ନୂଆ ବିପିଏଲ୍ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା
କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍ଲାଇନ୍ ପ୍ରସ୍ତୁତ ହୋଇଥିଲା। ଏହି ଗାଇଡ୍ଲାଇନ୍ ଅନୁଯାୟୀ ବିପିଏଲ୍ ତାଲିକା ପ୍ରସ୍ତୁତ କରିବା ପାଇଁ କେନ୍ଦ୍ର ସରକାର...
ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ
ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୨ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୮୭୩କୁ...
ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା
କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ ମା’ ମନ୍ଦିର ଅଭିମୁଖେ ବାହାରିଥାଏ। ୩୦୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି...
ଏହି ଦେଶରେ କେବଳ ଶୋଇବା ପାଇଁ ମିଳିଥାଏ ଚାକିରି
ଯେକୌଣସି ମଣିଷ ପାଇଁ ଖାଦ୍ୟ, ବସ୍ତ୍ର ଏବଂ ବାସଗୃହ ନିହାତି ଆବଶ୍ୟକ। ଏହି ଆବଶ୍ୟକତା ପୂରଣ କରିବାକୁ ଲୋକଙ୍କୁ ଚାକିରି କରିବା ଦରକାର। ରୋଜଗାରର ସନ୍ଧାନରେ ଅନେକ ଲୋକ ନିଜ ଘର, ସହର ଏବଂ ଏପରିକି ଦେଶ ଛାଡ଼ି ଚାଲିଯାଆନ୍ତି।...
ମାତୃଗର୍ଭରୁ ସ୍ଥିର ହୁଏ ଏସବୁ
ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ମାନବ ଜୀବନରେ ଘଟୁଥିବା ଘଟଣାଗୁଡ଼ିକ ବିଷୟରେ ବର୍ଣ୍ଣନା କରାଯାଇଛି। ସେ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି, ମାନବ ଜୀବନ ସହିତ ଜଡ଼ିତ ୫ କଥା ମାତୃଗର୍ଭରେ ସ୍ଥିର ହୋଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ… ଏହି ଶ୍ଳୋକରେ ଚାଣକ୍ୟ...
ଘରୁ ବାହାରିବା ଟାଇଗରଙ୍କୁ ପଡ଼ିଲା ମହଙ୍ଗା
ମୁମ୍ବାଇ,୨।୬ : କୋଭିଡ୍-୧୯ କଟକଣା ଉଲ୍ଲଂଘନ କରିବାରୁ ବଲିଉଡ୍ ଅଭିନେତା ଟାଇଗର ଶ୍ରଫଙ୍କ ନା’ରେ ବୁଧବାର ଥାନାରେ ମାମଲା ରୁଜୁ ହୋଇଛି। ସେ ବିନା କାରଣରେ ସର୍ବସାଧାରଣ ସ୍ଥାନରେ ବୁଲୁଥିଲେ। ଏ ନେଇ ମୁମ୍ବାଇ ପୋଲିସ ପକ୍ଷରୁ କୁହାଯାଇଛି। ବୁଧବାର...
ଅମ୍ରିତସରରେ ‘ସିଦ୍ଧୁଙ୍କ ନିଖୋଜ’ ପୋଷ୍ଟର
ଅମ୍ରିତସର,୨।୬ : କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ନିଖୋଜ ଥିବା ପୋଷ୍ଟର ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଲଗାଯାଇଛି। ଏକ ଏନ୍ଜିଓ ପକ୍ଷରୁ ମଙ୍ଗଳବାର ରାତିରେ ଲଗାଇଯାଇଛି ଏହି ପୋଷ୍ଟର। ଏଥିରେ ନିଖୋଜ ବିଧାୟକଙ୍କୁ...
ଏମିତି ବି ମାଡ଼ିଆସେ ମୃତ୍ୟୁ
କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ ରାଜପଥର ବାଙ୍କମାରୁଣୀ ସାହି ନିକଟରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ...
ସାଲାଡ ପାଇଁ ସ୍ତ୍ରୀଙ୍କୁ ହତ୍ୟା
ଲକ୍ଷ୍ନୌ,୨।୬ : ରାତ୍ରି ଭୋଜନରେ ସାଲାଡ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ ବେଲଚାରେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ଉତ୍ତର ପ୍ରଦେଶର ଶାମଲି ଜିଲାର ଗୋଗାଓ୍ବାନ ଜଲାଲପୁରରୁ ଘଟିଛି ଏଭଳି ଘଟଣା। ହତ୍ୟା ପରଠାରୁ ଅଭିଯୁକ୍ତ ସ୍ବାମୀ ଫେରାର...
ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ
ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ ଭୟରେ ପୋଲିସ କର୍ମୀଙ୍କୁ ଆକ୍ରମଣ କରି ଫେରାର ହେବାକୁ ଉଦ୍ୟମ କରିଥିବାବେଳେ ପୋଲିସକୁ...