ମୁଁ ସିଂହର ପୁଅ: ଚିରାଗ
ନୂଆଦିଲ୍ଲୀ, ୧୬।୬: ମୁଁ ଅସୁସ୍ଥ ଥିଲା ବେଳେ ମୋ ପଛରେ ଷଡ଼ଯନ୍ତ୍ର ଚାଲିଥିଲା। ଦଳରେ ଫାଟ ସୃଷ୍ଟି ହେବା ପରେ ପ୍ରଥମ ଥର ପାଇଁ ବୁଧବାର ଗଣମାଧ୍ୟମ ଆଗରେ ଏଭଳି ଦାବି କରିଛନ୍ତି ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ର ନେତା ଚିରାଗ...
ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ
ନୂଆଦିଲ୍ଲୀ,୧୬।୬: ବଳାତ୍କାର ପରେ ଛୁରା ମାରି ୬୨ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୩ ନିକଟସ୍ଥ ଦାଲୁପୁରା ଗ୍ରାମରେ ଘଟିଛି ଏଭଳି ବର୍ବର କାଣ୍ଡ। ଏହି ଘଟଣାରେ ବୃଦ୍ଧାଙ୍କ ପଡୋଶୀଙ୍କୁ ଗିରଫ କରିଛି...
ବରଗଡ଼ କୋଭିଡ୍ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ
ବରଗଡ଼ ଅଫିସ୍,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ବୁଧବାର ସୂଚନା ଦେଇଛନ୍ତି ।...
ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ
ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ କଙ୍ଗାରୁ କୋର୍ଟରେ ଦୋଷୀଙ୍କୁ ଦଣ୍ଡ ଦେଉଛନ୍ତି। ଏଭଳି ଏକ ଘଟଣା ଘଟିଛି ଝାରସୁଗୁଡ଼ା...
‘ଜୟ ଶ୍ରୀ ରାମ’ ନ କହିବାରୁ ମାଡ଼ ଘଟଣା, ମିଛ କହୁଛି ୟୁପି ପୋଲିସ
ନୂଆଦିଲ୍ଲୀ,୧୬।୬: ‘ଜୟଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଘଟଣା ବୁଧବାର ନୂଆ ମୋଡ଼ ନେଇଛି। ଟୁଇଟର ଓ ଜର୍ନାଲିଷ୍ଟ, କଂଗ୍ରେସ ନେତାଙ୍କ ସମେତ ୮ ଜଣଙ୍କ ବିରୋଧରେ ମିଥ୍ୟା ଖବର ପ୍ରଚାର ମାମଲା ଦାୟର କରିଛି...
ମହିଳାଙ୍କୁ ଧରା ପକାଇ ଦେଲା ସିସିଟିଭି
ନୂଆଦିଲ୍ଲୀ,୧୬।୬: ଜଣେ ମହିଳାଙ୍କୁ ଆକ୍ରମଣ କରି ମୋବାଇଲ ଛଡ଼ାଇବା ନେବା ଘଟଣାରେ ଦିଲ୍ଲୀ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ସିସିଟିଭି ଆଧାରରେ ଅଭିଯୁକ୍ତା ଜ୍ୟୋତିଙ୍କୁ ଧରିବାରେ ସଫଳ ହୋଇଛି ପୋଲିସ। दिल्ली के सुल्तानपुरी में...
ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ
ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍ଆଇଙ୍କୁ ଜଣେ ଜେଲ୍ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୯୪/୨୧) ରୁଜୁ କରି ସମ୍ପୃକ୍ତ ଜେଲ ଓ୍ବାର୍ଡରଙ୍କୁ ଅଟକ ରଖିଛି। ଅନ୍ୟପକ୍ଷେ...
ପିଏସଏଲରେ ମୁହାଁମୁହିଁ ହେଲେ ଦୁଇ ପାକିସ୍ତାନ ଖେଳାଳି
ଆବୁଧାବି,୧୬।୬: ଚଳିତ ପାକିସ୍ତାନ ସୁପର ଲିଗ୍ (ପିଏସ୍ଏଲ୍)ରେ ମଙ୍ଗଳବାର କୁଏଟା ଗ୍ଲାଡିଏଟର୍ସ ଓ ଲାହୋର କ୍ୱାଲାଣ୍ଡର୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ରେ ମୁହାଁମୁହିଁ ହୋଇଥିଲେ ପାକିସ୍ତାନର ଦୁଇ ଖେଳାଳି। ପୂର୍ବତନ ଅଧିନାୟକ ସର୍ଫରାଜ ଅହମ୍ମଦ ଓ ସ୍ପିଡ୍ ଷ୍ଟାର ଶାହିନ ଶାହ...
‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍ ଆକ୍ରାନ୍ତ’
ଭୁବନେଶ୍ୱର,୧୬।୬: କୋଭିଡ ସଂକ୍ରମଣରୁ ନେଗେଟିଭ୍ ହେଲାପରେ ମଧ୍ୟ ଲୋକଙ୍କ ଠାରେ ବିଭିନ୍ନ ଲକ୍ଷଣ ଦେଖାଦେଉଛି। ଲୋକେ ଦୀର୍ଘ ମିଆଦି କୋଭିଡ୍ ସମସ୍ୟାରେ ପୀଡିତ ହେଉଛନ୍ତି । ଏନେଇ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କୋଭିଡ ସଚେତନତା କାର୍ଯ୍ୟକ୍ରମରେ ବୁଧବାର କଟକ...
ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍ରେ ବଡ଼ ପରିବର୍ତ୍ତନ
ଦୁବାଇ,୧୬।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ। ପଛରେ ପଡ଼ି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ। ସେ ଏବେ ଦ୍ୱିିତୀୟ ସ୍ଥାନରେ ଥିବାବେଳେ ଭାରତୀୟ ଅଧିନାୟକ ବିରାଟ କୋହଲି ତାଲିକାର...