୩ ହେଲିକପ୍ଟର ନେଇ ସହରରେ ପହଞ୍ଚିଲେ ରଦ୍ଦିଓ୍ବାଲା: ଆଉ ତା’ପରେ…
ଚଣ୍ଡିଗଡ଼,୨୩।୬: ପଞ୍ଜାବ ମନସାର ଜଣେ ରଦ୍ଦିଓ୍ବାଲା ଭାରତୀୟ ସେନାଠାରୁ ୬ ଗ୍ରାଉଣ୍ଡେଡ୍ ହେଲିକପ୍ଟର କ୍ରୟ କରିଛନ୍ତି। ଯାହାକୁ ଦେଖିବା ପାଇଁ ସହରରେ ପ୍ରବଳ ଭିଡ଼ ଜମିଥିବା ବେଳେ ହେଲିକପ୍ଟରର ବାହାରେ ଓ ଭିତରେ ଲୋକମାନେ ଫଟୋ ଉଠାଇଥିବା ଦେଖିବାକୁ ମିଳିଛି।...
କବିସୂର୍ଯ୍ୟନଗର, କୋଦଳାରେ ଇଣ୍ଡୋର ଷ୍ଟାଡିୟମ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ବିଧାୟିକା
ଛତ୍ରପୁର,୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। କବିସୂର୍ଯ୍ୟନଗର ଓ କୋଦଳା ଏନ୍ଏସି ପରିସରରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ କରିବା ପାଇଁ...
ପୁରୁଣା ଏକ ଟଙ୍କିଆ ନୋଟ୍ କରିବ ଲକ୍ଷପତି, ଅନ୍ଲାଇନ୍ ବିକ୍ରି ସୁଯୋଗ …
ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍ଲାଇନ୍ରେ ଏଭଳି ପୁରୁଣା ନୋଟ୍ ଏବଂ କଏନ୍ କିଣା ବିକା ଲାଗି ଖବର ପ୍ରକାଶ ପାଇଥାଏ। ଏକ ଟଙ୍କିଆ ନୋଟ୍କୁ ଛାଡ଼ି...
ହନିମୁନ୍ରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଏମିତି କରିବାକୁ କହିଥିଲେ ସ୍ବାମୀ
୯୦ ଦଶକରେ କପୁର ପରିବାରର ଝିଅ କରିସ୍ମା କପୁର ଶ୍ରେଷ୍ଠ ଅଭିନେତ୍ରୀ ଆଖ୍ୟା ପାଇଥିଲେ। ଯେପର୍ଯ୍ୟନ୍ତ ସେ ବଲିଉଡରେ ଥିଲେ, ପରଦାରେ ପ୍ରାଧାନ୍ୟ ବିସ୍ତାର କରିଥିଲେ। ମାତ୍ର ୧୫ ବର୍ଷ ବୟସରେ ସେ ଫିଲ୍ମ ଜଗତରେ ପାଦ ଥାପିଥିଲେ। ଅଭିନୟ...
ଆତଙ୍କବାଦୀ ହାଫିଜ୍ ସୟିଦ୍ଙ୍କ ଘର ପାଖରେ ବିସ୍ଫୋରଣ: ୧୦ ଆହତ
ଲାହୋର,୨୩।୬: ପାକିସ୍ତାନ ଲାହୋରର ଜୋହର ଟାଉନ ଅଞ୍ଚଳରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ, ଆଖପାଖ ଘରର କାନ୍ଥ ଓ କୋଠାମାନ ଭାଙ୍ଗିଯାଇଛି। ଏତଦ୍ ବ୍ୟତୀତ ଏକ କୋଠା ସମ୍ପୂର୍ଣ୍ଣ ଭୁଷୁଡ଼ିପଡ଼ିଥିବା...
ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ
ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ ବି ରଖିଲେ ଯୁବକ ଜଣକ। ମାତ୍ର ଯେତେବେଳେ ବିବାହ କଥା ଆସିଲା ସେତେବେଳେ...
ପଡିଆରେ ଟାଓ୍ବେଲ୍ ପିନ୍ଧି ଫିଲ୍ଡିଂ କଲେ ସାମି: ଦେଖନ୍ତୁ ଭିଡିଓ
ସାଉଥାମ୍ପଟନ୍,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିଅନ୍ଶିପ୍(ଡବ୍ଲୁଟିସି) ଫାଇନାଲ୍ରେ ଭାରତୀୟ ଦ୍ରୁତ ବୋଲର୍ ମହମ୍ମଦ ସାମି ଜବରଦସ୍ତ ବୋଲିଂ କରିଛନ୍ତି। ସେ ୪ଟି ଉଇକେଟ୍ ନେଇ ଭାରତୀୟ ଦଳକୁ ମ୍ୟାଚ୍କୁ ଫେରିବାରେ ସୁଯୋଗ ଦେଇଥିଲେ। ସାମି ନ୍ୟୁଜିଲାଣ୍ଡର ବିଜେ ଓ୍ବାଟଲିଂଙ୍କ ଉଇକେଟ୍ ନେବା...
ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବାକୁ ଲାଗିଥିଲେ ଦମକଳବାହିନୀ-ପୋଲିସ: ହେଲେ ଶେଷରେ ଘଟିଲା ଏପରି
ଟୋକିଓ,୨୩।୬: ଜାପାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯାହାକୁ ଦେଖି ଲୋକଙ୍କ ହୋସ୍ ଉଡ଼ିଯାଇଛି। ଜଣେ ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବା ପାଇଁ ଦମକଳ ବାହିନୀ ଓ ପୋଲିସ ବହୁ କସ୍ରତ କରିଥିଲେ। ହେଲେ ଶେଷରେ ଦେଖିବା ବେଳକୁ...
ଡବ୍ଲୁଟିସି ଫାଇନାଲର ଆଜି ଶେଷ ଦିନ: ବାହାରିପାରେ ଫଳାଫଳ
ସାଉଥାମ୍ପଟନ୍,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲର ମଜାକୁ ବର୍ଷା ନଷ୍ଟ କରିଦେଇଛି। ଟେଷ୍ଟ ମ୍ୟାଚର ପ୍ରଥମ ଦିନ ଏବଂ ଚତୁର୍ଥ ଦିନ ଖେଳ ବର୍ଷା ଯୋଗୁ ହୋଇପାରି ନ ଥିଲା। ବାକି ଦିନଗୁଡିକରେ...
ଡେବ୍ୟୁ ମ୍ୟାଚ୍ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍: ଏବେ ବି ଭାଙ୍ଗିନି ରେକର୍ଡ
ନୂଆଦିଲ୍ଲୀ,୨୩।୬: ଯେକୌଣସି କ୍ରୀଡାରେ ଜଣେ ଯୁବ ଖେଳାଳି ପ୍ରଥମଥର ପାଇଁ ପଡ଼ିଆକୁ ଓହ୍ଲାଇବା ବେଳେ ନିଜର ଛାପ ଛାଡ଼ିବାର ପ୍ରଚେଷ୍ଟା କରିଥାନ୍ତି। ଏପରି କରିବା ଦ୍ୱାରା ତାଙ୍କୁ ପୁନର୍ବାର ସୁଯୋଗ ମିଳିଥାଏ। କ୍ରିକେଟ ମଇଦାନରେ ମଧ୍ୟ ଅନେକ ଖେଳାଳି ନିଜର...