ଏନ୍ଏଚ୍ଆରସିର ନୂଆ ଅଧ୍ୟକ୍ଷ ବିଚାରପତି ଅରୁଣ ମିଶ୍ରା
ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି ଏହି ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ଏଥିସହ...
ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ
ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍ ଅଭିନେତ୍ରୀ ମାନେ ମଧ୍ୟ ତାଙ୍କୁ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି। ଅଭିନେତ୍ରୀ ହୁମା କୁରେଶୀ କହିଛନ୍ତି...
ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆରେ ଶେୟାର କରି ଲେଖିଛନ୍ତି, ‘ବିଶିଷ୍ଟ...
କୋଦାଳ ଧରି ମାଟି ହାଣୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ସେ ନିଜ ଇନଷ୍ଟାଗ୍ରାମରେ କିଛି ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ରବିନା ତାଙ୍କ ଗାଁ ଫାର୍ମରେ ଏକ କୋଦାଳ ଧରି ମାଟି ହାଣୁଥିବା ନଜର ଆସିଛନ୍ତି। ଭିଡିଓ...
ଘର ବାହୁଡ଼ିବାକୁ ଦିଦିଙ୍କ ଅନୁମତି ଲୋଡିଲେ ଦିପେନ୍ଦୁ, କହିଲେ ଭାଜପାରେ ଯୋଗଦେବା ଥିଲା ଭୁଲ୍ ନିଷ୍ପତ୍ତି…
କୋଲକାତା,୧।୬: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଛାଡ଼ି ବହୁ ନେତା ଭାଜପାରେ ଯୋଗଦେଇଥିଲେ। ଏବେ ନିର୍ବାଚନ ଶେଷ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଗଠନ ହୋଇଛି। ଭାଜପାରେ ଯୋଗଦେଇଥିବା ନେତା ଏବେ ତୃଣମୂଳ କଂଗ୍ରେସ ମୁହାଁ...
ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ
ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍ରେ କାମ କରି ବେଶ୍ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର କରନ ତାଙ୍କ ପତ୍ନୀ ନିଶା ରାଓ୍ବଲଙ୍କ ସହ ଘରୋଇ ହିଂସା ଘଟାଇଥିବା ଅଭିଯୋଗରେ...
ବଟର ଚିକେନ୍
ଆବଶ୍ୟକ ସାମଗ୍ରୀ: ୨ ଟେବ୍ଲସ୍ପୁନ୍ ତେଲ, ୧ ଟେବଲ୍ସ୍ପୁନ୍ ବଟର, ଛୋଟ ଛୋଟ କଟା ହୋଇଥିବା ଗୋଟିଏ ପିଆଜ, ୧ ଟି ସ୍ପୁନ୍ ଅଦା ଛେଚା କିମ୍ବା ବଟା, ୨-୩ କୋଲା ରସୁଣ ଛେଚା କିମ୍ବା ବଟା, ୫୦୦ଗ୍ରାମ ବୋନ୍ଲେସ୍...
ଘରୁ ଦୂରାନ୍ତୁ ମଶା
ଘରେ ମଶା ହେଲେ ଅଧିକାଂଶ ମଶା ମରା କଏଲ୍, ଲିକ୍ୱିଡ୍, ହିଟ୍ ଆଦିର ସାହାଯ୍ୟ ନିଅନ୍ତି । କିନ୍ତୁ ଏସବୁରୁ ନିର୍ଗତ ବିଷାକ୍ତ ଧୂଆଁ ସ୍ବାସ୍ଥ୍ୟୋପକାରୀ ନୁହେଁ। ତେଣୁ ଆପଣ ଚାହିଁଲେ ଘରେ କେତୋଟି ଗଛ ରଖି ପାରିବେ ଯାହାକି...
ପିଲାଙ୍କ ସାଥୀ ଇଣ୍ଟରନେଟ୍
ପୁଣି ବଢ଼ିଲା ଲକ୍ଡାଉନ୍ । ନା ସ୍କୁଲ୍ ନା କଲେଜ୍, ନା ସମ୍ଭବ ହେଉଛି ବାହାରେ ଖେଳିବା ବୁଲିବା। ଏମିତିରେ ଇଣ୍ଟରନେଟ୍ ପାଲଟିଯାଇଛି ପିଲାମାନଙ୍କ ସାଥୀ। ହେଲେ ଅପରପକ୍ଷେ ଏହାର ଅଧିକ ବ୍ୟବହାର ପିଲାଙ୍କ ସ୍ବାସ୍ଥ୍ୟ ଉପରେ ପକାଉଛି ନକାରାତ୍ମକ...
ରହିବନି ଷ୍ଟ୍ରେଚ୍ମାର୍କ
ଅନେକ ମହିଳା ଶିଶୁ ଜନ୍ମ ପରେ ପେଟ ଏବଂ ଶରୀରର ଅନ୍ୟ କେତେକ ସ୍ଥାନରେ ହୋଇଥିବା ଷ୍ଟ୍ରେଚ୍ମାର୍କ କମ୍ କରିବାକୁ ନେଇ ବ୍ୟସ୍ତ ହୋଇପଡନ୍ତି। ହେଲେ ଏହା ଏକ ପ୍ରାକୃତିକ ପରିବର୍ତ୍ତନ ହୋଇଥିବାରୁ ଏଥିପାଇଁ ସମୟ ଲାଗିଥାଏ। ତଥାପି ଅପେକ୍ଷାକୃତ...