‘ମେଣ୍ଟ ପାଇଁ ମାୟାବତୀ, କଂଗ୍ରେସ ଅନଫିଟ୍’
ନୂଆଦିଲ୍ଲୀ,୨୩।୬: ଆଗାମୀ ବର୍ଷ ହେବାକୁ ଥିବା ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଆମେ ଛୋଟ ଦଳ ସହ ମେଣ୍ଟ କରିବୁ। କିନ୍ତୁ ମାୟାବାତୀଙ୍କ ବହୁ ଜନ ସମାଜବାଦୀ ପାର୍ଟି (ବିଏସ୍ପି) ଓ କଂଗ୍ରେସ ସହ ମେଣ୍ଟ କରିବୁ ନାହିଁ।...
‘ଆମ ପାଇଁ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ’
ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ‘ଡେଲ୍ଟା ପ୍ଲସ୍’ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ିଲାଣି। ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ଡେଲ୍ଟା ପ୍ଳସ୍ ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ଉଭୟ କେନ୍ଦ୍ର ଓ ରାଜ୍ୟ...
ଭାରତକୁ ଆଶା ଦେଲେ ଅଶ୍ୱିନ
ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ରୋମାଞ୍ଚକ ମୋଡ଼ ନେଉଛି। ୧୩୯ ରନ୍ର ବିଜୟ ଲକ୍ଷ୍ୟର ପିଛା କରୁଥିବା ନ୍ୟୁଜିଲାଣ୍ଡକୁ ଡବଲ୍ ଝଟକା ଦେଇଛନ୍ତି ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ପ୍ରଥମେ ୧୪ ତମ ଓଭରରେ ଅଶ୍ୱିନ ନ୍ୟୁଜିଲାଣ୍ଡ ଓପନର...
ଭାରତୀୟ କ୍ରିକେଟର ସ୍ବର୍ଣ୍ଣିମ ଦିନ
ନୂଆଦିଲ୍ଲୀ,୨୩।୬: ଠିକ୍ ୮ ବର୍ଷ ତଳେ ଅର୍ଥାତ ୨୦୧୩ ଜୁନ ୨୩ ତାରିଖରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ହାତେଇଥିଲା ଆଇସିସି ଚାମ୍ପିୟନ୍ସ ଟ୍ରଫି। ବର୍ଷା ବାଧାପ୍ରାପ୍ତ ଫାଇନାଲ ମ୍ୟାଚ୍ରେ ଇଂଲଣ୍ଡକୁ ୫ ରନ୍ରେ ହରାଇ ଇତିହାସ...
୨୩ ଦିନରେ ୧୫୬.୬ମି.ମି ବର୍ଷା
ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମି.ମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ବାଭାବିକ ବର୍ଷା ୧୪୬.୮ମିମି...
୧୯ ଜିଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ କମ୍
ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୬୫,୮୪୫ ନମୂନା ପରୀକ୍ଷା ହୋଇଥିବା ବେଳେ ୩,୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ କରୋନା ତଳମୁହାଁ ହୋଇଥିବା ବେଳେ ୧୯ଟି ଜିଲାରେ ସଂକ୍ରମଣ ହାର ୫% ତଳେ ରହିଛି। ସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁସାରେ,...
ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି
ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ନିର୍ଣ୍ଣାୟକ ତଥା ୬ଷ୍ଠ ଦିନ ପ୍ରଥମ ସେସନରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ ଆଙ୍ଗୁଠି ଭାଙ୍ଗି ଯାଇଥିଲା। ଆହତ ସମସ୍ୟା ସତ୍ତ୍ୱେ ସେ ଦ୍ୱିତୀୟ ସେସନ ପାଇଁ...
ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ
ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ ପ୍ରଥମ ସପ୍ତାହରେ ସେ ପାରମ୍ପାରିକ ରୀତିନୀତିରେ ରାଜ୍ୟର ଏକ ପ୍ରସିଦ୍ଧ ତାରକା ହୋଟେଲରେ...
ଜାଡେଜାଙ୍କ ପାଇଁ ଖୁସି ଖବର
ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍ଡର। ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ରେ ଖରାପ ପ୍ରଦର୍ଶନ କାରଣରୁ...
ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ
ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ନାବାଳକ ହେଲେ ବେଣୁଧର ସାହୁ(୧୬), ଦୀପକ କୁମାର ହାଂସଦା(୧୭),...