ଭାକ୍ସିନ୍ ନେଲେ ମିଳୁଛି ଫ୍ରିଜ୍ ସହିତ ଅନ୍ୟ ଦାମିକା ଉପହାର…
ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ ଥିବା ଇନ୍ଦୋରରେ ଲୋକଙ୍କୁ ଆକୃଷ୍ଟ କରିବା ଲାଗି ଭାକ୍ସିନ୍ ନେଲେ ଉପହାର ପ୍ରଦାନ...
୬ ବର୍ଷ ଝିଅର ବ୍ୟାଟିଂ ଦେଖି ବଡ଼ ବଡ଼ କ୍ରିକେଟର୍ ହେଲେ ଆଶ୍ଚର୍ଯ୍ୟ
ଭାରତରେ କ୍ରିକେଟ୍ ସବୁଠୁ ଅଧିକ ଲୋକପ୍ରିୟ ଖେଳ। ଏହାକୁ ସବୁ ବର୍ଗର ଲୋକ ଦେଖିଥାନ୍ତି। ନିକଟରେ ଜଣେ ୬ ବର୍ଷୀୟ ଝିଅଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଭିଡିଓରେ ସେ ବହୁତ ଚମତ୍କାର ବ୍ୟାଟିଂ କରୁଥିବା ଦେଖିବାକୁ ମିଳିଛି।...
ଅଟୋ ଡ୍ରାଇଭରଙ୍କୁ ନୃତ୍ୟ ଶିଖାଇଲେ ରାଖି ସାଓ୍ବନ୍ତ, ଭିଡ଼ିଓ ଭାଇରାଲ…
ମୁମ୍ବାଇ,୨୨।୬: ବଲିଉଡ୍ ଅଭିନେତ୍ରୀ ରାଖି ସାଓ୍ବନ୍ତ ଏବେ ସୋସିଆଲ୍ ମିଡ଼ିଆରେ ବେଶ୍ ଆକ୍ଟିଭ୍ ରହିଛନ୍ତି। କିଛି ଦିନ ତଳେ ବାବା ରାମଦେବଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବା ରାଖି ଏବେ ଜଣେ ଅଟୋ ଡ୍ରାଇଭରଙ୍କୁ ନୃତ୍ୟ ଶିଖାଇ ଚର୍ଚ୍ଚାରେ ରହିଛନ୍ତିି।...
ପରିବାର ପାଇଁ ପରିବେଶ
ଘର ପରିବେଶକୁ ପ୍ରଦୂଷଣମୁକ୍ତ କରିବା ସହ ଘରକୁ ସୁନ୍ଦର ଓ ଆକର୍ଷଣୀୟ କରିବା ପାଇଁ ଏବେ ଗୃହିଣୀମାନେ ଅଧିକରୁ ଅଧିକ ଇନ୍ଡୋର ପ୍ଲାଣ୍ଟ ଲଗାଉଛନ୍ତି। ସମୟ କାଟିବା ଲାଗି ଏବେ ସେମାନଙ୍କ ପାଇଁ ଏହା ଏକ ବେଶ୍ ଭଲ ମାଧ୍ୟମ।...
ସାଗୁ ଖେଚୁଡ଼ି
ଆବଶ୍ୟକ ସାମଗ୍ରୀସାଗୁ- ୧କପ୍, ଆଳୁ- ୧ଟି (ବଡ), ବାଦାମ- ୧ କପ୍, କଞ୍ଚା ଲଙ୍କା- ୨ଟି, ଘିଅ- ୨ ଚାମଚ, ଆବଶ୍ୟକ ଅନୁସାରେ ତେଲ ଏବଂ ଲୁଣ। ପ୍ରସ୍ତୁତି ପ୍ରଣାଳୀ ସର୍ବପ୍ରଥମେ ସାଗୁକୁ କିଛି ଘଣ୍ଟା ପର୍ଯ୍ୟନ୍ତ ଭିଜାଇ ଦିଅନ୍ତୁ।...
ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର୍ ହେଲେ ମୁରଲିଥରନ୍…
ନୂଆଦିଲ୍ଲୀ,୨୨।୬: ଟିମ୍ ଶ୍ରୀଲଙ୍କାର ପୂର୍ବତନ ସ୍ପିନର ମୁଥିଆ ମୁରଲିଥରନ୍ଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ୫୦ ଜଣିଆ ବିଚାରକ ମଣ୍ଡଳୀଙ୍କ ଦ୍ୱାରା ହୋଇଥିବା ଚୟନ ପ୍ରକ୍ରିୟାରେ ଅଷ୍ଟ୍ରେଲିଆର ବୋଲର ଶେନ୍ ଓ୍ବାର୍ନ,...
ସ୍କର୍ଟ କିଣିବା ବେଳେ…
ସ୍କର୍ଟ ପିନ୍ଧିବା ଯେମିତି ଆରାମଦାୟକ ସେମିତି ମଧ୍ୟ ଫ୍ୟାଶନେବୁଲ। କିନ୍ତୁ ପରଫେକ୍ଟ ଲୁକ୍ ପାଇବା ପାଇଁ ସ୍କର୍ଟ କିଣିବା ସମୟରେ କେଉଁ ସବୁ ଦିଗ ପ୍ରତି ଧ୍ୟାନ ଦେବାକୁ ହେବ ଜାଣି ରଖନ୍ତୁ… ସ୍କର୍ଟ କିଣିବା ସମୟରେ ଏହାର ଫାବ୍ରିକ...
ପାର୍ଲର ଯିବା ପୂର୍ବରୁ…
ବିଭିନ୍ନ ପ୍ରକାରର ବ୍ୟୁଟି ଟ୍ରିଟ୍ମେଣ୍ଟ କରିବା ନିମନ୍ତେ ମହିଳାମାନେ ବ୍ୟୁଟି ପାର୍ଲର ଯାଇଥାନ୍ତି। କିନ୍ତୁ ବେଳେବେଳେ ବ୍ୟୁଟିସିଆନମାନଙ୍କ ଖାମଖିଆଲ ଗୁଣ ପାଇଁ ସୌନ୍ଦର୍ଯ୍ୟ ନଷ୍ଟ ହୋଇ ଯାଇଥାଏ। ତେଣୁ ବ୍ୟୁଟି ପାର୍ଲର ଯିବା ପୂର୍ବରୁ ସତର୍କ ରୁହନ୍ତୁ… ସବୁବେଳେ...
ପ୍ରେମରେ ଜିତିଲେ, ଓଡ଼ିଶା ବୋହୂ ହେଲେ ୟୁପି ଯୁବତୀ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ନିଜ ପ୍ରେମକୁ ପାଇବା ପାଇଁ ଉତ୍ତରପ୍ରଦେଶରୁ ଓଡ଼ିଶା ଚାଲି ଆସିଥିଲେ। ଏବେ ଭୁବନେଶ୍ୱର କୋର୍ଟରେ ଲଢି ଜିତିଲେ ୟୁପି ଗୋରଖପୁରର ଝିଅ ଆକାଂକ୍ଷା ସିଂ। ପରିବାର ଲୋକଙ୍କ ହାତ ଛାଡି ଭୁବନେଶ୍ୱର ଏୟାରପୋର୍ଟ ଥାନା ଅଞ୍ଚଳରେ ରହୁଥିବା ଓଡ଼ିଆ...
ଭାଜପାକୁ ଟକ୍କର ଦେଇପାରିବ ନାହିଁ ତୃତୀୟ ମୋର୍ଚ୍ଚା: ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୨୨।୬: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ତୃତୀୟ ମୋର୍ଚ୍ଚା ଗଠନକୁ ନେଇ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୧୫ ଦିନ ମଧ୍ୟରେ ଦୁଇଥର ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାରଙ୍କୁ ଭେଟିବା ପରେ ପ୍ରଶାନ୍ତ କିଶୋର କହିଛନ୍ତି...