୩୫୦୦୦ ଟଙ୍କାର ବେଲ୍ଟ କିଣି ଆଣିଲେ ଝିଅ, ମା’ କହିଲେ…
ରାଞ୍ଚିର ଜଣେ ମହିଳାଙ୍କ ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି। ଅନୀତା ଗୁପ୍ତା ନାମକ ଜଣେ ମହିଳାଙ୍କ ଭିଡିଓ ଇନ୍ଷ୍ଟାଗ୍ରାମରେ ଶେୟାର ହୋଇଛି। ଏଥିରେ କ୍ୟାପଶନ ଲେଖାଯାଇଛି, ମୋ’ ଡିପିଏସ୍ ବେଲ୍ଟ, ଫିଚରିଂ ବିହାରି ମମ୍’। ଛବି...
ପେଟ୍ରୋଲ ୨୬, ଡିଜେଲ ୧୪ ପଇସା ବଢ଼ିଲା
ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗୋଟିଏ ଦିନର ବିରତି ପରେ ବୁଧବାର ପୁଣି ଥରେ ତେଲ ଦର ବୃଦ୍ଧି ହୋଇଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୨୬ ପଇସା ବଢ଼ି ୯୭.୪୨ ଟଙ୍କା ଏବଂ ଡିଜେଲ ୧୪ ପଇସା ଊର୍ଦ୍ଧ୍ୱରେ ରହି ୯୫.୨୫ଟଙ୍କାରେ...
ବାଲେଶ୍ୱରର ଜଣେ ବରିଷ୍ଠ ଶିକ୍ଷାବିତଙ୍କ ପରଲୋକ
ବାଲେଶ୍ବର ଅଫିସ,୧୭।୭: ବାଲେଶର ଜିଲାର ଜଣେ ବରିଷ୍ଠ ଶିକ୍ଷାବିତ ଓ ସତ୍ୟସାଇ ଇଞ୍ଜିନିୟରିଂ କଲେଜର ପରିଚାଳନା ନିର୍ଦ୍ଦେଶକ ତଥା ଯୁବ ନେତା ବେଣୁମାଧବ ପଣ୍ଡାଙ୍କ ପରଲୋକ ଘଟିଛି। ବୁଧବାର ରାତି ପ୍ରାୟ ୧୨ଟାରେ ତାଙ୍କର ହାଇଦ୍ରାବାଦ ସ୍ଥିତ ଏକ ଘରୋଇ...
କମୁଛିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୩୯ ଜୀବନ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ଗତ ୨୪ ଘଣ୍ଟାରେ ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗୁରୁବାର ରାଜ୍ୟରେ କରୋନାଜନିତ ୩୯ଜଣଙ୍କ ମୃତ୍ୟୁ ଘଟିଛି।...
ଚନ୍ଦନରେ ରହିଛି ଏସବୁ ଉପକାରୀ ଗୁଣ
ଅନିୟମିତ ଜୀବନଶୈଳୀ ସହ ପ୍ରଦୂଷିତ ବାୟୁମଣ୍ଡଳ ଯୋଗୁ ଆଜିକାଲି ଅଧିକାଂଶ ଲୋକଙ୍କ ତ୍ୱଚାରେ ସମସ୍ୟା ଦେଖାଦେଉଛି। ତେବେ ତ୍ୱଚା ପାଇଁ ଚନ୍ଦନ ସବୁଠୁ ଉପକାରୀ ବୋଲି ଆୟୁର୍ବେଦିକ୍ ଡାକ୍ତର କୁହନ୍ତି। ଏହା ତ୍ୱଚାକୁ ଥଣ୍ଡା ରଖିବା ସହ ତ୍ୱଚା ସମ୍ବନ୍ଧୀୟ...
ଗଛରେ ପିଟିହେଲା ପୋଲିସ ଭ୍ୟାନ୍
ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇଛି। ଘଟଣାସ୍ଥଳରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଗାଡ଼ିରେ ଥିବା...
ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ
କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ ପୁଅ ଦେବାଶିଷ ପାତ୍ର ଅଡୁଆରେ ପଡ଼ିଛନ୍ତି। ମାମଲା ଚପାଇ ଦେବା ପାଇଁ ପ୍ରତାରଣାର...
ରୋନାଲ୍ଡୋଙ୍କ ରେକର୍ଡ
ବୁଦାପେଷ୍ଟ,୧୬।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍ରେ ୩-୦ ଗୋଲ ବୃହତ୍ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ ଏହି ମ୍ୟାଚ୍ରେ ଦୁଇଟି ଗୋଲ ସ୍କୋର କରିଥିଲେ। ସେ ୮୭ତମ ମିନିଟ୍ରେ ପେନାଲ୍ଟି...
‘ମଦ ପାଇଁ ଟଙ୍କା ଦିଅ ନ ହେଲେ ଡେଇଁଲି’
ଝାରସୁଗୁଡ଼ା ଅଫିସ,୧୬ା୬: ଏକା ଜିଦ୍ ମଦ ପିଇବି। ମଦ ପାଇଁ ଟଙ୍କା ଦିଅ ନହେଲେ ଡେଇଁଲି। ଅଗ୍ନିଶମ କର୍ମୀଙ୍କ ଆଗରେ ଏଭଳି ସର୍ତ୍ତ ରଖିଥିଲେ ଟେଲିଫୋନ ଟାଓ୍ବାରରେ ଚଢ଼ିଥିବା ଝାରସୁଗୁଡ଼ା ସଦର ଥାନା ଏକାତାଳି ଗ୍ରାମର ଉଦ୍ଧବ ପଟେଲଙ୍କ ପୁଅ...
ପାସପୋର୍ଟ ନ ମିଳିବାରୁ କୋର୍ଟରେ ଅଭିନେତ୍ରୀ
ମୁମ୍ବାଇ,୧୬।୬: ମୁମ୍ବାଇ ପୋଲିସ ପକ୍ଷରୁ ଦାୟର କରାଯାଇଥିବା ଏଫ୍ଆଇଆର ଯୋଗୁ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ପାସପୋର୍ଟ ରିନ୍ୟୁ କରିବାକୁ ମନା କରି ଦେଇଛନ୍ତି ପାସପୋର୍ଟ କର୍ତ୍ତୃପକ୍ଷ। ଏହା ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି କଙ୍ଗନା। ଜଷ୍ଟିସ ପିବି ଭାରାଲେ...