ଡୋମିନିକାରେ ୮ ଜଣିଆ ଟିମ୍
ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ ପହଞ୍ଚତ୍ଛି। ‘ମିଶନ ଚୋକ୍ସି’ରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏବଂ...
ସିନୋଭାକ୍କୁ ଡବ୍ଲ୍ୟୁଏଚ୍ଓର ମଞ୍ଜୁରୀ
ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା ଏବଂ ସୁରକ୍ଷା ସମ୍ବନ୍ଧିତ ସମସ୍ତ ଅନ୍ତର୍ଜାତୀୟ ମାନଦଣ୍ଡ ପୂରଣ କରୁଥିବା ନେଇ ଡବ୍ଲ୍ୟୁଏଚ୍ଓର...
ଚାଇନା ବ୍ଲଗରଙ୍କୁ ୮ ମାସ ଜେଲ
ବେଜିଂ, ୨ା୬: ଗଲଓ୍ବାନ ଘାଟିରେ ଗତବର୍ଷ ଜୁନ୍ରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷକୁ ନେଇ ନିଜ ବ୍ଲଗ୍ରେ ପୋଷ୍ଟ କରିଥିବା ଚାଇନିଜ୍ ବ୍ଲଗର କ୍ୟୁ ଜିମିଙ୍ଗ୍ଙ୍କୁ ସୋମବାର ୮ ମାସ ଜେଲ ଦଣ୍ଡାଦେଶ ହୋଇଛି। ‘ଶହୀଦଙ୍କୁ ବଦନାମ’...
ଅଣ୍ଡା ଖାଇ ଟ୍ରୋଲ୍ ହେଲେ ବିରାଟ କୋହଲି
ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ନିକଟରେ ପ୍ରଶଂସକଙ୍କ ସହ ତାଙ୍କର ଏକ ପ୍ରଶ୍ନ-ଉତ୍ତର କାର୍ଯ୍ୟକ୍ରମ ହୋଇଥିଲା। ପ୍ରଶଂସକମାନେ କୋହଲିଙ୍କୁ ଅନେକ ପ୍ରକାରର ପ୍ରଶ୍ନ ପଚାରିଥିଲେ। ତାଙ୍କ ଡାଏଟ ଠାରୁ ଆରମ୍ଭ କରି ଝିଅ...
ରାଜ୍ୟକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨ା୬: ମହାମାରୀ ସମୟରେ ଜେଲରେ ଭିଡ଼ କମାଇବା ପାଇଁ କେତେଜଣ କଏଦୀଙ୍କୁ ଜାମିନ ଦିଆଯାଇଛି ସେନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବିସ୍ତୃତ ତଥ୍ୟ ମାଗିଛନ୍ତି। ଜେଲ୍ରେ କେତେ ବନ୍ଦୀ କୋଭିଡ୍ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି...
କୋଭିଡ୍ ଅନାଥଙ୍କ ପାଇଁ ଯୋଜନା କ’ଣ
ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ ଯୋଜନା ଗଢ଼ିଛନ୍ତି ତାହା ଜାଣିବା ପାଇଁ ଚାହିଁଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍ ଏଲ୍. ନାଗେଶ୍ୱର...
ସଂକ୍ରମଣ ମାତ୍ରା କମାଏ ଭିଟାମିନ୍ ଡି
ହାଇଦ୍ରାବାଦ, ୨ା୬: ଶରୀରରେ ଯଥେଷ୍ଟ ମାତ୍ରାରେ ଭିଟାମିନ୍ ଡି କରୋନା ସଂକ୍ରମଣ ହ୍ରାସ କରିବାରେ ପ୍ରମୁଖ ଭୂମିକା ନେଇଥାଏ। ଏ ସଂକ୍ରାନ୍ତରେ ହାଇଦ୍ରାବାଦସ୍ଥିତ ନିଜାମ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ଏନ୍ଆଇଏମ୍ଏସ୍) ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ବିଶେଷକରି...
ଅରୁଣ ମିଶ୍ର ହେବେ ଏନ୍ଏଚ୍ଆର୍ସି ଅଧ୍ୟକ୍ଷ
ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍ଏଚ୍ଆର୍ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ଚୟନ କମିଟି ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ...
ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୦ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୩୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୪୦ ମୃତକଙ୍କ ମଧ୍ୟରୁ ଅନୁଗୋଳ, କଟକ,...
ରାଜ୍ୟରେ ଆଜି ୮,୩୯୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୭୪୧ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି...