ଅଭୟ ପାଠକଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର,୧୭।୬: ବୈଦ୍ୟନାଥପୁର ଥାନା ମାମଲାର ବିଚାର କରି ଗୁରୁବାର ହାଇକୋର୍ଟ ପୂର୍ବତନ ଆଇଏଫ୍ଏସ୍ ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କା ଏବଂ ୨ ଜାମିନଦାରଙ୍କ ବଦଳରେ ଅଭୟଙ୍କୁ ଜାମିନ ମିଳିଛି। ଅଭୟଙ୍କ ଓକିଲ ପୀତାମ୍ବର ଆଚାର୍ଯ୍ୟ...
ଜାଡେଜା-ଅଶ୍ୱିନଙ୍କ ସହ ଖେଳିବାକୁ ପରାମର୍ଶ ଦେଲେ ମହାନ ଖେଳାଳି
ନୂଆଦିଲ୍ଲୀ,୧୭।୬: ଶେଷ ହେବାକୁ ଯାଉଛି ଅପେକ୍ଷା। ୟୁକେର ସାଉଥାମ୍ପଟନଠାରେ ଶୁକ୍ରବାର ଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଭାରତୀୟ ଦଳ ଦୁଇ ସ୍ପିନର (ରବିଚନ୍ଦ୍ରନ...
ଦମ୍ପତିଙ୍କୁ ନିଶା ସ୍ପ୍ରେ ଘରୁ ନେଇଗଲେ ଲକ୍ଷାଧିକ ଟଙ୍କା, ଆଉ ତା ପରେ
ବାଲେଶ୍ୱର ଅଫିସ,୧୭।୬: ବାଲେଶ୍ବର ଜିଲା ସୋର ଥାନା ବ୍ରାହ୍ମଣସାହି ଗାଁରେ ବୁଧବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। କେତେକ ଦୁର୍ବୃତ୍ତ ଘରେ ପଶି ପରିବାର ଲୋକଙ୍କୁ ନିଶା ଦ୍ରବ୍ୟ ସିଞ୍ଚି ମାରି ଅଚେତ କରାଇ ଦେଇ ୨୦ ଲକ୍ଷ ଟଙ୍କାର...
କୋଭିଡ ନିୟମ କଡାକଡି ପାଳନ ନିର୍ଦ୍ଦେଶ: ଚାଲିଚାଲି ଯାଇ ସ୍ଥିତି ପରଖିଲେ ଜିଲାପାଳ
ଛତ୍ରପୁର,୧୭।୬(ଡି.ଏନ୍.ଏ.): କରୋନା ମହାମାରୀ ନେଇ ଲକ୍ଡାଉନ୍ ଉଠି ନ ଥିବା ବେଳେ କଟକଣା କୋହଳ ହୋଇଛି। ଏଣୁ ସମସ୍ତେ କୋଭିଡ ନିୟମ ମାନିବାକୁ ବାଧ୍ୟତାମୂଳକ ଏହାକୁ କଡାକଡି ଭାବେ ଏନ୍ଫୋର୍ସମେଣ୍ଟ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ...
କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍: ପୁଣି ଗଞ୍ଜାମରୁ ୩ ଜୀବନ ନେଲା
ଛତ୍ରପୁର,୧୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ବ୍ରେକ ଲାଗୁନି। ପୁଣି ଜିଲାର ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲାରୁ ୬୧ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ...
ଲକ୍ଡାଉନ୍ ନିୟମ ଉଲ୍ଲଙ୍ଘନ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଛତ୍ରପୁର,୧୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଲକ୍ଡାଉନ୍ ନିୟମ ଉଲ୍ଲଙ୍ଘନ ହୋଇଥିବା ଦେଖିବାକୁ ମିଳିଛି । ଏନେଇ ଛତ୍ରପୁର ଏନ୍ଏସି କର୍ତ୍ତୃପକ୍ଷ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଛତ୍ରପୁର ଅରବିନ୍ଦ ସ୍କୁଲ ନିକଟରେ ଥିବା ଟୁର ଆଣ୍ଡ ଟ୍ରାଭେଲସ ଦୋକାନୀ କରୋନା...
ବୋଲ୍ଡ ନଜରରେ ଏହି ଅଭିନେତ୍ରୀଙ୍କ ଝିଅ, ଭାଇରାଲ ହେଉଛି ଫଟୋ
ମୁମ୍ବାଇ ପ୍ରସିଦ୍ଧ ଟିଭି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ ତିଓ୍ବାରୀ ତାଙ୍କର ହଟ୍ ଏବଂ ସିଙ୍ଗଲ ଫଟୋ ପାଇଁ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ପଲକଙ୍କ ଇନ୍ଷ୍ଟାଗ୍ରାମରେ ଲୋକମାନଙ୍କର ସ୍ବତନ୍ତ୍ର ଦୃଷ୍ଟି ରହିଥାଏ। ତେଣୁ ଯେତେବେଳେ ସେ ତାଙ୍କ...
ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ
ନୂଆଦିଲ୍ଲୀ,୧୭।୬: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି ଅଛନ୍ତି ଯେଉଁମାନେ ଅନେକ ଥର ବିନା କୌଣସି ରନ୍ କରି ଆଉଟ୍ ହୋଇଛନ୍ତି।...
ଆଉ ଲୋଡ଼ା ୪୬ ରନ୍; ଏହି ସ୍ବତନ୍ତ୍ର କ୍ଲବରେ ସାମିଲ ହେବେ ଜାଡେଜା, ଅଲରାଉଣ୍ଡର ଭାବେ…
ନୂଆଦିଲ୍ଲୀ,୧୭।୬: କ୍ରିକେଟ ଫର୍ମାଟରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜ ଖେଳକୁ ଅଧିକ ଉନ୍ନତ କରିଛନ୍ତି। ବାମହାତୀ ସ୍ପିନ୍ ସହ ନିମ୍ନ କ୍ରମରେ ଆସି ରନ୍ ଯୋଡ଼ିବାର କ୍ଷମତା ଥିବା ଏହି ଅଲରାଉଣ୍ଡର ବର୍ତ୍ତମାନ ତାଙ୍କ ବ୍ୟାଟିଂରେ ଏକ ବଡ଼ ପରିବର୍ତ୍ତନ...
ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…
ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର ବାହାଦୂରଗଡ଼ ଅଞ୍ଚଳରେ ଘଟିଛି। ଜଣେ ୭ ବର୍ଷ ବାଳକଙ୍କୁ ଟାଇଫଏଡ୍ ହୋଇଥିଲା। ସେ...