ସାଧାରଣ ବ୍ୟକ୍ତି ବି କରିପାରିବେ ଜଗତକୁ ନିୟନ୍ତ୍ରଣ, ଜାଣନ୍ତୁ କେମିତି
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ଅନେକ ସମସ୍ୟାର ସମାଧାନ କରିବା ସହିତ ଜୀବନ ସହ ଜଡ଼ିତ ମୂଲ୍ୟବୋଧ ବିଷୟରେ ଆଲୋଚନା କରିଛନ୍ତି। ଏଥି ସହିତ ସେ ଅନେକ ଶ୍ଲୋକ ବର୍ଣ୍ଣନା କରିଛନ୍ତି ଏବଂ କହିଛନ୍ତି, ଜଣେ ବ୍ୟକ୍ତି ମଧୁର...
ଅଣ୍ଟାବିନ୍ଧାର ଘରୋଇ ଉପଚାର
ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ ଉପଶମ ପାଇ ପାରିବେ। ଅଧିକ ସମୟ ଠିଆ ହୋଇ କାମ କରୁଥିଲେ ମଝିରେ...
ମାଳବିକା ଜିତିଲେ ଟାଇଟଲ
କନାସ୍ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍ ଏଠାରେ ଚାଲିଥିବା ଆରଏସ୍ଏଲ୍ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ତୃତୀୟ ସିଡ୍ ମାଳବିକା ୨୧-୧୪, ୨୧-୧୧ରେ ଆୟର୍ଲାଣ୍ଡର ରଚେଲ ଡାରାଗ୍ଙ୍କୁ ପରାସ୍ତ କରିଥିଲେ।...
ଅଭିନେତ୍ରୀଙ୍କ ଅଜବ ଇଚ୍ଛା ଶୁଣି ସ୍ବାମୀ ହେଲେ ଚକିତ
ପ୍ରସିଦ୍ଧ ଅଭିନେତ୍ରୀ ମୋନାଲିସା ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ହିନ୍ଦୀ ଟିଭି ଜଗତରେ ଏକ ଜଣାଶୁଣା ନାମ। ସେ ଫିଲ୍ମ ଅପେକ୍ଷା ସୋସିଆଲ ମିଡିଆରେ ଅଧିକ ସକ୍ରିୟ ଥିବା ଦେଖାଯାଏ। ମୋନାଲିସା ପ୍ରାୟତଃ ତାଙ୍କ ଫଟୋ ଏବଂ ଭିଡିଓ ଶେୟାର...
ଦିଲ୍ଲୀ ଏମ୍ସରେ ଛୁଆଙ୍କ ଉପରେ ହେବ ଟିକା ପରୀକ୍ଷା
ନୂଆଦିଲ୍ଲୀ, ୧୪।୬: ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ତଥା ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର କ୍ଲିନିକାଲ ପରୀକ୍ଷା ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨ ବର୍ଷ ବୟସର ପିଲାମାନଙ୍କଠାରେ କରାଯିବ। ପୂର୍ବରୁ ପାଟନାସ୍ଥିତ ଏମ୍ସରେ ପିଲାମାନଙ୍କ ଠାରେ ଏହି...
କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼
ଭୋଗରାଇ,୧୪।୬- ବାପା ମା’ଙ୍କୁ ଛଡ଼ାଇ ନେଲା ମହାମାରୀ। ଉଜୁଡ଼ିଗଲା ସଂସାର। ଏବେ ପରିବାରରେ କେବଳ ୭ ବର୍ଷର ଝିଅ କ୍ରିଷ୍ଣା ଆଉ ତା’ର ଦେଢ଼ ମାସର ଭାଇ। ଘର ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ନିମାତ୍ପୁର ଗାଁରେ। ଖେଳକୁଦ ବୟସରେ...
୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ
ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ ୫ ବର୍ଷର ଶିଶୁ ୧୫୦ ଫୁଟ ଗଭୀର ବୋର୍ଓ୍ବେଲ୍କୁ ଖସିପଡ଼ିଥିଲା। ଦୀର୍ଘ ୮ଘଣ୍ଟାର...
୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍
ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍ ଉପହାର ସ୍ବରୂପ ପ୍ରଦାନ କରିଛନ୍ତି। କିଆ ମୋଟର୍ସ ଦ୍ୱାରା ନିର୍ମିତ ବିଳାସପୂର୍ଣ୍ଣ କାର କିଣିବା ପାଇଁ ସରକାରୀ...
ରାତି ପାହିଲେ ବାହାରିବେ ବରଯାତ୍ରୀ
ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ। ଏହି କ୍ରମରେ ନନ୍ଦପଡା ଜଗତ୍ଜନନୀ ମାତା ପାର୍ବତୀ ଓ ବମ ବରାଡ ବାଲୁଙ୍କେଶ୍ୱର...
ପୂର୍ବତନ ଜିଲାପାଳଙ୍କ ଘରୁ ନାବାଳିକା ଉଦ୍ଧାର
ଭୁବନେଶ୍ୱର,୧୪।୬ : ନୟାପଲ୍ଲୀ ଆଇଆର୍ସି ଭିଲେଜସ୍ଥିତ ଜଣେ ଅବରସରପ୍ରାପ୍ତ ଜିଲାପାଳଙ୍କ ଘରୁ ସୋମବାର ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ଉକ୍ତ ନାବାଳିକାଙ୍କୁ ପ୍ରାୟ ଏକ ବର୍ଷ ହେଲା ଘରେ ଶ୍ରମିକ ଭାବେ କାମ କରାଉଥିଲେ। ଅଭିଯୋଗ ପାଇ...