E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ

Tag Archives: Home Left

ପରକୀୟା ପ୍ରୀତି ଥିଲେ ବି ମା’ ନେଇପାରିବେ ପିଲାଙ୍କ ଦାୟିତ୍ୱ

ଚଣ୍ଡିଗଡ଼, ୪ା୬: ପରକୀୟା ପ୍ରୀତି ଥିଲେ ବି ଜଣେ ମହିଳା ଭଲ ମା’ ନୁହନ୍ତି ବୋଲି ସିଦ୍ଧାନ୍ତ ହୋଇପାରିବ ନାହିଁ। ଏହି ଆଧାରରେ ସନ୍ତାନର ସୁରକ୍ଷା ଦାୟିତ୍ୱ ତାଙ୍କୁ ନ ଦିଆଯିବାକୁ ନିଷ୍ପତ୍ତି ନିଆଯାଇପାରିବନି ବୋଲି ପଞ୍ଜାବ ଓ ହରିୟାଣା...

ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି

ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍‌ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା ନ କରି ସଙ୍ଗେ ସଙ୍ଗେ ଘରୋଇ ସେକ୍ଟରରେ ଭର୍ତ୍ତି ହେଉଛନ୍ତି। ଏହା ଗୁରୁତର...

ଡେଭିଡ୍‌ଙ୍କୁ ଅନ୍ତର୍ଜାତୀୟ ବୁକର ପୁରସ୍କାର

ଲଣ୍ଡନ,୪ା୬:ଏକ ଦୁଃଖଦ କିନ୍ତୁ ଉପନିବେଶବାଦ ଓ ଯୁଦ୍ଧଭୟର କାବି୍ୟକ କାହାଣୀକୁ ନେଇ ଗତିଶୀଳ ହୋଇଥିବା ‘ଆଟ୍‌ ନାଇଟ୍‌ ଅଲ୍‌ ବ୍ଲଡ୍‌ ଇଜ୍‌ ବ୍ଲାକ୍‌’କୁ ମିଳିଛି ଚଳିତ ବର୍ଷର ମର୍ଯ୍ୟାଦାଜନକ ଇଣ୍ଟରନ୍ୟାଶନାଲ ବୁକର ପ୍ରାଇଜ୍‌। ଫ୍ରାନ୍ସର ବିଶିଷ୍ଟ ସାହିତି୍ୟକ ଡେଭିଡ୍‌ ଡିଓପ୍‌ଙ୍କ...

ନୀତି ଆୟୋଗ ଏସ୍‌ଡିଜି ସୂଚକାଙ୍କ: ଓଡ଼ିଶା ର଼୍ୟାଙ୍କ୍‌ ଖସିଲା

ନୂଆଦିଲ୍ଲୀ,୪।୬:ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗ ପକ୍ଷରୁ ଗୁରୁବାର ସଷ୍ଟେନେବଲ ଡେଭଲପମେଣ୍ଟ ଗୋଲ୍‌ (ଏସ୍‌ଡିଜି) ବା ନିରନ୍ତର ବିକାଶ ଲକ୍ଷ୍ୟ ସୂଚକାଙ୍କ ୨୦୨୦-୨୧ ପ୍ରକାଶ ପାଇଛି। ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏହି ସୂଚକାଙ୍କର ତୃତୀୟ ସଂସ୍କରଣକୁ ଉନ୍ମୋଚନ...

ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା

ନୂଆଦିଲ୍ଲୀ, ୪।୬(ଆଇଏଏନ୍‌ଏସ୍‌):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର ଚୂଡ଼ାନ୍ତ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଚାଲିଛି। ତେବେ ପ୍ରଥମ ଓ ଦ୍ୱିତୀୟ ପରୀକ୍ଷାରେ...

‘କୋର୍ଟରେ ସମୟ ନଷ୍ଟ ନ କରି ମହାମାରୀର ଉପଶମ ଖୋଜ’

ନୂଆଦିଲ୍ଲୀ, ୩।୬ : ଏଲୋପାଥି ଔଷଧ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ରାମଦେବଙ୍କ ବିରୋଧରେ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ କରିଥିଲା ଦିଲ୍ଲୀ ମେଡିକାଲ ଆସୋସିଏଶନ (ଡିଏମ୍‌ଏ)। ଗୁରୁବାର ଏହାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ...

ବଞ୍ଚାଇଦେଲା ପୋଷା କୁକୁର

ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି। ଏଭଳି ଏକ ଘଟଣା ଘଟିଛି ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଷଡଙ୍ଗୀ ରେଞ୍ଜ୍‌...

୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ ପ୍ରବଳ ବର୍ଷା କରାଇବ। ଏହାର ପ୍ରଭାବରେ ୧୦ ତାରିଖ ରାତିରୁ ବାଲେଶ୍ୱର, ମୟୂରଭଞ୍ଜ,...

ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ

ଇନ୍ଦୋର,୩।୬: ପତ୍ନୀଙ୍କୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା ପଡ଼ୋଶୀଙ୍କ ପୋଷା କୁକୁର। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ଗୁଳିକରି ଉକ୍ତ କୁକୁରକୁ ହତ୍ୟା କରିଛନ୍ତି। ଅଭିଯୁକ୍ତଙ୍କୁ ଗୁରୁବାର ପୋଲିସ କରିଛି। ୫୩ ବର୍ଷୀୟ ଅଭିଯୁକ୍ତ ନରେନ୍ଦ୍ର ବିଶ୍ୱଭାୟାଙ୍କୁ ପଶୁ ସୁରକ୍ଷାଙ୍କ...

ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ

ନୂଆଦିଲ୍ଲୀ,୩।୬: ବାସହୀନ, ଜରି ଗୋଟାଳି, ହକର ଏବଂ ରିକ୍ସା ଚାଳକଙ୍କ ଭଳି ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ଜାତୀୟ ଖାଦ୍ୟ ନିରାପତ୍ତା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଅଧୀନରେ ତୁରନ୍ତ ରାଶନ କାର୍ଡ ଦିଆଯାଉ। ଓଡ଼ିଶା ସମେତ ବିଭିନ୍ନ...

Posts navigation

Newer posts 1 … 153 154 155 156 157 … 178 Older posts
Page 155 of 178« First«...102030...153154155156157...160170...»Last »

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts