ହାକୁଟିକୁ ଅଣଦେଖା କରୁଛନ୍ତି କି….
ସାଧାରଣତଃ ଖାଇବା ପରେ ପ୍ରାୟ ଲୋକଙ୍କୁ ହାକୁଟି ଦେଇଥାଏ। ଆଉ ଏହା ଏକ ସାଧାରଣ ସମସ୍ୟା ହୋଇଥାଏ। ମାତ୍ର ଦିନ ସାରା ଯଦି ଏହି ପ୍ରକ୍ରିୟା ଲାଗି ରହେ ତେବେ ଏହା ଅନେକ ଅନେକ ରୋଗର ସଙ୍କେତ ଦେଇଥାଏ।...
ରାଜଧାନୀରୁ ୬୦ ଲକ୍ଷର ବ୍ରାଉନସୁଗାର ଜବତ
ଭୁବନେଶ୍ୱର,୧୯।୬(ବ୍ୟୁରୋ): କରୋନା କଟକଣା ଭିତରେ ରାଜ୍ୟରେ ବେଧଡ଼କ ଚାଲିଛି ନିଶା କାରବାର। ବିଶେଷକରି ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟ ବାଲେଶ୍ୱରରୁ ଭୁବନେଶ୍ୱର ଲମ୍ବିଛି। କିଛି ଦିନର ବ୍ୟବଧାନ ପରେ ପୁଣି ରାଜଧାନୀରୁ ବିପୁଳ ବ୍ରାଉନସୁଗାର ଜବତ ହୋଇଛି। ବଡଗଡ ଥାନା...
ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟିମ୍
ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଖୋଳତାଡ଼ କରୁଛି। ଗୁରୁବାର ଔଷଧ ଜବତ ହୋଇଥିବା ସଂସ୍ଥାର ମାଲିକଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାବେଳେ ଶୁକ୍ରବାର ଏସ୍ଟିଏଫ୍ର...
ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ କୋଭିଡ୍-୧୯ ଟିକାର ଦୁଇଟି ଡୋଜ୍ ନେବା ବାଧ୍ୟତାମୂଳକ କରାଯାଇଛି। ସମସ୍ତ ବିଭାଗ, ବିଭାଗୀୟ...
ନିଜ ବିବାହରେ କ୍ୟାମେରାମ୍ୟାନ୍ ପାଲଟିଲେ ବର; କନ୍ୟାଙ୍କ ଏଭଳି ଫଟୋଶୁଟ୍ କଲେ ଯେ ଭିଡିଓ ହେଉଛି…
ନୂଆଦିଲ୍ଲୀ: ଆପଣ କେବେ ଦେଖିଛନ୍ତି କି ଶୁଣିଛନ୍ତି ଯେ ବର ନିଜ ବିବାହରେ ନିଜେ ଫଟୋଶୁଟ୍ କରୁଛନ୍ତି। ଉତ୍ତର ବୋଧହୁଏ ନା ହେବ। ହେଲେ ଇନ୍ଷ୍ଟାଗ୍ରାମରେ ଏଭଳି ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ବର ନିଜେ କନ୍ୟାଙ୍କ ଫଟୋ...
ସରକାର ଲୁଚାଉଛନ୍ତି କୋଭିଡ୍ ମୃତ୍ୟୁ ସଂଖ୍ୟା
କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି। ତେଣୁ ଏହାର ସ୍ବତନ୍ତ୍ର ଅଡିଟ କରାଯିବାକୁ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା...
ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ
ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍ବୁଲ୍ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ଗତ ମେ ୨୧ରେ ତହସିଲଦାର ବେହେରା ନିଜ ଭାଇ ବାହାଘର...
ଜେଲରୁ ବାହାରିଲେ ଅଭୟକାନ୍ତ ପାଠକ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗିରଫ ହେବାର ଦୀର୍ଘ ୬ମାସ ପରେ ଶୁକ୍ରବାର ଜେଲରୁ ମୁକୁଳିଛନ୍ତି ଆଇଏଫ୍ଏସ୍ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ସ୍କାଏ କିଙ୍ଗ୍ ଟ୍ରାଭେଲ୍ସରେ ଠକେଇ ଓ ଟାଟା ମୋଟର୍ସରେ ଚାକିରି...
୮ ଜିଲାରେ ଅକ୍ସିଜେନ୍ ପ୍ଲାଣ୍ଟ ଶିଳାନ୍ୟାସ
ଭୁବନେଶ୍ୱର, ୧୯।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ରାଜ୍ୟର ୮ ଜିଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍ଘାଟନ କରିବା ସହ ତରଳ ମେଡିକାଲ ଅକ୍ସିଜେନ୍ (ଏଲ୍ଏମ୍ଓ) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ...
କାନାଡା ସୁପ୍ରିମକୋର୍ଟରେ ଭାରତୀୟ ବଂଶୋଦ୍ଭବ
ଭାରତୀୟ ବଂଶୋଦ୍ଭବ ବିଚାରପତି ମହମଦ ଜମାଲ ପ୍ରଥମ ଅଣଶ୍ୱେତାଙ୍ଗ ଭାବେ କାନାଡା ସୁପ୍ରିମକୋର୍ଟକୁ ମନୋନୀତ ହୋଇଛନ୍ତି। ୨୦୧୯ରୁ ଓଣ୍ଟାରିଓସ୍ଥିତ କୋର୍ଟ ଅଫ୍ ଅପିଲ୍ର ବିଚାରପତି ଥିବା ଜମାଲଙ୍କୁ ସର୍ବୋଚ୍ଚ ଅଦାଲତକୁ ପଦୋନ୍ନତି ଦିଆଯାଇଛି। ୧୯୬୭ରେ ନାଇରୋବିରେ ଜଷ୍ଟିସ୍ ଜମାଲଙ୍କ ଜନ୍ମ।...