ରାହୁଲ ଦ୍ରାଭିଡ ନା ବାପା, କାହା କଥା ଆଗ ମାନିବେ କ୍ରିକେଟର୍ ଶୁଭମନ ଗିଲ୍: ମିଳିଲା ରୋଚକ ଉତ୍ତର
ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ଶୁଭମାନ ଗିଲ ରାହୁଲ ଦ୍ରାବିଡଙ୍କ କୋଚିଂ ଶୈଳୀକୁ ଏକ ବଡ଼ କଥା କହିଛନ୍ତି। ରାହୁଲ ଦ୍ରାବିଡ ଅନ୍ୟ କୋଚମାନଙ୍କଠାରୁ କିପରି ଭିନ୍ନ ତାହା ଗିଲ ଖୁଲାସା କରିଛନ୍ତି। ଏକ ସାକ୍ଷାତକାରରେ ସେ ପ୍ରକାଶ କରିଛନ୍ତି...
ମେକ୍ସିକାନ୍ ଫ୍ରାଏଡ୍ ରାଇସ୍
ଆବଶ୍ୟକ ସାମଗ୍ରୀ: ୨ କପ୍ ଭାତ, ୧/୪ କପ୍ ଛୋଟ ଛୋଟ କଟା ହୋଇ ସିଝା ହୋଇଥିବା ବିନ୍ସ, ସିଝା ରାଜ୍ମା, ଗୋଟିଏ କଟା ପିଆଜ, ଛୋଟ ଛୋଟ କଟା ଯାଇଥିବା ଗୋଟିଏ ଗାଜର, କ୍ୟାପ୍ସିକମ୍, କଟା ଟମାଟୋ ୧/୨...
ସାଉଣ୍ଡ ଫିଗର ଚାହୁଁଥିଲେ
ବର୍ତ୍ତମାନ ସ୍ଲିମ୍ ଟ୍ରେଣ୍ଡ ଚାଲିଛି। ହେଲେ ମହିଳାମାନେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ଫିଗରର ଆକର୍ଷଣ କମିଯାଏ। ଏମିତିରେ ଅନେକେ ମୋଟା ହେବା ଲାଗି ଏଣୁ ତେଣୁ ଖାଦ୍ୟଠାରୁ ଆରମ୍ଭ କରି ବିଭିନ୍ନ ଔଷଧ ଖାଇବାକୁ ବି ପଛାଇ...
ଫିକା ଫିକା ରଜ
ବାହାଘର ପରେ ପ୍ରଥମ ରଜ। ନୂଆ ପିନ୍ଧିବା, ସ୍ବାମୀଙ୍କ ସହ ବୁଲିଯିବା ଆଉ ବାପଘରେ ଯାଇ ପୁରୁଣାଦିନର ରଜ ଅନୁଭୂତିକୁ ସାଉଁଟିବାକୁ ନେଇ କେତେ କେତେ ସ୍ବପ୍ନ। ହେଲେ କୋଭିଡ କଟକଣା ଭିତରେ ଏସବୁ ପ୍ଲାନିଂ ପଡ଼ିଯାଇଛି ଫିକା। ଏମିତିରେ...
ମିଷ୍ଟର ଡିପେଣ୍ଡବୁଲ୍ ଟିମ୍ ଇଣ୍ଟିଆ କୋଚ୍: ସୂଚନା ଦେଲେ ଗାଙ୍ଗୁଲୀ…
କୋଲକାତା,୧୫।୬: ଟିମ୍ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍ ଇଣ୍ଡିଆ କୋଚ୍ ଭାବେ ମିଷ୍ଟର ଡିପେଣ୍ଡବୁଲ୍ ରାହୁଲ ଦ୍ରାବିଡ୍ଙ୍କୁ ନିଯୁକ୍ତ କରାଯାଇଛି। ଏ ସମ୍ପର୍କରେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲୀ ସୂଚନା ଦେଇଛନ୍ତି। ଶ୍ରୀଲଙ୍କା ଗସ୍ତକ୍ରମ...
ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର
ଓ୍ବାଶିଂଟନ୍,୧୫।୬: ଡୁଡଲ ଫର୍ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ ସୁନ୍ଦର ପିଚାଇ ଘୋଷଣା କରିଛନ୍ତି। ଏହି ଡୁଡଲ ବିଷୟରେ ବ୍ଲଗ୍ ପୋଷ୍ଟରେ ମଧ୍ୟ...
ରିତିକାଙ୍କ ସହ ପ୍ରଥମ ସାକ୍ଷାତବେଳେ ରୋହିତ ଶର୍ମାଙ୍କୁ ମିଳିଥିଲା ଚେତାବନୀ: ଜାଣନ୍ତୁ କିଏ ଦେଇଥିଲେ
ଭାରତୀୟ ଓପନର୍ ରୋହିତ ଶର୍ମା ଏବଂ ତାଙ୍କ ସ୍ତ୍ରୀ ରିତିକା ସଜଦେହ ଷ୍ଟାର୍ ଦମ୍ପତି ଭାବରେ ଜଣାଶୁଣା। ଯେତେବେଳେ ବି ରୋହିତ ପଡ଼ିଆରେ ଥାଆନ୍ତି, ସେତେବେଳେ ରିତିକା ଷ୍ଟାଡିୟମରେ ବିବ୍ରତ ଦେଖାଯାନ୍ତି। ରୋହିତ ଏବଂ ରିତିକା ଦୀର୍ଘ ସମୟ ଧରି...
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଇକିଆ୧୫।୬(ଡି.ଏନ୍.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା ଗ୍ରାମରେ ସଞ୍ଜୟ ପ୍ରଧାନଙ୍କ ପାର୍ଥିବ ଶରୀର ମଙ୍ଗଳବାର ସକାଳେ ପହଞ୍ଚିଥିଲା। ରାଷ୍ଟ୍ରୀୟ ମର୍ଯ୍ୟାଦାରେ...
ଡବ୍ଲୁଟିସି ଫାଇନାଲ୍ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା
ଲଣ୍ଡନ,୧୫।୬: ଜୁନ ୧୮ରୁ ଭାରତ ବିପକ୍ଷ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ୧୫ ଜଣିଆ ଦଳ ଘୋଷଣା କରିଛି। କିୱି ଚୟନକର୍ତ୍ତାଙ୍କ ଘୋଷଣା ଅନୁଯାୟୀ ନିୟମିତ ଅଧିନାୟକ କେନ ୱିଲିୟମସନ ଦଳକୁ ଫେରିଛନ୍ତି। ଅସୁସ୍ଥତା ହେତୁ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୨ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧୫।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢ଼ାଇଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି। ଏହି...