ଇତିହାସ ରଚିଲେ ଏହି କ୍ରିକେଟର୍: ୬୧ ବର୍ଷ ପରେ କଲେ ଏମିତି କାରନାମା
ସେଣ୍ଟ ଲୁସିଆ,୨୨।୬: ସେଣ୍ଟ ଲୁସିଆରେ ଖେଳାଯାଉଥିବା ଦକ୍ଷିଣ ଆଫ୍ରିକା ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ବାମହାତୀ ସ୍ପିନର କେଶବ ମହାରାଜ ଇତିହାସ ସୃଷ୍ଟି କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷରେ ମହାରାଜ ଏକ ଚମତ୍କାର ହ୍ୟାଟ୍ରିକ ନେଇଥିଲେ। ସେ...
ରାଜ୍ୟରେ ୪୦ ତଳେ କରୋନା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର ସାମାନ୍ୟ ଆଶ୍ୱସ୍ତିକର ଖବର ମିଳିଛି। ଆଜି ରାଜ୍ୟରେ ୪୦ ତଳକୁ ଖସିଛି କରୋନା ମୃତ୍ୟୁ ସଂଖ୍ୟା। କରୋନା ଆଜି ୩୮...
ଆସ୍ଥାରେ ହାରିଲେ ସୁଇଡେନ ପ୍ରଧାନମନ୍ତ୍ରୀ
ଷ୍ଟକ୍ହୋମ୍, ୨୨ା୬: ସୁଇଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୋଫବେନ ସୋମବାର ଆସ୍ଥା ଭୋଟ ହାରିଛନ୍ତି। ସୁଇଡେନର କୌଣସି ପ୍ରଧାନମନ୍ତ୍ରୀ ଆସ୍ଥା ହାରିବାରେ ଏହା ପ୍ରଥମ ଘଟଣା। ବାମ ଦଳ ସହଯୋଗରେ ସୋସିଆଲ ଡେମୋକ୍ରାଟିକ୍ ପାର୍ଟିର ଷ୍ଟିଫାନ ମେଣ୍ଟ ସରକାର ଗଢ଼ିଥିଲେ। ସହରଗୁଡ଼ିକରେ...
ସିସିଆଇ ନୋଟିସ ଉପରେ ରୋକ ଲଗାଯାଉ
ନୂଆଦିଲ୍ଲୀ, ୨୨ା୬: ନୂତନ ଗୋପନୀୟତା ନୀତିର ଅନୁସନ୍ଧାନ ବାବଦରେ ସୂଚନା ଦେବାକୁ କୁହାଯାଇ କମ୍ପିଟେଶନ କମିଶନ ଅଫ୍ ଇଣ୍ଡିଆ(ସିସିଆଇ) ପକ୍ଷରୁ ଜାରି କରାଯାଇଥିବା ନୋଟିସ୍ ଉପରେ ରୋକ ଲଗାଇବାକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସ୍ବୁକ୍ ଏବଂ ହ୍ବାଟ୍ସଆପ୍ ସୋମବାର ଦିଲ୍ଲୀ...
ଦକ୍ଷିଣ କୋରିଆ ନ୍ୟୁକ୍ଲିୟର ସଂସ୍ଥା ହ୍ୟାକ୍
ଉତ୍ତର କୋରିଆର ସାଇବର ଅପରାଧୀମାନେ ଦକ୍ଷିଣ କୋରିଆର ନ୍ୟୁକ୍ଲିୟର ରିସର୍ଚ୍ଚ ଇନ୍ଷ୍ଟିଚ୍ୟୁଟକୁ ହ୍ୟାକ୍ କରିଛନ୍ତି। ଗତମାସରେ ୧୩ ଅନଧିକୃତ ଆଇପି ଆଡ୍ରେସ୍ରୁ କୋରିଆ ଆଟମିକ୍ ଏନର୍ଜି ରିସର୍ଚ୍ଚ ଇନ୍ଷ୍ଟିଚ୍ୟୁଟ୍ (କେଏଇଆର୍ଆଇ)ର ଆଭ୍ୟନ୍ତରୀଣ ନେଟ୍ଓ୍ବର୍କ ଆକ୍ସେସ୍ କରାଯାଇଥିବା ଦକ୍ଷିଣ ଆଫ୍ରିକାର ପ୍ରମୁଖ...
ସ୍ପେସ୍ ଷ୍ଟେଶନରେ ସୋଲାର ପ୍ୟାନେଲ
ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ(ଆଇଏସ୍ଏସ୍) ବାହାରେ ପ୍ରଥମ ସୋଲାର ପ୍ୟାନେଲ ଲଗାଇବାରେ ମହାକାଶଚାରୀ ସଫଳ ହୋଇଛନ୍ତି। ଏହା ସୌର ଶକ୍ତି ଅବଶୋଷଣ କରି ପ୍ରତିଦିନର ବୈଜ୍ଞାନିକ ଅନୁସନ୍ଧାନ ସମ୍ବନ୍ଧୀୟ କାର୍ଯ୍ୟ ନିମନ୍ତେ ବିଦ୍ୟୁତ୍ ଯୋଗାଇବା ସହିତ ସ୍ପେସ୍ ଷ୍ଟେଶନର ବିଭିନ୍ନ କାମରେ...
‘ଏ’ ନାଁ ଲେଖି ହାତରେ ଟାଟୁ କଲେ ଅର୍ଜୁନ କପୁର : ଜାଣନ୍ତୁ ସେ କିଏ
ବଲିଉଡ ଅଭିନେତା ଅର୍ଜୁନ କପୁର ଆଜିକାଲି ତାଙ୍କ ଫିଲ୍ମ ‘ସନ୍ଦୀପ ଔର ପିଙ୍କି ଫରାର’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କର ଅଭିନୟକୁ ବହୁତ ପ୍ରଶଂସା କରାଯାଉଛି। ଏଥି ସହିତ ନିକଟରେ ଅର୍ଜୁନ କପୁର ନିଜ ହାତରେ ‘ଏ’...
କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର
ନୂଆଦିଲ୍ଲୀ, ୨୨।୬: କୋଭିଡ୍-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର ରାୟ ସଂରକ୍ଷିତ ରହିଛି। ପ୍ରତ୍ୟେକ ରାଜ୍ୟ କୋଭିଡ୍ ମୃତକଙ୍କ ପରିବାରକୁ ଦେଇଥିବା କ୍ଷତିପୂରଣର...
ମୂଲ୍ୟାୟନ ସୂତ୍ରକୁ ବିରୋଧ
ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍ଇ ଏବଂ ସିଆଇଏସ୍ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର ଓ ଅଭିଭାବକ ଚିନ୍ତା ପ୍ରକଟ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦ୍ୱାଦଶ ଶ୍ରେଣୀ...
ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧,୨୫୯ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା...