ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ
ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ ତଥ୍ୟ ଅନୁସାରେ ଭାକ୍ସିନ ନେବା ପରେ ଦେଶରେ ଏପର୍ଯ୍ୟନ୍ତ ୪୮୮ଜଣ ଲୋକଙ୍କ ମୃତ୍ୟୁ...
ପ୍ରତି ଜିଲାରେ ହେବ ଲୋକକଳା ସ୍ବୟଂସହାୟକ ଗୋଷ୍ଠୀ
ଛତ୍ରପୁର,୧୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ସଂସ୍କୃତି କାର୍ଯ୍ୟାଳୟ ପକ୍ଷରୁ ସୋମବାର ୱେବନାର ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳିତ ହୋଇଯାଇଛି ଜ଼ିଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ସଂସ୍କୃତି ବିଭାଗର ପୂର୍ବତନ ସହକାରୀ ନିର୍ଦ୍ଦେଶକ...
ଅପରେଶନ୍ ଏଲ୍ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି
ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ ବିଳାସ ପାସଓ୍ବାନଙ୍କ ନିଧନ ପରେ ଏଲ୍ଜେପିରେ ଲଗାତର ବିବାଦ ଘନେଇବାରେ ଲାଗିଛି। ତାଙ୍କ...
ସିଏସ୍ଓ ଅଫିସରେ ଗଜାଧାନ ଗଦାଇଲେ ଚାଷୀ
ବରଗଡ଼ ଅଫିସ,୧୪।୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକ ମାସରୁ ଊର୍ଦ୍ଧ୍ବ ସମୟ ବିତି ଗଲାଣି। ମାତ୍ର ଧାନ କିଣାବିକା ସମସ୍ୟା ଅସମାହିତ ହୋଇ ରହିଯାଇଛି। ଟୋକନରେ ତ୍ରୁଟି, ଟୋକନ ଅବଧି ହ୍ରାସ ଏବଂ ଟୋକନ ଅବଧି...
ଘରେ ମନି ପ୍ଲାଣ୍ଟ୍ ଲଗାଉଥିଲେ ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ୍…
ଲୋକଙ୍କ ମନରେ ଧାରଣା ରହିଛି, ମନି ପ୍ଲାଣ୍ଟ ଲଗାଇବା ଦ୍ୱାରା ଘରେ ସୁଖ ଏବଂ ସମୃଦ୍ଧି ବୃଦ୍ଧି ହେବା ସହିତ ଧନର ଆଗମନ ହୋଇଥାଏ। ମାତ୍ର ବାସ୍ତୁ ଶାସ୍ତ୍ର ଅନୁଯାୟୀ, ଯଦି ଘରେ ମନି ପ୍ଲାଣ୍ଟ୍କୁ ସଠିକ୍ ଦିଗରେ ଲଗା...
ଟିକା ନେବାକୁ ଡରୁଛନ୍ତି ଲୋକେ
ବୁଗୁଡ଼ା,୧୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ ଓ ଡାହାଣୀପଲ୍ଲୀର ଜଣେ ବି ଲୋକ ଟିକା ନେବାକୁ ଆସି ନ ଥିବା...
ଗୁଜରାଟରେ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି
ଅହମଦାବାଦ,୧୪।୬: ଆସନ୍ତା ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଉଷ୍ମତା ଦେଖାଦେଇଛି। ଏହିକ୍ରମରେ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟ ସାମିଲ ହୋଇଯାଇଛି। ଆସନ୍ତା ବର୍ଷ ବିଧାନସଭାର ସମସ୍ତ ଆସନ ପାଇଁ ଏଏପି ନିର୍ବାଚନ...
ସ୍ମରଣୀୟ କାରଲ ଲ୍ୟାଣ୍ଡଷ୍ଟେନର
୧୯୦୧ ମସିହାରେ ରକ୍ତ ବିଜ୍ଞାନରେ ଏକ ବୈପ୍ଳବିକ ପରିବର୍ତ୍ତନ ଘଟିଥିଲା। ଡା. କାରଲ ଲ୍ୟାଣ୍ଡଷ୍ଟେନର ନିଜ ଶରୀରରୁ ଓ ନିଜ ଅଧୀନରେ ଗବେଷଣା କରୁଥିବା ଗବେଷକଙ୍କ ଶରୀରରୁ ରକ୍ତ ନମୁନା ସଂଗ୍ରହ କରି ବହୁ ପ୍ରକାର ଗବେଷଣା ପରେ ୧୯୦୧...
ଆଖିବୁଜିଲେ ଜାତୀୟ ପୁରସ୍କାର ବିଜେତା ଏହି ଅଭିନେତା
ଜାତୀୟ ପୁରସ୍କାର ବିଜେତା କନ୍ନଡ ଅଭିନେତା ସଞ୍ଚାରୀ ବିଜୟ ସୋମବାର ପରଲୋକ ଘଟିଛି। ଶନିବାର ରାତିରେ ବେଙ୍ଗାଲୁରୁ ନିକଟରେ ବିଜୟଙ୍କର ଗାଡି ଦୁର୍ଘଟଣା ଘଟିଥିଲା। ଏଥିରେତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଏହି କାରଣରୁ, ୨୮ ବର୍ଷିୟ ସଞ୍ଚାରୀ କୋମାକୁ...
ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ
ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ ଶବ୍ଦ ଉଚ୍ଚାରଣ କରି ନ ପାରିବାରୁ ମୌଲବିଙ୍କୁ ସନ୍ଦେହ ଉପୁଜିଥିଲା। ଏହାପରେ ବରଙ୍କ...