ଦୋକାନରୁ ଚୋରି କରୁଥିବା ବେଳେ ୨ଜଣଙ୍କୁ ଗିରଫ କଲା ପୋଲିସ
ପାଟଣା,୧୯।୬(ସ୍ବ.ପ୍ର.): କରୋନା ଲକ୍ଡାଉନ ସମୟରେ ବଢ଼ୁଛି କ୍ରାଇମ୍। କାମଧନ୍ଦା ଅଭାବରୁ ଲୋକମାନେ ଭୁଲ୍ ବାଟକୁ ଆପଣାଉଛନ୍ତି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ପଡିଆପଶିରେ। ପଡିଆପଶି ଛକରେ ଥିବା ଏକ ଭେରାଇଟି ଷ୍ଟୋରରୁ...
ସହାୟତାର ହାତ ବଢ଼ାଇଲା ଶତ୍ରୁ…
ଜେରୁଜେଲମ୍୍,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍ ଏବଂ ଇସ୍ରାଏଲ୍ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ ଜାରି ରହିଛି। ତେବେ ଏବେ କରୋନା ମହାମାରୀ ସଂକ୍ରମଣ ସମୟରେ ପାଲେଷ୍ଟାଇନ୍କୁ ୧୪...
ବାଲି ଲୁଟ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ/କୋରେଇ/ପାଣିକୋଇଲି(ଡି.ଏନ.ଏ.),୧୯।୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ବେଆଇନ ବାଲି ଖାଦାନ ଅଭିଯୋଗ ସଂକ୍ରାନ୍ତରେ ଏନ୍ଜିଟି(ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ)ଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ତଦନ୍ତ ହୋଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର,...
ନୟାପଲ୍ଲୀ ଶ୍ମଶାନ, ଖେଳପଡ଼ିଆକୁ ନେଇ ମୁହାଁମୁହିଁ
ଭୁବନେଶ୍ୱର,୧୯।୬: ବିଏମ୍ସି ଓ୍ବାର୍ଡ ନଂ.୩୭ରେ ଥିବା ନୟାପଲ୍ଲୀ ଶ୍ମଶାନ ଓ ଖେଳ ପଡ଼ିଆ ସତ୍ତା ହରାଇବାକୁ ବସିଛି। କଳିିଙ୍ଗ ଷ୍ଟାଡିୟମର ସମ୍ପ୍ରସାରଣ ଓ ବିକାଶମୂଳକ କାର୍ଯ୍ୟ ପାଇଁ ଷ୍ଟାଡିୟମ ପ୍ରଶାସନ ଶୁକ୍ରବାର ଉକ୍ତ ଜମିକୁ ଦଖଲ କରିବାକୁ ଆସିଥିବାବେଳେ ବେହେରାସାହି,...
ଏହି ଅଭିନେତ୍ରୀଙ୍କ ସହ ବଳାତ୍କାର ସିନ୍ ଶୁଟିଂ କରିବାକୁ ସିଧାସିଧା ମନା କରିଦେଇଥିଲେ ଖଳନାୟକ, କାରଣ ଜାଣିଲେ
୮୦ ଦଶକରେ ଫିଲ୍ମକୁ ଦର୍ଶକ ବହୁତ ପସନ୍ଦ କରୁଥିଲେ। ସେହି ସମୟରେ ଏପରି ଅନେକ ଫିଲ୍ମ ଥିଲା ଯେଉଁଥିରେ ଅଭିନେତା ନୁହନ୍ତି ବରଂ ଅଭିନେତ୍ରୀ ଲିଡ୍ ରୋଲ ନେଉଥିଲେ। ଏଥି ସହିତ, ଚଳଚ୍ଚିତ୍ରରେ ଭିଲେନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା...
୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍ଏସିରେ ସୋମବାରରୁ ଆରମ୍ଭ ହେବ
ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ ହେଲା ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି, ପୋଲସରା ଏନ୍ଏସି, ଜଗତ୍ସିଂହପୁରର ପାରାଦୀପ ମ୍ୟୁନିସିପାଲିଟି,...
‘ଥ୍ରୀ ଇଡିଅଟ୍ସ’ର ଏହି ଦୃଶ୍ୟ ଲାଗି ମଦ୍ୟପାନ କରିଥିଲେ କଳାକାର; ଆମିର ଦେଇଥିଲେ…
ବମ୍ବେ: ଚଳଚ୍ଚିତ୍ରରେ କଳାକାରଙ୍କ ନିଖୁଣ ଅଭିନୟ ଦର୍ଶକକୁ ବାନ୍ଧି ରଖେ। ଏଥିପାଇଁ ତ କିଛି ଦୃଶ୍ୟ କନ୍ଦାଏ ତ କିଛି ହସିବାକୁ ବାଧ୍ୟ କରେ। ସେଭଳି ଏକ ଫିଲ୍ମ ଥିଲା ରାଜକୁମାର ହିରାନୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ଥ୍ରୀ ଇଡିଅଟ୍ସ’ ଚଳଚ୍ଚିତ୍ର।...
ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ: ଆଇଏମ୍ଏ କଟକ ଶାଖା ପକ୍ଷରୁ ଧାରଣା
କଟକ ଅଫିସ, ୧୯।୬: କରୋନା ସମୟରେ ଡାକ୍ତରମାନେ କୋଭିଡ୍ ଯୋଦ୍ଧା ଭାବେ ରୋଗୀଙ୍କ ସେବା ଜାରି ରଖିଛନ୍ତି। ମାତ୍ର ଏଭଳି ସ୍ଥିତିରେ ଡାକ୍ତରମାନଙ୍କ ପ୍ରତି ହିଂସାତ୍ମକ ବ୍ୟବହାର କରାଯାଉଛି। ଏପରି ଅଶୋଭନୀୟ କାର୍ଯ୍ୟ ରୋକିବା ପାଇଁ ଦୃଢ଼ ନିୟମ ପ୍ରଣୟନ...
୧୫୦ କୋଟି ବର୍ଷ ତଳେ ସମୁଦ୍ରରେ ବୁଡ଼ି ରହିଥିଲା ବଲିଉଡ୍…
ମୁମ୍ବାଇ,୧୯।୬: ମହାରାଷ୍ଟ୍ରର ରାଜଧାନୀ ତଥା ବଲିଉଡ୍ ମୁମ୍ବାଇର ଆଖପାଖ ଅଞ୍ଚଳ ଦିନେ ସମୁଦ୍ର ତଳେ ବୁଡ଼ି ରହିଥିଲା। ମିଳିଥିବା କେତେକ ଜୀବାଶ୍ମରୁ ଏହା ଜଣାପଡ଼ିଛି। ମୁମ୍ବାଇ ନିକଟରେ ଥିବା ୟବତମାଲ ଜିଲାର ବଡ଼ ବଡ଼ ପାହାଡ଼ ଦିନେ ସମୁଦ୍ର ତଳେ...
ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍
କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍। ଏହି ଡ୍ରୋନ୍କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି ଡ୍ରୋନ୍ସ ଏବଂ ଖପୁରିଆ ଆଇଟିଆଇ ସହଯୋଗରେ ଏହି ଡ୍ରୋନ ପ୍ରସ୍ତୁତ କରାଯାଇଛି। ଆଇଟିଆଇର...