ଏଏପିରେ ସାମିଲ ହେଲେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର
ଅମୃତସର,୨୧।୬: ଆସନ୍ତା ବର୍ଷ ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର ବିଜୟ ପ୍ରତାପ ସିଂହ ସୋମବାର ଆମ ଆଦମୀ ପାର୍ଟି(ଏଏପି)ରେ ଯୋଗଦେଇଛନ୍ତି।...
ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…
ମୁମ୍ବାଇ: ଆଜି ଅର୍ଥାତ୍ ଜୁନ୍ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଶେୟାର କରି ପ୍ରଶଂସକମାନଙ୍କୁ ଯୋଗ କରିବାକୁ ପରାମର୍ଶ...
ବୁଡ଼ି ଯାଉଥିଲେ ଯୁବକ, ଉଦ୍ଧାର ପାଇଁ ପାଣିକୁ ଡେଇଁଲେ ଏସ୍ଆଇ; ଆଉ ତା’ ପରେ…
ଲକ୍ଷ୍ନୌ,୨୧ା୬: ଉତ୍ତରପ୍ରଦେଶର ସାହସୀ ଏସ୍ଆଇ ନିଜ ଜୀବନକୁ ବାଜି ଲଗାଇ ପାଣିରେ ବୁଡ଼ି ଯାଉଥିବା ଜଣେ ଯୁବକଙ୍କ ଜୀବନ ରକ୍ଷା କରିଛନ୍ତି। ଏସ୍ଆଇ ବା ସବ୍-ଇନ୍ସପେକ୍ଟରଙ୍କ ଏପରି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି। ଅଲିଗଡ଼ ପୋଲିସର ଏହି ସାହସିକତା...
ଉତ୍ତମ ପରିବେଶ ପାଇଁ…
ପ୍ରଦୂଷିତ ପରିବେଶ ଏବେ ଚିନ୍ତାର କାରଣ ସାଜିଛି। ଅନେକ କାରଣରୁ ଆମର ପରିବେଶ ସ୍ବାସ୍ଥ୍ୟୋପଯୋଗୀ ହେଉନାହିଁ। ଫଳରେ ଆମେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛେ। ତେଣୁ ବର୍ତ୍ତମାନ ଆମ ପରିବେଶ କିପରି ପ୍ରଦୂଷଣମୁକ୍ତ ରହିବ, ସେ ନେଇ ଆମେ...
ମଣ୍ଡିରୁ ଉଠୁନି ଧାନ: ରାସ୍ତାକୁ ଓହ୍ଲାଇଲେ ଚାଷୀ
ବରପାଲି, ୨୧।୬(ଡି.ଏନ୍.ଏ.): ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ଚାଷୀମାନେ ଧାନ ବିକ୍ରି ପାଇଁ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତୃଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ...
ମେଟ୍ରୋ ଟ୍ରେନ୍ରେ ଯାତ୍ରା କଲା ମାଙ୍କଡ଼, ଭାଇରାଲ ହେଉଛି ଭିଡିଓ
ଦିଲ୍ଲୀର ମେଟ୍ରୋ ଟ୍ରେନ୍ରେ ଏକ ଅଜବ ଦୃଶ୍ୟ ନଜରକୁ ଆସିଛି। ଟ୍ରେନ୍ ବଗିରେ ଥିବା ଲୋକ ଅଡୁଆରେ ପଡ଼ିଥିଲେ ଯେତେବେଳେ ଗୋଟିଏ ମାଙ୍କଡ଼ ଆସି ସେମାନଙ୍କ ନିକଟରେ ବସିଗଲା। ଏବେ ଏହି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। एक...
କବୀର ସିଂର ଦୁଇ ବର୍ଷ ପରେ ସାହିଦ୍ ଶେୟାର କଲେ ଏମିତି ଭିଡିଓ, ପ୍ରଶଂସକ କହିଲେ…
ବଲିଉଡ୍ ଅଭିନେତା ସାହିଦ କପୁର ଏଯାବତ୍ ତାଙ୍କ କ୍ୟାରିୟରରେ ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ତେବେ ‘କବୀର ସିଂ’ ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି କରିଥିଲା। ତାଙ୍କର ଲୁକ ପ୍ରଶଂସକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲା ।...
ମହିଳାଙ୍କ ପୋଷାକ ପାଇଁ ଦେଶରେ ବଢୁଛି ବଳାତ୍କାର : ପ୍ରଧାନମନ୍ତ୍ରୀ
ଇସ୍ଲାମାବାଦ,୨୧।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ନିଜ ବୟାନକୁ ନେଇ ସବୁବେଳେ ସାରା ବିଶ୍ୱରେ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏବେ ମହିଳାଙ୍କ ଉପରେ ଏକ ବିବାଦୀୟ ମନ୍ତବ୍ୟ ଦେଇ ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ମହିଳାଙ୍କ...
୬୫୦୦ ଫୁଟ ଉଚ୍ଚ ପାହାଡ଼ ଉପରେ ଅନ୍ତରଙ୍ଗ ମୁହୂର୍ତ୍ତରେ ମାତିଥିଲେ ପ୍ରେମୀଯୁଗଳ, ଜାଣି ନ ଥିଲେ ଲାଗିଛି ଓ୍ବେବ୍ କ୍ୟାମେରା, ଆଉ ତା’ ପରେ…
ପ୍ରେମୀଯୁଗଳ ଉଚ୍ଚ ପାହାଡ଼ ଉପରେ ରୋମାନ୍ସ କରୁଥିଲେ। ଯାହାକି ତାଙ୍କୁ ମହଙ୍ଗା ପଡ଼ିଛି। ଏହି ଯୋଡ଼ି ୬୫୦୦ ଫୁଟ ଉଚ୍ଚରେ ଶାରୀରିକ ସମ୍ବନ୍ଧ ରକ୍ଷା କରିଥିଲେ। ଏହି ସମୟରେ ପହାଡ଼ରେ ଥିବା ଏକ ଓ୍ବେବ୍ କ୍ୟାମେରାରେ ଏହି ଦୃଶ୍ୟ କଏଦ...
ପ୍ରେମ କରି ଚର୍ଚ୍ଚାରେ ବିଶ୍ୱର ଏହିସବୁ ଲୋକପ୍ରିୟ ନେତା
ନିକଟରେ ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ୱେଷ୍ଟମିଂଷ୍ଟର କ୍ୟାଥେଡ୍ରଲରେ ତାଙ୍କ ଗର୍ଲଫ୍ରେଣ୍ଡ କ୍ୟାରି ସାଇମଣ୍ଡସଙ୍କୁ ଗୁପ୍ତରେ ବିବାହ କରିଥିଲେ। ୫୬ ବର୍ଷ ବୟସରେ ବୋରିସ ତୃତୀୟ ଥର ବିବାହ କରିବାକୁ ନେଇ ବ୍ରିଟେନରେ ଅନେକ ଚର୍ଚ୍ଚା ହୋଇଥିଲା। ଏବେ ସେମାନଙ୍କର...