ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…
ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଇ ଦେଇଛନ୍ତି। ଫଳରେ ଡାକ୍ତରଙ୍କ ନାମରେ ମାମଲା ରୁଜୁ...
କେମିତି ବଢ଼ିବ ବାପା-ପୁଅଙ୍କ ଭିତରେ ସମ୍ପର୍କ
ଅନେକ ସମୟରେ ଛୋଟଛୋଟ କଥାକୁ ନେଇ ବାପା-ପୁଅଙ୍କ ଭିତରେ ମନମତାନ୍ତର ହେଉଥିବାର ଦେଖିବାକୁ ମିଳିଥାଏ। ଏହା ପଛରେ ବି ବାସ୍ତୁଦୋଷ ରହୁଥିବା ଅନୁମାନ କରାଯାଏ। ତେବେ କ’ଣ ସେହି ବାସ୍ତୁଦୋଷ ଆଉ କ’ଣ ରହିଛି ତା’ର ପ୍ରତିକାର ଆସନ୍ତୁ ଜାଣିବା...
କରୋନା ଛଡ଼ାଇନେଲା ଜୀବିକା
ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍ଡାଉନ ରହିଛି। ପୂର୍ବରୁ ଲକ୍ଡାଉନ ସମୟରେ କେବଳ ୪ଘଣ୍ଟା ଦୋକାନ ଖୋଲିବାକୁ ଅନୁମତି ରହିଥିଲା। ଏବେ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ...
ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ହେଲେ ମାଷ୍ଟର ବ୍ଲାଷ୍ଟର…
ନୂଆଦିଲ୍ଲୀ,୨୦।୬: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର୍ ସଚିନ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ହୋଇଥିବା ଚୟନ ପ୍ରକ୍ରିୟାରେ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁମାର ସଙ୍ଗାକାରାଙ୍କୁ ପଛରେ ପକାଇ...
ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ
ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍ଆର୍-୭ ରକେଟ୍ ଉତ୍କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରାଂଶକୁ ନେଇ ପ୍ରସ୍ତୁତ ଏକ ପ୍ରକଳ୍ପକୁ ଏଥିରେ ସାମିଲ କରାଯାଇଛି। ରାଜ୍ୟର ବିଭିନ୍ନ...
ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି ମୂଲ୍ୟାୟନ ହେବ, ଏହି ମାର୍କ ଭବିଷ୍ୟତ କ୍ୟାରିଅର ପାଇଁ ସହାୟକ ହେବ ନା...
ମାତ୍ର ୨୮ ଘଣ୍ଟାରେ ତିଆରି ହେଲା ୧୦ ମହଲା କୋଠା
ଯେତେବେଳେ ବଡ଼ ବିଲ୍ଡିଂର କଥା ଆସେ ତେବେ ଘର କେମିତି ହେବା ଦରକାର କେତେ ସମୟ ଲାଗିବ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଥାଏ। ମାତ୍ର ଚାଇନାର ଏକ କମ୍ପାନୀ ୧୦ ମହଲା ବିଶିଷ୍ଟ ଏକ ବଡ଼ କୋଠା ତିଆରି ପାଇଁ...
ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀକୁ ୨୬ଟ୍ରେନ୍ ବାତିଲ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ପୁରୀରେ ଆସନ୍ତା ମାସରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ଯାତ୍ରୀଙ୍କ ସମ୍ଭାବ୍ୟ ଆଗମନକୁ ରୋକିବା ଏବଂ କୋଭିଡ୍-୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଉଦ୍ଦେଶ୍ୟରେ ରେଳପଥ କର୍ତ୍ତୃପକ୍ଷ ଏବଂ ରାଜ୍ୟ ସରକାରଙ୍କ ସମନ୍ବୟରେ ପୁରୀକୁ କିଛି ଟ୍ରେନ୍ ବାତିଲ...
ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମହିଳାଙ୍କ ବନ୍ଧ୍ୟାକରଣ ଅପରେଶନ୍ କରିଦେଲେ ଡାକ୍ତର…
ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କୁ ନ ପଚାରି କାହିଁକି ଡାକ୍ତର ଏଭଳି କରିଛନ୍ତି ସେ ନେଇ ଖୋଳତାଡ୍...
ଏହିସବୁ ରୋଗରେ ଆକ୍ରାନ୍ତ ଲୋକଙ୍କୁ କାଜୁ ଖାଇବା ମନା
ଭଲ ସ୍ବାସ୍ଥ୍ୟ ପାଇଁ ଲୋକେ କାଜୁଠୁ ଆରମ୍ଭକରି ଆଲମଣ୍ଡ, ଅଖରୋଟ ଆଦି କେତେ କ’ଣ ଡ୍ରାଏ ଫ୍ରୁର୍ସ ଖାଇଥାନ୍ତି। ତେବେ କାଜୁକୁ ଲୋକେ ତରକାରି ଓ ମିଠା ପ୍ରସ୍ତୁତିରେ ମଧ୍ୟ ବ୍ୟବହାର କରାଯାଇଥାଏ। କେତେକ ମିଠା କେବଳ କାଜୁରେ ହିଁ...