E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ

Tag Archives: Home Left

ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ବୃଦ୍ଧି

ନୂଆଦିଲ୍ଲୀ,୩ା୬: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ  ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET) ପ୍ରମାଣପତ୍ରର ବୈଧତା ୭ ବର୍ଷରୁ ଆଜୀବନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଗୁରୁବାର କହିଛନ୍ତି। କେବଳ ଏତିକି...

ଆକ୍ସନ୍‌ ମୋଡ୍‌ରେ ମାୟାବତୀ

ଲକ୍ଷ୍ନୌ,୩।୬: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ବିଦ୍ରୋହୀ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ବିଏସ୍‌ପି ଅଧ୍ୟକ୍ଷ ମାୟାବତୀଙ୍କ ନିର୍ଦ୍ଦେଶରେ ଦଳୀ ନେତା ଲାଲଜୀ ବର୍ମା ଏବଂ ପୂର୍ବ ପ୍ରଦେଶ ଅଧ୍ୟକ୍ଷ ରାମ ଅଚଲ ରାଜଭରଙ୍କୁ ଦଳ...

ବିଦ୍ୟୁତ୍‌ତାରରେ କଳାକୌଶଳ ପ୍ରଦର୍ଶନ କରୁଛି କୁକୁର

ସୋସିଆଲ ମିଡିଆରେ ବେଳେବେଳେ ଏମିତି ଦୃଶ୍ୟ ଦେଖିବାକୁ ମିଳିଥାଏ ଯାହା କଳ୍ପନା ବାହାରେ ଥାଏ। ସେହିପରି ଟୁଇଟରରେ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯାହା ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ସାଧାରଣତଃ କଳାକାରମାନଙ୍କୁ ସର୍କସରେ ଦଉଡ଼ିରେ କୌଶଳ...

ମୋଦିଙ୍କୁ କୁକିଙ୍କ ନିବେଦନ: ସାର୍‌ ବିଦାୟ ସମ୍ବର୍ଦ୍ଧନା ତ କରି ଦିଅନ୍ତୁ, +୨ ପଢ଼ୁଥିବା ନେହାଙ୍କୁ ଶାଢ଼ିରେ ଦେଖିବାକୁ ଇଚ୍ଛା ଥିଲା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକ ପରେ ସିବିଏସ୍‌ଇର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ରଦ୍ଦ କରାଯିବା ନେଇ ଘୋଷଣା କରାଯାଇଥିଲା। କୋଭିଡର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିଲା। ଏହାପରେ ସୋସିଆଲ ମିଡିଆରେ...

ରଥରେ ଲାଗିଲା ଅଖ

ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଆଜି ଶ୍ରୀଜିଉଙ୍କ...

ଆତଙ୍କବାଦୀଙ୍କ ୯ ଗୁଳି ବାଜିବା ପରେ ମୃତ୍ୟୁ ସହ ସଂଗ୍ରାମରେ ବିଜେତା ହୋଇଥିଲେ ଚେତନ ଚିତା; ଏବେ କୋଭିଡ୍‌ ସହ ଲଢ଼ୁଛନ୍ତି ଯୁଦ୍ଧ

ନୂଆଦିଲ୍ଲୀ,୩।୬: ସାହସିକତାର ଦ୍ୱିତୀୟ ସର୍ବୋଚ୍ଚ ସମ୍ମାନ କିର୍ତ୍ତୀ ଚକ୍ରରେ ପୁରସ୍କୃତ ହୋଇଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌) କମାଣ୍ଡାଣ୍ଟ ଚେତନ ଚିତାଙ୍କ ସ୍ବାସ୍ଥାବସ୍ଥା ଗୁରୁତର ରହିଛି। କୋଭିଡରେ ଆକ୍ରାନ୍ତ ହୋଇଥିବା ଯୋଗୁ ଏମ୍ସରେ ତାଙ୍କର ଚିକିତ୍ସା ଜାରି ରହିଛି। ତେବେ...

କରୋନାରେ ୯,୩୪୬ ପିଲା ହୋଇଛନ୍ତି ବେସାହାରା

ନୂଆଦିଲ୍ଲୀ,୩।୬: କରୋନାର ଦ୍ୱିତୀୟ ଲହର ସମଗ୍ର ଦେଶକୁ ପ୍ରଭାବିତ କରିଛି। ମହାମାରୀ ଦ୍ୱାରା ପିଲାମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଏକ ଆକଳନରୁ ଜଣାପଡିଛି ଯେ, ସମଗ୍ର ଦେଶରେ ଏପର୍ଯ୍ୟନ୍ତ ୯୩୪୬ ପିଲା ଅନାଥ କିମ୍ବା ବେସାହାରା ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ...

ବିବାହ ପୂର୍ବରୁ ଗର୍ଭବତୀ ଥିଲେ ଏହି ଅଭିନେତ୍ରୀ, ଭାଙ୍ଗିଯାଇଥିଲା ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ସାରିକାଙ୍କ ପରିଚୟର ଆବଶ୍ୟକତା ନାହିଁ। କାରଣ ତାଙ୍କ ଅଭିନୟ ଯିଏ ଦେଖିଛି ସେ ଜାଣିଛି ସେ କେତେ ଦକ୍ଷ। ତାଙ୍କର ଦୀର୍ଘଦିନର ବଲିଉଡ୍‌ ଯାତ୍ରାରେ ସେ ଅନେକ ଭେଟେରାନ ଅଭିନେତାଙ୍କ ସହ କାମ କରିଛନ୍ତି...

ସାତ ଫେରା ନେବାବେଳେ ଧୀରେ ଧୀରେ ଚାଲୁଥିଲେ କନ୍ୟା: ଆଉ ତା’ପରେ ଘଟିଲା ଏମିତି

ବିବାହ ଅବସରରେ ଏପରି ଅନେକ ରୀତିନୀତି ଅଛି, ଯାହା ସମ୍ପୂର୍ଣ୍ଣ ହେବାକୁ ପ୍ରାୟ ୨-୪ ଘଣ୍ଟା ଲାଗେ। ଏହି ସମୟରେ ପରିବାର ସଦସ୍ୟଙ୍କଠାରୁ ଆରମ୍ଭ କରି ସମ୍ପର୍କୀୟ ଏବଂ ବନ୍ଧୁମାନେ ବର-କନ୍ୟା ମଜା କରିବାକୁ ଭୁଲନ୍ତି ନାହିଁ । ବରଣମାଳା...

ସାବଧାନ ! ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ରେ ମୋବାଇଲ୍‌ରେ ଭାଇରସ୍‌ ପ୍ରବେଶ ଆଶଙ୍କା…

ନୂଆଦିଲ୍ଲୀ,୩।୬: ସମ୍ପ୍ରତି ଏକ ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ ମୋବାଇଲ୍‌ ୟୁଜରଙ୍କ ପାଖକୁ ଅସୁଛି। ଭାରତ ସରକାର ୧୦ କୋଟି ମୋବାଇଲ ୟୁଜରଙ୍କୁ ୩ ମାସର ମାଗଣା ଇଣ୍ଟରନେଟ୍‌ ଫ୍ରି ଦେଉଥିବା ନେଇ ସେମେଜ୍‌ରେ ଉଲ୍ଲେଖ କରାଯାଉଛି। ଏହା ସହିତ ଏକ...

Posts navigation

Newer posts 1 … 155 156 157 158 159 … 178 Older posts
Page 157 of 178« First«...102030...155156157158159...170...»Last »

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts