ଫୁଟୁଥିବା ଗରମ ପାଣିରେ ୩ କିଲୋ ଚିନି ମିଶାଇ ଶୋଇଥିବା ସ୍ବାମୀଙ୍କ ଉପରେ ଢାଳିଦେଲେ ସ୍ତ୍ରୀ, ଆଉ ତା’ ପରେ…
ଲଣ୍ଡନ,୧୮।୬: ଇଂଲଣ୍ଡର ଜଣେ ୫୯ ବର୍ଷୀୟା ମହିଳା ୮୧ ବର୍ଷୀୟ ବୃଦ୍ଧ ସ୍ବାମୀଙ୍କ ଉପରେ ଫୁଟୁଥିବା ଗରମ ପାଣିରେ ଚିନି ମିଶାଇ ଢାଳି ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ଏହି ମହିଳାଙ୍କ ନାମ କୋରିନା ବେସ୍। ସ୍ବାମୀଙ୍କ ସହ ୩୮...
ସୋସିଆଲ ମିଡିଆକୁ ଟାର୍ଗେଟ
ନୂଆଦିଲ୍ଲୀ,୧୮ା୬:ଗଣମାଧ୍ୟମର ସ୍ବାଧୀନତା ପାଇଁ ଲଢ଼ୁଥିବା ରିପୋଟର୍ସ ଓ୍ବିଦାଉଟ୍ ବର୍ଡର୍ସ (ଆର୍ଏସ୍ଏଫ୍) ମତରେ ବିଶ୍ୱ ପ୍ରେସ୍ ଫ୍ରିଡମ୍ ସୂଚକାଙ୍କରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୪୨। ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ସଂଖ୍ୟାଲଘୁ ବୃଦ୍ଧଙ୍କ ଉପରେ ଆକ୍ରମଣର ରିପୋର୍ଟିଂ କରିଥିବା...
ବଣର ରାଜା ହୋଇ ସୁଦ୍ଧା ଏହି ସାମାନ୍ୟ ପ୍ରାଣୀକୁ ଡ଼ରିଯାଉଛି ସିଂହ, ଭିଡିଓ ଭାଇରାଲ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ...
ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ
ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି। ଗତ ୩ ଦିନ ହେଲା ଯେଉଁଭଳି ଗହଳି ଲାଗି ରହିଛି, ତାହା ଜାରି...
ସ୍ବିସ୍ ବ୍ୟାଙ୍କ୍ରେ ୨୦ ହଜାର କୋଟି ଟପିଲା ଭାରତୀୟଙ୍କ ଜମାରାଶି
ନୂଆଦିଲ୍ଲୀ,୧୭।୬: ସ୍ବିସ୍ ବ୍ୟାଙ୍କରେ ଗଚ୍ଛିତ ଥିବା ଭାରତୀୟଙ୍କ ଜମାରାଶି ୨୦୨୦ ବର୍ଷ ସୁଦ୍ଧା ୨୦,୭୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଏଥିରେ ଦେଶର ବ୍ୟକ୍ତିବିଶେଷ ଓ ଫାର୍ମ କମ୍ପାନୀଙ୍କ ଆକାଉଣ୍ଟରେ ଥିବା ଅର୍ଥ ମଧ୍ୟ ସାମିଲ ରହିଛି। ସୁଇଜରଲାଣ୍ଡର ସେଣ୍ଟ୍ରାଲ...
ଆଝାରୁଦ୍ଦିନଙ୍କୁ ସସ୍ପେଣ୍ଡ କଲା ଏଚ୍ସିଏ ଆପେକ୍ସ କାଉନ୍ସିଲ
ହାଇଦ୍ରାବାଦ, ୧୭ା୬- ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍ସିଏ)ର ଆପେକ୍ସ କାଉନ୍ସିଲ ଏହାର ସଭାପତି ତଥା ଭାରତର ପୂର୍ବତନ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କୁ ସସ୍ପେଣ୍ଡ କରିଛି। ସେ କ୍ରିକେଟ ଆସୋସିଏଶନର ସମ୍ବିଧାନ ଉଲ୍ଲଂଘନ କରିଛନ୍ତି। ତାଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ...
ମିଳିଲା ତୃତୀୟ ବୃହତ୍ ହୀରା
ଗାବୋରୋନେ,୧୭।୬: ଦକ୍ଷିଣ ଆଫ୍ରିକୀୟ ଦେଶ ବୋଟ୍ସ୍ବାନାରେ ମିଳିଛି ବିଶ୍ୱର ୩ ବୃହତ୍ତମ ହୀରା। ଏପର୍ଯ୍ୟନ୍ତ ଏହାର ନାମକରଣ ହୋଇ ନାହିଁ। ୧,୦୯୮ କ୍ୟାରେଟ୍ର ଏହି ହୀରା ଆଙ୍ଗ୍ଲୋ ଆମେରିକୀୟ ଡେ ବିୟର୍ସ ଏବଂ ବୋଟ୍ସ୍ବାନା ସରକାରଙ୍କ ମିଳିତ ଉଦ୍ୟମରେ ମିଳିଛି।...
ଛେଳିର ଅନ୍ତ୍ୟେଷ୍ଟିକ୍ରିୟା
ପାଟଣା,୧୭ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ଅଧୀନ ତେନ୍ତେଳା ଗ୍ରାମରେ ବୁଧବାର ପ୍ରାଣୀ ଓ ମଣିଷ ଭିତରେ ଥିବା ଅନାବିଳ ସମ୍ପର୍କ ଦେଖିବାକୁ ମିଳିଛି। ପୁଅ ଭଳି ପାଳି ଆସିଥିବା ଖାସି ଛେଳି ‘ମାତାଲ’ର ମୃତ୍ୟୁରେ ମ୍ରିୟମାଣ...
ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ
ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ ହୁଳହୁଳିରେ ଉଛୁଳି ପଡିଥିଲା ଶୈବପୀଠ। ପାରମ୍ପରିକ ରୀତିନୀତି ଅନୁସାରେ ଗୋଧୂଳି ଲଗ୍ନରେ ଦେବଦମ୍ପତି...
କାର୍ରୁ ମିଳିଲା ୪୩ କେଜି ସୁନା ବିସ୍କୁଟ୍
ନୂଆଦିଲ୍ଲୀ,୧୭।୬: ମଣିପୁର ଇମ୍ଫାଲରେ ରାଜସ୍ବ ଅଧିକାରୀଙ୍କ ଚଢ଼ାଉବେଳେ ଗୋଟିଏ କାର୍ରୁ ଜବତ ହୋଇଛି ୪୩ କେଜି ସୁନା ବିସ୍କୁଟ। ଏହାର ଆନୁମାନିକ ମୂଲ୍ୟ ୨୧ କୋଟି ଟଙ୍କା ହେବ। ଟିପ୍ ଅପ୍ ପାଇବା ପରେ ଇମ୍ଫାଲରେ କାରକୁ ଅଟକାଇଥିଲେ ରାଜସ୍ବ...