ସ୍କେଟିଂରେ ସଚେତନତା
ଲକ୍ଷ୍ନୌ: ଶାଢ଼ି ପିନ୍ଧି ସ୍କେଟିଂ କରି ଗାଁ ଦାଣ୍ଡରେ ଲୋକଙ୍କୁ ଟିକା ନେବା ପାଇଁ ପ୍ରବର୍ତ୍ତାଉଛନ୍ତି ଶ୍ରୀଗୁପ୍ତା। ଉତ୍ତରପ୍ରଦେଶ ସୀତାପୁରର ରାମକୋଟ ଗାଁରେ ରୁହନ୍ତି ୧୧ ବର୍ଷର ବାଳିକା ଶ୍ରୀଗୁପ୍ତା। ଏଇ ବୟସରେ ସେ ଶାଢ଼ି ପିନ୍ଧି ଗାଁର ଗଳିକନ୍ଦି...
୫ ଦେଶକୁ ଛୁଇଁନି କରୋନା
ନୂଆଦିଲ୍ଲୀ: ଦୀର୍ଘ ଦେଢ଼ ବର୍ଷରୁ ଅଧିକ ସମୟ ହେଲା କରୋନା କବଳରେ ପଡ଼ିଛି ପୃଥିବୀ। ଚାଇନାରୁ ଆରମ୍ଭ ହୋଇଥିବା ଏହି ଘାତକ ରୋଗରେ ଊଣା ଅଧିକେ ପ୍ରଭାବିତ ହୋଇଛନ୍ତି ଅଧିକାଂଶ ଦେଶ। ଆମେରିକା, ୟୁକେ ଭଳି ସୁଦୃଢ଼ ସ୍ବାସ୍ଥ୍ୟ ଭିତ୍ତିଭୂମି...
ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍ ଟିକାକରଣକୁ ପ୍ରାଧାନ୍ୟ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍ କୋଭିଶିଲ୍ଡ ଟିକାକରଣ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ କିମ୍ବା ଅତିରିକ୍ତ...
ସ୍ବମନ୍ଦିର ଫେରିଲେ ଦେବଦମ୍ପତି
ପୁରୁଣା ଭୁବନେଶ୍ୱର, ୧୭ା୬ (ଡି.ଏନ୍.ଏ.): ଶ୍ରୀଲିଙ୍ଗରାଜ ମହାଦେବଙ୍କ ବିବାହ ଉତ୍ସବ ଶେଷ ହେବା ପରେ ଶ୍ରୀଜୀଉ ବୁଧବାର ସ୍ବମନ୍ଦିର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏ ନେଇ ପ୍ରାତଃରୁ ମନ୍ଦିରରେ ଆଳତି ଅବକାଶ ସରିବା ପରେ କେଦାରଗୌରୀ ମନ୍ଦିରରେ ଶ୍ରୀଲିଙ୍ଗରାଜଙ୍କ ଆଳତି ଅବକାଶ...
ଏକ୍ମୋ ସପୋର୍ଟରେ ୧୦ରୁ ପ୍ରାୟ ୪ ଜଣ ବଞ୍ଚିଯାଇପାରନ୍ତି
ଭୁବନେଶ୍ୱର, ୧୭ା୬ (ବ୍ୟୁରୋ): କୋଭିଡ୍ ରୋଗୀଙ୍କ ପାଇଁ ଏବେ ଜୀବନ ରକ୍ଷକ ସାଜିଛି ଏକ୍ମୋ ମେଶିନ। କିନ୍ତୁ ରାଜ୍ୟରେ ଏହି ମେଶିନର ଅଭାବ ଥିବାରୁ ବହୁ ଗୁରୁତର ରୋଗୀ ରାଜ୍ୟ ବାହାରକୁ ଚିକିତ୍ସା ପାଇଁ ଯାଉଛନ୍ତି। ତେବେ ସବୁ ରୋଗୀ...
ବାଥ୍ରୁମ ସେଲ୍ଫି ଶେୟାର କଲେ ଏହି ଅଭିନେତ୍ରୀ, ଦର୍ଶକ ପଚାରିଲେ ଏମିତି ପ୍ରଶ୍ନ
ମୁମ୍ବାଇ: ଆଲିଆ ଭଟ୍ଟ ବଲିଉଡ୍ ଇଣ୍ଡଷ୍ଟ୍ରିର ଏମିତି ଜଣେ ଅଭିନେତ୍ରୀ ଯିଏକି ସୋସିଆଲ ମିଡିଆରେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କେବେ ତାଙ୍କ ପ୍ରେମିକ ରଣବୀର କପୁରଙ୍କୁ ନେଇ ହେଉ କିମ୍ବା ନିଜର ଫଟୋ ଏବଂ...
ଭିଡ଼ କଲେ, ବୋହିନେଲେ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ବାର ଅବାର ଯୋଗୁ ରଜରେ ଟିକେ ପାଟିରେ ଆମିଷ ବାଜି ନ ଥିଲା। ଶେଷ ରଜକୁ ଆମିଷ ବାର ପଡ଼ିଲା। ସୁଯୋଗ ହାତ ଛଡ଼ା ନ କରି ରାଜଧାନୀବାସୀ ରାତି ପାହିଛି କି ନାହିଁ ସିଧା ଆମିଷ...
ଡିଏପି ସାର ସବ୍ସିଡି ୭୦୦ ଟଙ୍କା ବୃଦ୍ଧି
ନୂଆଦିଲ୍ଲୀ,୧୭।୬: କେନ୍ଦ୍ର ସରକାର ଡିଏପି ସାର ଉପରେ ବ୍ୟାଗ୍ ପିଛା ସବ୍ସିଡିକୁ ୭୦୦ ଟଙ୍କା ବଢ଼ାଇଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ଏ ସଂକ୍ରାନ୍ତ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛି। ଏଭଳି ନିଷ୍ପତ୍ତି ଦ୍ୱାରା ରାଜକୋଷ ଉପରେ ଅତିରିକ୍ତ ୧୪,୭୭୫ କୋଟି ଟଙ୍କାର...
୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ତାଲିକାରେ ନାମ
ନୂଆଦିଲ୍ଲୀ,୧୬।୬: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ ସଂଯମତାର ରକ୍ଷା କରିବାକୁ ପଡ଼ିଥାଏ। ହେଲେ କିଛି ବ୍ୟାଟ୍ସମ୍ୟାନ୍ ଏଭଳି ଥାନ୍ତି,...
ଏମ୍କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ
ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି ଆଖି ରହିଛି। ଶିଶୁକନ୍ୟାଟି ମୃତ ଅବସ୍ଥାରେ ଜନ୍ମ ହୋଇଥିବା ଏମ୍କେସିଜି ମେଡିକାଲ ବରିଷ୍ଠ...