ବିଗ୍ବିଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ
ଚଳଚ୍ଚିତ୍ର ଜଗତରେ ଶୁଟିଂ ସମୟରେ ଏପରି କିଛି ଘଟଣା ଘଟି ଥାଏ ଯାହା ସର୍ବଦା ସ୍ମରଣୀୟ। ଏପରି ଅନେକ କାହାଣୀ ଅଛି, ଯାହାକୁ ଅଭିନେତ୍ରୀ ୱାହିଦା ରେହମାନ ମନେପକାଇ ହସନ୍ତି। ଏକ ସାକ୍ଷାତକାରରେ ସେ ଅମିତାଭ ବଚ୍ଚନଙ୍କ ସହ ଶୁଟିଂର...
ସିଏମ୍ସି ଟିକାକରଣ ପ୍ରହସନ
କଟକ ଅଫିସ,୧୬ା୬: ସହରରେ ଟିକାକରଣ ବ୍ୟାପକ ଭାବରେ କରାଯାଇଛି ବୋଲି କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଡିଣ୍ଡିମ ପିଟାଯାଉଛି। ବିଦେଶ ଯିବାକୁ ଥିବା ଛାତ୍ରୀଛାତ୍ର, ଦିବ୍ୟାଙ୍ଗ, ବସ୍ତିବାସିନ୍ଦା ଏବଂ ବୃଦ୍ଧାବୃଦ୍ଧଙ୍କ ପାଇଁ ସ୍ବତନ୍ତ୍ର ଟିକାକରଣ, ଘରେ ଘରେ ସ୍କ୍ରିନିଂ,...
୫ ଏମ୍ପିଙ୍କୁ ଦଳରୁ ବିଦା କଲେ ଚିରାଗ
ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍ପିଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଏଲ୍ଜେପି ପ୍ରତିଷ୍ଠାତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ରାମବିଳାସ...
‘ଜୟ ଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ଆକ୍ରମଣ: ରାହୁଲଙ୍କୁ ପାଲଟା ଜବାବ ଦେଲେ ଯୋଗୀ
ନୂଆଦିଲ୍ଲୀ,୧୫।୬: ‘ଜୟଶ୍ରୀ ରାମ’ ନ କହିବାରୁ ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଓ ଦାଢ଼ି କାଟି ଦେବା ଘଟଣାକୁ ନେଇ ଏବେ ରାଜ୍ୟ ସରକାର ଓ ବିରୋଧୀ ମୁହଁାମୁହିଁ ପରିସ୍ଥିତିରେ। ଗାଜିଆବାଦର ଲୋନି ଅଞ୍ଚଳରେ...
‘ସବୁଦିନ ପାଇଁ ୩୭୦ ଧାରାକୁ ସମାଧି ଦିଆଯାଇଛି’
ଶିମଲା,୧୫।୬: ଜମ୍ମୁ-କଶ୍ମୀରର ୩୭୦ ଧାରାକୁ ସବୁଦିନ ପାଇଁ ସମାଧି ଦିଆଯାଇଛି। ବର୍ତ୍ତମାନ କେନ୍ଦ୍ର ଶାସିତ ଅଞ୍ଚଳ ଭାବେ ପରିଗଣିତ ରାଜ୍ୟକୁ ପୁଣି ଥରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ଏଥିନେଇ ଭାଜପା ପ୍ରତିବଦ୍ଧ। ମଙ୍ଗଳବାର ଏଭଳି ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର...
ପଶ୍ଚିମବଙ୍ଗ ଗଣବଳାତ୍କାର: ତଦନ୍ତରେ ଖୁସି ନାହାନ୍ତି ୨ ପୀଡ଼ିତା
ନୂଆଦିଲ୍ଲୀ,୧୫।୬: ମେ’ ୩ ତାରିଖରେ ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ୧୦୦ରୁ ୨୦୦ ତୃଣମୂଳ କଂଗ୍ରେସ (ଟିଏମ୍ସି) ସମର୍ଥକ ଘରକୁ ଚାରିଆଡ଼ୁ ଘେରି ଦେଇଥିଲେ। ପରିବାର ସହ ଘର ଛାଡ଼ି ଚାଲିଯାଅ ନହେଲେ ପରିମାଣ ଭୟାବହ ହେବ...
ହୋଟେଲରେ ଚରସ ନେଇ ଧରାପଡ଼ିଲେ ଟଲିଉଡ୍ ସୁନ୍ଦରୀ
ମୁମ୍ବାଇ,୧୫।୬: ଟଲିଉଡର ଜଣାଶୁଣା ଅଭିନେତ୍ରୀ ନାଇରା ଶାହ ମୁମ୍ବାଇର ଏକ ୫ ତାରକା ହୋଟେଲରେ ଚରସ ନେଉଥିବାବେଳେ ଧରାପଡ଼ିଥିଲେ। ଏଥି ନେଇ ତାଙ୍କୁ ଓ ତାଙ୍କର ଜଣେ ବନ୍ଧୁ ଆଶିକ ସାଜିଦ ହୁସେନଙ୍କୁ ନାର୍କୋଟିକ ଡ୍ରଗ୍ସ ଓ ସାଇକୋଟ୍ରୋପିକ୍ ମାମଲାରେ...
ଆଉ ଥରେ ପରଦାକୁ ଆସିବ ‘ପବିତ୍ର ରିସ୍ତା’: ଅଙ୍କିତାଙ୍କ ସହ ମାନବ ଭୂମିକାରେ ନଜର ଆସିବେ ଏହି ଲୋକପ୍ରିୟ ଅଭିନେତା
ବମ୍ବେ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ କ୍ୟାରିୟର ବଦଳାଇ ଦେଇଥିଲା ଟେଲି ଧାରାବାହିକ ‘ପବିତ୍ର ରିସ୍ତା’। ତାଙ୍କ ମୃତ୍ୟୁ ପରେ ଓଟିଟି ପ୍ଲାଟଫର୍ମରେ ଏହି ଧାରାବାହିକ ପୁଣି ଥରେ ଦେଖିବାକୁ ପାଇବେ ଦର୍ଶକ। ସେ ବି ନୂଆ ରୂପରେ। ନୂଆ...
ଫାଇନାଲ ପାଇଁ ଘୋଷଣା ହେଲା ଟିମ୍ ଇଣ୍ଡିଆ; ମିଳିଲା ନାହିଁ ଶାର୍ଦ୍ଦୁଳଙ୍କୁ ସ୍ଥାନ
ସାଉଥାମ୍ପଟନ,୧୫।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ମଙ୍ଗଳବାର ଘୋଷିତ ୧୫ ଜଣିଆ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବ୍ରିସବେନ ଟେଷ୍ଟର ହିରୋ ଶାର୍ଦ୍ଦୁଳ ଠାକୁରଙ୍କ...
ଶେଷରେ ମିଳିଲା ଜାମିନ; ଟ୍ରେଣ୍ଡ ହେଉଛି ‘ଉଇ ସପୋର୍ଟ ପର୍ଲ’
ବମ୍ବେ: ଟେଲି ପରଦାର ଅନ୍ୟତମ ଲୋକପ୍ରିୟ ଅଭିନେତା ପର୍ଲ ବି ପୁରୀ ନାବାଳିକା ବଳାତ୍କାର ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଏହା ପରିବାର ସହ ପ୍ରଶଂସକଙ୍କୁ ଶକ୍ତ ଆଘାତ ଦେଇଥିଲା। ଏବେ ପର୍ଲ ଜାମିନରେ ମୁକୁଳିଛନ୍ତି। ଜୁନ୍ ୪ରେ ପର୍ଲଙ୍କୁ ଗିରଫ...