ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଲଢ଼େଇ: ଜାଣନ୍ତୁ କେବେ, କେଉଁଠି ଦେଖିବେ ଏହି ହାଇପ୍ରୋଫାଇଲ ମ୍ୟାଚ୍
ସାଉଥାମ୍ପଟନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲର ହାଇପ୍ରୋଫାଇଲ ମ୍ୟାଚ୍ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମୁକାବିଲା ଯିଏ ଜିତିବ ସେ ପ୍ରଥମ ଟେଷ୍ଟ ଚାମ୍ପିୟନ ହେବାର ଗୌରବ ଲାଭ କରିବାକୁ ଥିବାରୁ ଏହା ଉଭୟଦଳ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ଏହା ଉପରେ...
ଶୁଭେନ୍ଦୁଙ୍କଠାରୁ ହାର୍ ମାନିବାକୁ ପ୍ରସ୍ତୁତ ନାହାନ୍ତି ଦିଦି: ଜୁନ୍ ୨୪ ଶୁଣାଣି
କୋଲକତା,୧୮।୬: ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ହାରିଯାଇଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପରେ ସେ ଶୁଭେନ୍ଦୁ ଅଧିକାରୀଙ୍କ ବିଜୟ ବିରୋଧରେ କଲିକତା ହାଇକୋର୍ଟରେ ପହଞ୍ଚିଛନ୍ତି। ନନ୍ଦୀଗ୍ରାମରେ ସମଗ୍ର ନିର୍ବାଚନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି...
ପ୍ରଥମଥର ଏପରି କରିବାକୁ ଯାଉଛନ୍ତି ସଲମାନ ଖାନ୍
ବଲିଉଡ୍ର ଦବଙ୍ଗ ଷ୍ଟାର୍ ସଲମାନ ଖାନ ତାଙ୍କର ୩୨ ବର୍ଷର କ୍ୟାରିୟରରେ ପ୍ରଥମ ଥର ପାଇଁ ଏମିତି ଏକ ଫିଲ୍ମ କରିବାକୁ ଯାଉଛନ୍ତି, ଯାହା ସେ ପୂର୍ବରୁ କରିନାହାଁନ୍ତି । ପ୍ରଥମ ଥର ପାଇଁ ସେ ଏକ ବାୟୋପିକ ଫିଲ୍ମ...
ସାବ୍ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ
ମୁମ୍ବାଇ,୧୮।୬: ଟେଲି ସିରିୟଲ୍ର ପପୁଲାର ଶୋ’କ୍ରାଇମ୍ ପେଟ୍ରୋଲ ଓ ସାବ୍ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ ୨୫ବର୍ଷୀୟ ଅଭିନେତ୍ରୀ ସୁରଭି ସୁରେନ୍ଦ୍ର ଶ୍ରୀବାସ୍ତବ ଓ ୧୯ ବର୍ଷୀୟ ମୋସିନା ମୁଖତାର...
ଆଉ ଏକ ମହାଅଭିଯାନ କଲେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ମହାଅଭିଯାନ ଆରମ୍ଭ କରିଛନ୍ତି। ୨୬ଟି ରାଜ୍ୟର ୧୧୧ଟି ତାଲିମ କେନ୍ଦ୍ରରୁ କରୋନା ସ୍ବାସ୍ଥ୍ୟସେବା ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ ଏକ ସ୍ବତନ୍ତ୍ର ପ୍ରଶିକ୍ଷଣ ତାଲିମ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି କାର୍ଯ୍ୟକ୍ରମ...
ଝିଅଙ୍କୁ ମା’ ଦେଲେ ଏମିତି ଇଞ୍ଜେକ୍ସନ, କାରଣ ଜାଣିଲେ…
ଲଣ୍ଡନ,୧୮ା୬: ବ୍ରିଟେନର ଏକ ରିୟାଲିଟି ଟିଭି ଶୋ’ ବର୍ତ୍ତମାନ ଚର୍ଚ୍ଚାରେ ରହିଛି। ଅସମଡାଡ୍ ନାମକ ଏହି ଶୋ’ର ତୃତୀୟ ସିଜନ ଆରମ୍ଭ ହୋଇଛି। ତେବେ ଏହାର ବିଷୟବସ୍ତୁକୁ ନେଇ ଶୋ’ଟି ବିବାଦୀୟ ହୋଇଛି। ଏହି ଶୋ’ରେ ମା’ ଏବଂ ଝିଅଙ୍କ...
ଫାଇନାଲରେ ଏହିସବୁ ‘ବିରାଟ’ ରେକର୍ଡ ଭାଙ୍ଗିପାରନ୍ତି କୋହଲି
ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅନେକ ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି। ଶୁକ୍ରବାର ଲଣ୍ଡନରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍ ଖେଳିବା ମାତ୍ରେ ସର୍ବାଧିକ ଟେଷ୍ଟ ମ୍ୟାଚରେ ଭାରତର ନେତୃତ୍ୱ ନେଇଥିବା ଅଧିନାୟକ...
ଫାଇନାଲ ପୂର୍ବରୁ ଏମିତି କହିଲେ ନ୍ୟୁଜିଲାଣ୍ଡ ଅଧିନାୟକ: ସମସ୍ତେ କରିବେ ପ୍ରଶଂସା
ଲଣ୍ଡନ,୧୮।୬: ନ୍ୟୁଜିଲାଣ୍ଡର ଅଧିନାୟକ କେନ ୱିଲିୟମସନ ଜଣେ ଭଲ ବ୍ୟାଟ୍ସମ୍ୟାନ ତଥା ଜଣେ ଚମତ୍କାର ବ୍ୟକ୍ତି। ଡବ୍ଲୁଟିସି ଫାଇନାଲ ପୂର୍ବରୁ, କେନ ୱିଲିୟମ୍ସନ ପୁଣି ଥରେ ଏହି କଥାକୁ ପ୍ରମାଣିତ କରିଛନ୍ତି । ସେ କହିଛନ୍ତି ଯେ ଯଦିଓ ତାଙ୍କ...
ଦଳ ଛାଡିଲେ ଆଉ ଜଣେ କଂଗ୍ରେସ ନେତା: ରାହୁଲଙ୍କୁ କଲେ ଟାର୍ଗେଟ
ଗୁଆହାଟୀ,୧୮।୬: କଂଗ୍ରେସରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଯୁବ ନେତା ସବୁ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି। ଏବେ ଆସାମ ବିଧାୟକ ରୂପଜ୍ୟୋତି କୁର୍ମି ଦଳ ଛାଡିବାକୁ ଘୋଷଣା କରିଛନ୍ତି। ଦଳ ଛାଡିବା ପରେ ସେ ଅଭିଯୋଗ...
କମୁନି ଲୋକପ୍ରିୟତା: ୧୩ଟି ଦେଶର ମୁଖ୍ୟଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପସନ୍ଦର ନେତା ହେଲେ ମୋଦି
ନୂଆଦିଲ୍ଲୀ,୧୮।୬: କରୋନା କାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଅଧିକ ଲୋକପ୍ରିୟ ନେତାଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ଅଛନ୍ତି। ଆମେରିକାର ଡାଟା ଇଣ୍ଟେଲିଜେନ୍ସ ଫାର୍ମ ମର୍ନିଂ କନ୍ସଲ୍ଟ ଦ୍ୱାରା କରାଯାଇଥିବା ଏକ ସର୍ଭେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...