ପଛରେ ବାଘକୁ ଦେଖି, ଜୀବନ ନେଇ ଦୌଡ଼ୁଥିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ...
ରେଷ୍ଟୁରାଣ୍ଟରେ ୨୮୦୦ ଟଙ୍କାର ଖାଇଲେ, ହେଲେ ଓ୍ବେଟରଙ୍କୁ ୧୨ ଲକ୍ଷର ଟିପ୍ ଦେଲେ ବ୍ୟକ୍ତି; ବିଲ୍ ଦେଖି ଚକିତ ହେଲେ….
ନୂଆଦିଲ୍ଲୀ: କୁହାଯାଏ ସମସ୍ତେ ଟଙ୍କା ରୋଜଗାର କରନ୍ତି, ହେଲେ ଏହାକୁ ଖର୍ଚ୍ଚ କରିବାର ସାହସ ରଖିଥାନ୍ତି ଅଳ୍ପ କେତେଜଣ। ଏହିପରି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ। କାରଣଟି ହେଲା ବ୍ୟକ୍ତିଜଣଙ୍କ ଏକ ରେଷ୍ଟୁରାଷ୍ଟରେ ଖାଇବାକୁ ଯାଇ ପ୍ରାୟ ୧୨ ଲକ୍ଷ...
ସରକାରୀ ବାବୁ ଗରିବଙ୍କ ପାଖରେ ପହଞ୍ଚନ୍ତୁ, କହିଲେ ମନ୍ତ୍ରୀ…
ନୂଆଦିଲ୍ଲୀ,୨୬।୬: ସରକାରୀ ବାବୁମାନେ କେବଳ ବନ୍ଦ କୋଠରୀରେ ନ ବସି ଗରିବଙ୍କ ପାଖରେ ପହଞ୍ଚି ସେମାନଙ୍କର ସମସ୍ୟା ସମାଧାନ କରନ୍ତୁ ବୋଲି କେନ୍ଦ୍ରୀୟ ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ବନ୍ଦ କୋଠରୀରେ ବସି ରହିବା ସଂସ୍କୃତିଠାରୁ ପ୍ରଶାସନିକ ଅଧିକାରୀମାନେ ଦୂରେଇ...
ହନିମୁନ୍ରେ ଏହି ଅଭିନେତ୍ରୀଙ୍କୁ ନିଲାମ ଡାକିବେ ବୋଲି କହିଥିଲେ ସ୍ବାମୀ, ଗର୍ଭବତୀ ସମୟରେ ଖାଇଥିଲେ ମାଡ଼
ବଲିଉଡ୍ ଅଭିନେତ୍ରୀ କରିସ୍ମା କପୁର ୯୦ ଦଶକର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ। ତାଙ୍କ ଅଭିନୟ ଜୀବନ ଯେତିକି ସଫଳ ତାଙ୍କ ବୈବାହିକ ଜୀବନ ସେତିକି ଦୁଃଖ ଦାୟକ। ତେବେ ଜାଣନ୍ତୁ କରିସ୍ମାଙ୍କ ସମ୍ପର୍କିତ କିଛି ବ୍ୟକ୍ତିଗତ କଥା। ୨୦୦୨...
ମହାମାରୀରେ ବଢ଼ିଛି ଡ୍ରଗ୍ସ ସେବନ
ଡ୍ରଗ୍ସ ହେଉଛି ନୀରବ ବିଷ। ଥରେ ଏହାର କବଳିତ ହେବା ପରେ ଏଥିରୁ ମୁକୁଳିବା କାଠିକର ପାଠ। ତଥାପି କୁସଙ୍ଗରେ ପଡ଼ି ଯୁବପିଢ଼ି ଏଭଳି ଘାତକ ନିଶା ସେବନ କରୁଛନ୍ତି। ଏହାଦ୍ୱାରା ସେମାନେ କେବଳ ଅର୍ଥନୈତିକ ଅଧଃତନକୁ ଆମନ୍ତ୍ରଣ କରୁନାହାନ୍ତି,...
ପ୍ଲଟ୍ ଦେବା ନାଁରେ ୧୫ ଲକ୍ଷ ଠକେଇ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କୁ ଏକ ବିଲ୍ଡର ସଂସ୍ଥା ପ୍ଲଟ ଦେବାକୁ କହି ୧୫ ଲକ୍ଷରୁ ଊଦ୍ଧର୍ବ ଟଙ୍କା ଠକେଇ କରିଛି। ଠକେଇ ଅଭିଯୋଗର ଦୀର୍ଘ ୪ ବର୍ଷ ପରେ ମଞ୍ଚେଶ୍ୱର ଥାନା ପୋଲିସ ବିଲ୍ଡର ସଂସ୍ଥାର ଏମ୍ଡିଙ୍କୁ ଗିରଫ କରି...
ଅପହୃତା ନାବାଳିକାଙ୍କୁ ଖୋଜୁନି ପୋଲିସ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ନାବାଳିକା ଝିଅକୁ ଅପହରଣ କରାଯାଇଥିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି ବିଧବା ମା’। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିଥିଲେ ମଧ୍ୟ ତଦନ୍ତ ନ କରି ଚୁପ୍ ବସିଛି। ମହିଳା ଜଣକ ୨ ମାସ ହେବ...
ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍ଏମ୍ଆର୍ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ ୩୬୧ ଜଣଙ୍କ ନମୁନା ପରୀକ୍ଷଣ କରାଯାଇଥିଲା। ରିପୋର୍ଟ ଅନୁଯାୟୀ କରୋନା ଟିକାର ୨ଟି...
ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ୧୯୭୫ ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଦ୍ୱାରା ଦେଶରେ ଜାରି ଜରୁରିକାଳୀନ ପରିସ୍ଥିତିକୁ କେବେ କ୍ଷମା ଦିଆଯାଇପାରିବନି। ରାଜ୍ୟ ଭାଜପା ଭୁବନେଶ୍ୱର ସାଂଗଠନିକ ଜିଲା ପକ୍ଷରୁ ‘ଜରୁରିକାଳୀନ ପରିସ୍ଥିତି’କୁ ନେଇ ଭିଡିଓ କନଫରେନ୍ସିଂ ଜରିଆରେ...
ପାନ୍-ଆଧାର ଲିଙ୍କ୍ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି
ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍ ସହ ଆଧାର ଲିଙ୍କ୍ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ ପାନ୍ ସହ ଆଧାର ସଂଯୋଗ କରାଇବା ଲାଗି ଆଶ୍ୱସ୍ତି ପାଇଛନ୍ତି। ଏହାବାଦ ଲୋକଙ୍କ...