଲକ ମଧ୍ୟରୁ ଶେରଗଡ଼ ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ ହୋଇଛି। ସେହିପରି ଜିଲାର...
ଧଳା କେଶ ପୁଣି ହେବ କଳା…
କଲମ୍ବିଆ,୨୪।୬: ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଅବସାଦ ବୃଦ୍ଧି ଯୋଗୁ କେତେକଙ୍କର ଧଳାର କେଶ ଧଳା ହୋଇଯାଇଥାଏ। ତେବେ ଏହା ପୁଣି ଥରେ କଳା ହୋଇ ପାରିବ। ଅବସାଦ ଦୂର ହେବାପରେ ଏଭଳି ସମ୍ଭବ ହେବ ବୋଲି କଲମ୍ବିଆ ବିଦ୍ୟାଳୟରେ ହୋଇଥିବା...
କୋହଲି କହିଲେ ଭୁଲ ହେଲା କେଉଁଠି; ଚତୁର୍ଥ ଦ୍ରୁତ ବୋଲର୍ ନ ଖେଳାଇବା ପଛରେ ଥିଲା କି ଉଦ୍ଦେଶ୍ୟ
ସାଉଥାମ୍ପଟନ,୨୪।୬: ଡବ୍ଲୁଟିସିର ପ୍ରଥମ ସଂସ୍କରଣରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଭାରତକୁ ପରାସ୍ତ କରି ଚାମ୍ପିୟନ ହୋଇଛି। ଦୀର୍ଘ ୯୧ ବର୍ଷରେ ନ୍ୟୁଜିଲାଣ୍ଡ ପ୍ରଥମଥର ପାଇଁ କୌଣସି ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ(ଆଇସିସି) ବିଶ୍ୱକପ୍ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛି।...
ଏଲିଅନ୍ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…
ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍ ପୃଥିବୀ ଉପରେ ଟେଲିସ୍କୋପ୍ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଖୁବ୍ଶୀଘ୍ର ଏହି ରିପୋର୍ଟକୁ ପ୍ରକାଶ କରାଯିବ। ପୃଥିବୀର ବିଭିନ୍ନ ରେଡ଼ିଓ...
ଗଞ୍ଜାମର ୧୦ ବ୍ଲକରେ ଆଜି ଟିକାକରଣ ବନ୍ଦ
ଛତ୍ରପୁର,୨୪ା୬(ଡି.ଏନ୍.ଏ): ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ମେଗା କରୋନା ଟିକାକାରଣ ଚାଲିଥିଲା। ତେବେ ଟିକା ଅଭାବ ଯୋଗୁ ଜିଲାର ୨୨ ବ୍ଲକ ମଧ୍ୟରୁ ଗୁରୁବାର ୧୦ଟି ବ୍ଲକରେ ଟିକାକରଣ ବନ୍ଦ ରହିଛି। ସେଥିମଧ୍ୟରେ ସାନଖେମୁଣ୍ଡି, ରଙ୍ଗେଇଲୁଣ୍ଡା, କୁକୁଡାଖଣ୍ଡି,...
ଡବ୍ଲ୍ୟୁଟିସି ଫାଇନାଲ୍ର ଏହି ଗୋଟିଏ ମୁହୂର୍ତ୍ତ ସମସ୍ତଙ୍କ ହୃଦୟକୁ ଛୁଇଁଗଲା
ସାଉଥାମ୍ପଟନ୍,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ମ୍ୟାଚ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ହେଉନା କାହିଁକି ଉଭୟ ବିରାଟ କୋହଲି ଏବଂ କେନ ୱିଲିୟମସନ୍ ପରସ୍ପର ପ୍ରତି ପାରସ୍ପରିକ...