ଅଶ୍ୱିନ୍ ଆଉଟ୍ ହେବାପରେ ଏମିତି କହିଦେଲେ ସ୍ତ୍ରୀ
ସାଉଥାମ୍ପଟନ୍,୨୩।୬:ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ଫାଇନାଲ ସାଉଥାମ୍ପଟନ୍ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। କିନ୍ତୁ ସାଉଥାମ୍ପଟନରେ ବର୍ଷା ଲାଗି ରହିଥିବାରୁ ମ୍ୟାଚ୍ରେ ବାଧାପ୍ରାପ୍ତ ହୋଇଛି। ଡବ୍ଲୁଟିସି ଫାଇନାଲ ହେବାର ଚାରି ଦିନ ବିତିଗଲାଣି। ଏଥିରୁ ପ୍ରଥମ...
ଧରାପଡ଼ିଲା ଗୁଗୁଲ୍ ପେ’ରେ ଲୁଟୁଥିବା ଲୁଟେରା
ଝାରସୁଗୁଡ଼ା ଅଫିସ,୨୨ା୬: ଝାରସୁଗୁଡ଼ା ଜିଲା ପୋଲିସ ଏକ ଆନ୍ତଃ ଜିଲା ସାଇବର କ୍ରାଇମ୍ ଉପରୁ ରହସ୍ୟ ଉଠାଇଛି। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ନୟାଗଡ଼ ଜିଲାରୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେ ହେଲେ ନୟାଗଡ଼ ଜିଲା...
କୋଭିଡ୍ ନିୟମ ଭୁଲି ନାଚିଲେ ଭାଜପା ଏମ୍ପି
ଜୟପୁର,୨୨।୬: ଦେଶରେ କରୋନା ସଂକ୍ରମଣ ହାର ହ୍ରାସ ପାଉଛି। ହେଲେ ଏବେ ମଧ୍ୟ ବିଭିନ୍ନ ରାଜ୍ୟରେ କଟକଣା ବଳବତ୍ତର ରହିଛି। କିନ୍ତୁ କଟକଣାକୁ ଖାତିର କରୁ ନାହାନ୍ତି ରାଜନେତା। ଏହାର ଜ୍ୱଳନ୍ତ ଉଦ୍ହାରଣ ଦେଖିବାକୁ ମିଳିଛି ରାଜସ୍ଥାନର ସଓ୍ବାଇ ମାଧପୁର...
ବିବାହରେ ବିଳମ୍ବ ଯୋଗୁ ହାତ କାଟିଲେ ପ୍ରେମିକା
ଖଇରା, ୨୨।୬: ବିବାହ କରିବାରେ ବିଳମ୍ବ କରୁଥିଲେ ପ୍ରେମିକ। ଆଉ ଘର ଲୋକ ଅନ୍ୟତ୍ର ବିବାହ ପାଇଁ ଚାପ ପକାଉଥିଲେ। ଏଥିଯୋଗୁ ମାନସିକ ଭାରସାମ୍ୟ ହରାଇ ଆମତ୍ହତ୍ୟା ଉଦ୍ୟମ କରିଛନ୍ତି ଜଣେ ଯୁବତୀ। ବାଲେଶ୍ୱର ଜିଲା ଖଇରା ଥାନା ବର୍ତ୍ତନା...
୨ ଉଇକେଟ ଦୂରରେ ଅଶ୍ୱିନ
ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ ମାତ୍ର ଦୁଇ ଉଇକେଟ। ଡବ୍ଲ୍ୟୁଟିସିରେ ସର୍ବାଧିକ ଉଇକେଟ ହାସଲ କରିଥିବା ବୋଲରଙ୍କ ତାଲିକାରେ...
ଫିଲ୍ମର ଉଲଗ୍ନ ଦୃଶ୍ୟ ଯୋଗୁ ରାତି ସାରା କାନ୍ଦୁଥିଲେ ଏହି ଅଭିନେତ୍ରୀ, ଶୁଟିଂ ବେଳେ କେବଳ ରହୁଥିଲେ ନିର୍ଦ୍ଦେଶକ
ବମ୍ବେ: ଅଭିନେତ୍ରୀ ସୀମା ବିଶ୍ୱାସ ବଣ୍ଡିତ୍ କୁଇନ୍ ନାମରେ ଖ୍ୟାତ। ଫୁଲନ ଦେବୀଙ୍କ ବାସ୍ତବ ଜୀବନ ଉପରେ ଆଧାରିତ ଫିଲ୍ମରେ ସେ ନଜର ଆସିଥିଲେ। ଫିଲ୍ମରେ ଜଣେ ସାଧାରଣ ଯୁବତୀଙ୍କ ଉପରେ କିଭଳି ଅତ୍ୟାଚାର ହେଉଛି, ପ୍ରତିଶୋଧ ପରାୟଣ ହୋଇ...
ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍ ମାଗିଲେ ଯୁବକ
ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର ଜବାବରେ ଭଲିଉଡ୍ ଅଭିନେତା ଦେଇଥିବା ମଜାଳିଆ ରିପ୍ଲେ ଏବେ ୟୁଜରଙ୍କୁ ପସନ୍ଦ ଆସୁଛି।...
ସିଙ୍ଗାପୁରରେ ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ୩୦ ବର୍ଷ ଜେଲ୍
ସିଙ୍ଗାପୁର,୨୨।୬: ୪୧ ବର୍ଷୀୟା ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ସିଙ୍ଗାପୁରରେ ୩୦ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରାଯାଇଛି। ଘରୋଇ ସହାୟକଙ୍କ ଉପରେ ୧୪ ମାସ ଧରି ନିର୍ଯାତନା ଦେବା ସହ ହତ୍ୟା ମାମଲାରେ ସିଙ୍ଗାପୁରର ଏକ କୋର୍ଟ ଏହି ଦଣ୍ଡରେ...
କରୋନା ମହାମାରୀ ଭୟ ଶୂନ: ଚାଇନାରେ ପାଳନ କରାଯାଉଛି ‘କୁକୁର ମାଂସ ଉତ୍ସବ’; ହଜାର ହଜାର…
ସାରା ବିଶ୍ୱ ମହାମାରୀ କରୋନା ସହ ଲଢ଼ୁଥିବା ବେଳେ ଏବେ ତୃତୀୟ ଲହର ପାଇଁ ଚେତାବନୀ ଦିଆଯାଇଛି। ଏଭଳି ସଙ୍କଟମୟ ପରିସ୍ଥିତିରେ ଲୋକଙ୍କୁ ପହଞ୍ଚାଇବା ପଛରେ ଚାଇନା ଥିବା ଅଭିଯୋଗ ହେଉଥିବା ବେଳେ ସେ ମଧ୍ୟ ଏଥିରୁ ବର୍ତ୍ତିପାରି ନାହିଁ।...
ପାକିସ୍ତାନର ବ୍ୟାଟିଂ କୋଚ୍ ପଦରୁ ହଟିଲେ ପୂର୍ବତନ ଅଧିନାୟକ
କରାଚୀ,୨୨।୬: ପୂର୍ବତନ ଅଧିନାୟକ ୟୁନିସ ଖାନ ପାକିସ୍ତାନ ଦଳର ବ୍ୟାଟିଂ କୋଚ୍ ପଦରୁ ଓହରି ଯାଇଛନ୍ତି। ତାଙ୍କର ଏଭଳି ନିଷ୍ପତ୍ତି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ଚମକାଇ ଦେଇଛି। ତେବେ ବ୍ୟାଟିଂ କୋଚ୍ ପଦରୁ ହଟିବାର କାରଣ ୟୁନିସ କିମ୍ବା...