ଭୁଲ ମାଗିଲା ଗୁଗଲ
ବେଙ୍ଗାଲୁରୁ,୩।୬: ଭାରତର ସବୁଠୁ ଖରାପ ଭାଷା ଲେଖି ଗୁଗଲରେ ସର୍ଚ୍ଚ କଲେ ଉତ୍ତର ଆସୁଥିଲା କନ୍ନଡ଼। ଏ ନେଇ ମୁଣ୍ଡ ଟେକିଛି ବିବାଦ। ବିଶ୍ୱର ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କର୍ନାଟକ ସରକାରଙ୍କ ପକ୍ଷରୁ...
ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ
ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ। ଗୁରୁବାର ସମ୍ପୃକ୍ତ ପ୍ରେମୀଯୁଗଳଙ୍କୁ ପୋଲିସ ଉଦ୍ଧାର କରିବା ପରେ ଥାନା...
ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ
ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ଜଣେ ଗୁରୁତର ରୋଗୀଙ୍କୁ ଗୁରୁବାର ଗ୍ରୀନ କରିଡରେ ଭୁବନେଶ୍ୱର ବିମାନବନ୍ଦରକୁ ଅଣାଯାଇଥିଲା। ସେ ହେଲେ ବ୍ରହ୍ମପୁରର ଅମ୍ରିତ ପ୍ରଧାନ। ୬ ଜଣିଆ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ତାଙ୍କୁ...
ପୁଅର ଭିଜା ପାଇଁ କ୍ରୀଡ଼ା ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ସାନିଆ
ନୂଆଦିଲ୍ଲୀ,୩।୬: ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ସାନିଆ ମିର୍ଜା ୟୁକେରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥି ଲାଗି ସେ ପୁଅ ଓ ଭଉଣୀଙ୍କ ପାଇଁ ଭିଜା ଆବେଦନ କରିଥିଲେ। କ୍ରୀଡ଼ା ମନ୍ତ୍ରଣାଳୟର ହସ୍ତକ୍ଷେପ ପରେ ସାନିଆଙ୍କ ଆବଦେନର କିଛି ଦିନ ମଧ୍ୟରେ...
ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ
ଝାରସୁଗୁଡ଼ା ଅଫିସ୍,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍ଡାଉନ୍ ଓ ଶଟ୍ଡାଉନ୍ ଜାରି ରହିଛି। ଏହାକୁ ତଦାରଖ କରିବା ପାଇଁ ଜିଲାରେ ୧୭ଟି ସ୍କ୍ବାର୍ଡ ଗଠନ କରାଯାଇଛି। ଏଥିରେ ମାଜିଷ୍ଟ୍ରେଟ୍, ପ୍ରଶାସନିକ...
କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ଏମିତି ଟୁଇଟ୍ କଲେ ଗମ୍ଭୀର
ନୂଆଦିଲ୍ଲୀ, ୩।୬: ଭାଜପା ଏମ୍ପି ଗୌତମ ଗମ୍ଭୀରଙ୍କ ଫାଉଣ୍ଡେଶନ ବେଆଇନ ଭାବେ କୋଭିଡ୍-୧୯ ଔଷଧ କିଣିଥିଲା। ଆଉ ତାହାକୁ ବିନା ଅନୁମତିରେ ବାଣ୍ଟି ଥିଲେ ବୋଲି ଦିଲ୍ଲୀର ଔଷଧ ନିୟନ୍ତ୍ରକ ଗୁରୁବାର ଦିଲ୍ଲୀ ହାଇକୋର୍ଟରେ କହିଛନ୍ତି। କୋର୍ଟଙ୍କ ଶୁଣାଣି ପରେ...
ପୁଅ ନ ହେବାରୁ ମା’ ଝିଅଙ୍କୁ ଦେଢ଼ ବର୍ଷ ବନ୍ଦୀ କରି ରଖିଥିଲେ ସ୍ବାମୀ
ମୁମ୍ବାଇ, ୩।୬: ୪୧ ବର୍ଷୀୟା ସ୍ତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ସହ ୩ ଝିଅଙ୍କ ସହ ଘରେ ବନ୍ଦୀ କରି ରଖିଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ମହାରାଷ୍ଟ୍ରର ସୋଲାପୁର ଜିଲାରୁ ଗୁରୁବାର ସାମ୍ନାକୁ ଆସିଛି ଏଭଳି ଘଟଣା।...
ଟିକା ଭୟରେ ଡ୍ରମ ପଛରେ ଲୁଚିଲେ ବୃଦ୍ଧା
ଲକ୍ଷ୍ନୌ, ୩।୬: ଲୋକସଂଖ୍ୟା ଓ ଆକାର ଦୃଷ୍ଟିରୁ ଦେଶର ସବୁଠୁ ବଡ଼ ରାଜ୍ୟରେ ଟିକାକରଣ ପାଲଟିଛି ଏକ ବଡ଼ ଚ୍ୟାଲେଞ୍ଜ। ରାଜ୍ୟର ଗ୍ରାମାଞ୍ଚଳରେ ଲୋକଙ୍କୁ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ କର୍ମୀମାନେ ଗାଁ ଗାଁ ବୁଲୁଛନ୍ତି। ସେହିଭଳି ଏଟାଓ୍ବା ଜିଲାର...
କୋରାପୁଟ ଏମ୍ପି ଛତିଶଗଡ଼ ଇନ୍ଚାର୍ଜ
ଭୁବନେଶ୍ୱର,୩।୬: କୋରାପୁଟ ଏମ୍ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼ ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ବୈଦେଶିକ, ଅର୍ଥନୀତି ଏବଂ ସୁରକ୍ଷା ନୀତିର...
ସାଉଥାମ୍ପଟନରେ ପହଞ୍ଚିଲା ଟିମ୍ ଇଣ୍ଡିଆ
ଲଣ୍ଡନ, ୩।୬:ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନର ଏଜେସ ବାଉଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ଖେଳିବା ପାଇଁ ଟିମ୍ ଇଣ୍ଡିଆର ଖେଳାଳିମାନେ ଗୁରୁବାର ସାଉଥାମ୍ପଟନରେ ପହଞ୍ଚିଛନ୍ତି। ଏ ନେଇ ଟୁଇଟରରେ ଫଟୋ...