ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା: ୧୧୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ
ବଲିଉଡର ଜଣାଶୁଣା ଅଭିନେତା ତଥା ସମାଜସେବୀ ଚନ୍ଦ୍ରଶେଖର ବୈଦଙ୍କ ପରଲୋକ ଘଟିଛି। ବୟସ ସମ୍ବନ୍ଧୀୟ ସମସ୍ୟା ହେତୁ ଆଜି ସକାଳେ ଦେହାନ୍ତ ହୋଇଛି। ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା। ସେ ନିଜ କ୍ୟାରିୟରରେ ୧୧୦ରୁ ଅଧିକ ଚଳଚ୍ଚିତ୍ର କରିଛନ୍ତି।...
ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ
ହଲିଉଡ ଅଭିନେତ୍ରୀ ଲିସା ବାନେସଙ୍କ ପରଲୋକ ଘଟିଛି। ନ୍ୟୁୟର୍କ ସହରରେ ଘଟିଥିବା ଏକ ଦୁର୍ଘଟଣାରେ ସେ ଗୁରୁତର ଆହତ ହୋଇଥିଲେ, ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଲିଙ୍କନ ସେଣ୍ଟର ନିକଟରେ ଥିବା ମ୍ୟାନହଟନର ଉପର ପଶ୍ଚିମ...
ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ
ଚୌଦାର ,୧୬।୬(ଡ଼ି.ଏନ.ଏ):- ୧୬ନଂ ଜାତୀୟ ରାଜପଥ ମଙ୍ଗୁଳି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ମଙ୍ଗୁଳି ଛକ ରଶ୍ମି ମୋଟର ନିକଟରେ ଆଗରୁ...
ବମ୍ବେର ଟ୍ରକ୍ ଡ୍ରାଇଭରଙ୍କ କଲୋନୀରେ ରହୁଥିଲେ ବିପାଶା, ଏହି କାରଣରୁ ସବୁବେଳେ ପାଖରେ ରଖୁଥିଲେ ହାତୁଡ଼ି
ବମ୍ବେ: ବ୍ୟକ୍ତିଗତ ଜୀବନ ହେଉ ଅଥବା ଅଭିନୟ, ସବୁଥିରେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି ଅଭିନେତ୍ରୀ ବିପାଶା ବସୁ। ଜଣେ ମଡେଲରୁ ସୁପର ମଡେଲ ଓ ପରେ ଅଭିନେତ୍ରୀ ହେବାର ତାଙ୍କର ଯାତ୍ରା ସେତେଟା ସହଜ ନ ଥିଲା। ଅନେକ...
ବିରାଟ କୋହଲିଙ୍କ ଏହି କାମ ଦେଖି ଅନୁଷ୍କାଙ୍କ ଆଖିରେ ଆସିଯାଇଥିଲା ଲୁହ
ଲଣ୍ଡନ,୧୬।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପାଇଁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆଜିକାଲି ଇଂଲଣ୍ଡରେ ଅଛନ୍ତି। ଚାରି ମାସର ଯାତ୍ରା ସମୟରେ ବିରାଟ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଏବଂ ଝିଅ ଭାମିକାଙ୍କ...
ବ୍ୟକ୍ତିଙ୍କ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ସମାଜରେ ବଢ଼ିବ ମାନ-ସମ୍ମାନ
ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା ମଣିଷ ଜୀବନରେ ସଫଳତା ପାଇଥାଏ। ଏହି କ୍ରମରେ ଚାଣକ୍ୟ ଶତ୍ରୁଙ୍କୁ ମିତ୍ର କରିବାର...
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୪ ଜୀବନ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୪୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ବନ୍ଦ ହେବ ଓ୍ବିଣ୍ଡୋଜ୍ ୧୦
ଜୁନ୍ ୨୪ରେ ଅପରେଟିଂ ସିଷ୍ଟମ୍ ଓ୍ବିଣ୍ଡୋଜ୍ର ନୂଆ ଭର୍ସନ ଆସିଯିବ। ପରେ ୨୦୨୫ ଅକ୍ଟୋବରରେ ମାଇକ୍ରୋସଫ୍ଟ ପକ୍ଷରୁ ଓ୍ବିଣ୍ଡୋଜ୍ ୧୦ ସପୋର୍ଟକୁ ବନ୍ଦ କରିଦିଆଯିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସପୋର୍ଟ ପେଜ୍ରେ କମ୍ପାନୀ ଏ ବାବଦରେ ଅପଡେଟ୍ ଦେଇଛି।...
ଇଟାଲୀ ମରିନ୍ଙ୍କ ବିରୋଧରେ ମାମଲା ବନ୍ଦ
ନୂଆଦିଲ୍ଲୀ,୧୬ା୬: ୨୦୧୨ରେ ଇଟାଲୀର ୨ ନୌସୈନିକ(ମରିନ୍)ଙ୍କ ଦ୍ୱାରା କେରଳ ଉପକୂଳରେ ୨ ଦୁଇଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ହତ୍ୟା ମାମଲାର ଶୁଣାଣିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବନ୍ଦ କରିଦେଇଛନ୍ତି। ଏହାସହ ଦୁଇ ମୃତକଙ୍କ ପରିବାରକୁ ୧୦ କୋଟି ଟଙ୍କା କ୍ଷତିପୂରଣ ଦେବା ନେଇ...
୨୪କୁ ନଜର, ୨୨ ପାଇଁ ଛାନିଆ
ନୂଆଦିଲ୍ଲୀ,୧୬ା୬: ଉତ୍ତରପ୍ରଦେଶରେ ନିକଟରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି ଶାସକ ଭାଜପାକୁ ପରାସ୍ତ କରିଥିଲା। ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଏହି ପରିଣାମକୁ ସେମିଫାଇନାଲ କୁହାଯାଉଛି। ସେହିପରି ଆଗାମୀ ବିଧାନସଭା...