ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ
ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ମନୁଶୁ ପଞ୍ଚାୟତର ଗୁଞ୍ଜିଗଡ଼ା ଗ୍ରାମରେ ଏଭଳି ଘଟଣା ଘଟିଛି। ମୃତ ଖେଳାଳି ହେଲେ କଳାହାଣ୍ଡି ଜିଲା...
ପୁଅର ମୃତଦେହ ଛୁଇଁଲେନି ବାପା
ବୌଦ୍ଧ,୨୧।୬: ପୁଅର ମୃତ୍ୟୁ ପରେ ବାପା ମୃତଦେହ ଛୁଇଁଲେନି କି ସଂସ୍କାର ପାଇଁ ନେଲେନାହିଁ। ଫଳରେ ପୁତ୍ରବଧୂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଝାଶୁଝା କରିବାରୁ ୧୦ ଘଣ୍ଟା ପରେ ମୃତଦେହ ସ୍ଥାନୀୟ ଶ୍ମଶାନରେ ସତ୍କାର କରାଯାଇଥିଲା। ସୋମବାର ଏଭଳି...
ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର
ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଯୁବକ...
୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା
ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ ମାତ୍ର ୧୧ ଟଙ୍କାରେ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି।...
ଏମ୍କେସିଜି କୋଭିଡ୍ ହସ୍ପିଟାଲ-୧ ବନ୍ଦ
ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁର ଏମ୍କେସିଜି ମେଡିକାଲର ଡିସିଏଚ-୧ ବନ୍ଦ କରି ଡିସିଏଚ-୨କୁ ଚାଲୁ...
ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ
ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି ପକାଇ ଘରକୁ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ମୃତକଦ୍ୱୟ ହେଲେ ଉକ୍ତ...
୨୦୨୪ ରଣନୀତି: ଶରଦ ପାୱାରଙ୍କ ନେତୃତ୍ୱରେ ହେବ ବିରୋଧୀ ଦଳ ବୈଠକ
ନୂଆଦିଲ୍ଲୀ,୨୧।୬: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍ସିପି) ମୁଖ୍ୟ ଶରଦ ପାୱାର ମଙ୍ଗଳବାର ଅଣ କଂଗ୍ରେସ ବିରୋଧୀ ଦଳ ବୈଠକର ନେତୃତ୍ୱ ନେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା...
ୟୁଏଇ-ଭାରତ ମଧ୍ୟରେ ୨୩ରୁ ବିମାନ ସେବା ଆରମ୍ଭ
ନୂଆଦିଲ୍ଲୀ/ଦୁବାଇ,୨୧।୬: ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ) ଏବଂ ଭାରତ ମଧ୍ୟରେ ଆସନ୍ତା ୨୩ତାରିଖରୁ ବିମାନ ସେବା ଆରମ୍ଭ ହେବ। ୟୁଏଇ ଏୟାରଲାଇନ ପକ୍ଷରୁ ଏହି ସୂଚନା ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୟୁଏଇ-ଭାରତ ମଧ୍ୟରେ ବିମାନ ଚଳାଚଳକୁ ବନ୍ଦ କରାଯାଇଥିଲା।...
ରାଜସ୍ଥାନ-ପଞ୍ଜାବରେ ରାଜନୈତିକ ସଙ୍କଟ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡ଼କାଇଲେ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୨୧।୬: ରାଜସ୍ଥାନ ଓ ପଞ୍ଜାବରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଜୁନ ୨୪ରେ ଏକ ବଡ଼ ବୈଠକ ଡ଼କାଇଛନ୍ତି। ଏହି ବୈଠକରେ ଦଳର ସମସ୍ତ ମହାସଚିବ, ରାଜ୍ୟ ପ୍ରଭାରୀ ଓ ରାଜ୍ୟର ସଭାପତି...
ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ
କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼ ଚଢ଼ିଥିବା ଦେଖିବାକୁ ମିଳିଛି। ଏହି ସମୟରେ ତାଙ୍କ ସହ ଏକ ମେଡିକାଲ ଟିମ୍...