ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ
ପାଟଣା,୧୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନଂ. ଜାତୀୟ ରାଜପଥ ତୁରୁମୁଙ୍ଗାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ରବିବାର ବିଳମ୍ବିତ ରାତିରେ ଠିଆ ହୋଇଥିବା ଏକ ଟ୍ରକକୁ ପଛ ପଟୁ ବୋଲେରୋ ଆସି...
ମନଇଚ୍ଛା ଦର ନେଉଛନ୍ତି ଘରୋଇ ଆମ୍ବୁଲାନ୍ସ
ପୁରୀ ଅଫିସ,୧୪ା୬: ରାଜ୍ୟ ସରକାର ସାଧାରଣ ଆମ୍ବୁଲାନ୍ସ ସେବା ପାଇଁ ପ୍ରତି ୧୦ କିଲୋମିଟରକୁ ୭୫୦ ଟଙ୍କା ଭଡ଼ା ଧାର୍ଯ୍ୟ କରିଛନ୍ତି। ଏହାପରେ କି.ମି. ପିଛା ୩୦ ଟଙ୍କା ନିର୍ଦ୍ଧାରିତ ହୋଇଥାଏ। ଯେଉଁ ଆମ୍ବୁଲାନ୍ସରେ ଲାଇଫ୍ ସପୋର୍ଟ ସିଷ୍ଟମ ଥାଏ,...
ରାଜସ୍ବ ଆଦାୟରେ ରେକର୍ଡ
କାମାକ୍ଷାନଗର, ୧୪।୬(ଡି.ଏନ.ଏ.) ଲଘୁ ଖଣିଜର ଯଥେଷ୍ଟ ଉତ୍ସ ଥିଲା। ହେଲେ ଠିକ୍ ସମୟରେ ସେସବୁ ନିଲାମ ହୋଇ ପାରୁ ନ ଥିଲା। ବାଲି ସଇରାତ, ପଥର ଖାଦାନରୁ ବ୍ୟାପକ ଖଣିଜ ଚୋରା ଚାଲାଣ ହେଉଥିବା ବେଳେ ଅସମ୍ପୂର୍ଣ୍ଣ ରହିଯାଉଥିଲା ରାଜସ୍ବ ଆଦାୟ...
ଧରିତ୍ରୀ ପ୍ରଭାବ: ରାସ୍ତା ମଝିର ଗର୍ତ୍ତ ପୋତାଗଲା
ଅସ୍ତରଙ୍ଗ, ୧୪ା୬(ଡି.ଏନ୍.ଏ.): ଅସ୍ତରଙ୍ଗ- ନୂଆଗଡ ରାସ୍ତା ମଝିରେ ସୃଷ୍ଟି ହୋଇଥିବା ଏକ ବଡ଼ ଗର୍ତ୍ତକୁ ନେଇ ରବିବାର ଖବର ପ୍ରକାଶ ପାଇବା ପରେ ପୂର୍ତ୍ତ ବିଭାଗ ତତ୍ପରତା ଦେଖାଇ ଠିକାଦାର ମରାମତି କରିଛି। ପୂର୍ତ୍ତବିଭାଗ ଜଣେ ଠିକାଦାର ପହଞ୍ଚି ସୃଷ୍ଟି...
ନେଫ୍ଟାଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ
ଜେରୁଜେଲମ୍, ୧୪।୬: ଇସ୍ରାଏଲକୁ ସର୍ବାଧିକ କାଳ ଶାସନ କରିଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଯୁଗର ଅବସାନ ହୋଇଛି। ଦୀର୍ଘଦିନ ଧରି ଅଚଳାବସ୍ଥା ଲାଗି ରହିବା ପରେ ୮ ବିରୋଧୀ ଦଳ ଏହି ୭୧ ବର୍ଷୀୟ ଷ୍ଟ୍ରଙ୍ଗ୍ମ୍ୟାନଙ୍କ ନିରବଚ୍ଛିନ୍ନ ୧୨ ବର୍ଷ...
ଅଣ୍ଡାକୁ ଶତ୍ରୁ କବଳରୁ ଜଗିଛି ମା’ କୁମ୍ଭୀର
ମହାକାଳପଡ଼ା,୧୪ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ନଦୀ ଓ ଯୋର ଆଦି ସ୍ଥାନରେ କୁମ୍ଭୀରଙ୍କ ଚଳପ୍ରଚଳ ଦେଖିବାକୁ ମିଳିଥାଏ। ବିଶେଷକରି ଉପକୂଳ ଅଞ୍ଚଳର ନଦୀକୂଳ ଘଞ୍ଚ ବୁଦା ମୂଳେ କୁମ୍ଭୀର ଅଣ୍ଡା ଦେଇଥାନ୍ତି। ମା’ କୁମ୍ଭୀର ସନ୍ତସନ୍ତିଆ,...
୧୦୦ କୋଟି ଡୋଜ୍ ଟିକା ଦେବ ଜି ୭
କାର୍ବିସ୍ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍ ଟିକା ଡୋଜ୍ ଯୋଗାଇଦେବାକୁ ଉକ୍ତ ଗୋଷ୍ଠୀର ୭ ଧନୀ ରାଷ୍ଟ୍ର ପ୍ରତିଶ୍ରୁତି ଦେଇଥିବା ବ୍ରିଟେନ...
ଲକ୍ଡାଉନ୍ରେ ବଢ଼ିଛି ମାଦକଦ୍ରବ୍ୟ କାରବାର
ଜଗତ୍ସିଂହପୁର ଅଫିସ,୧୪ା୬: କରୋନା ଭୂତାଣୁ (କୋଭିଡ୍-୧୯)ର ବ୍ୟାପକ ସଂକ୍ରମଣ ଯୋଗୁ ସାରା ରାଜ୍ୟ ସମେତ ଜଗତ୍ସିଂହପୁର ଜିଲାରେ ଲକ୍ଡାଉନ ନିୟମ କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ଅତ୍ୟାବଶ୍ୟକ ଜିନିଷକୁ ବାଦ୍ ଦେଲେ ଅବଶିଷ୍ଟ ସାମଗ୍ରୀ ବିକ୍ରି ଉପରେ କଟକଣା ଜାରି କରାଯାଇଛି।...
ବେଜୋସ୍ଙ୍କ ସହ ମହାକାଶ ଯାତ୍ରା: ପାଖ ସିଟ୍ ପାଇଁ ୨୦୫ କୋଟି
ୱାଶିଂଟନ,୧୪।୬: ବ୍ଲ୍ୟୁ ଓରିଜିନ ପ୍ରତିଷ୍ଠାତା ତଥା ଆମାଜନର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଜେଫ୍ ବେଜୋସ୍ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଅନ୍ୟତମ। ମହାକାଶ ଯାତ୍ରା ପ୍ରତି ତାଙ୍କ ଆଗ୍ରହ ପିଲାବେଳରୁ ରହିଆସିଛି। ମହାକାଶ ପାଇଁ ଅସୀମିତ ମହତ୍ତ୍ୱାକାଂକ୍ଷା ରଖୁଥିବା...
ତଥ୍ୟ ଦେଲେ ୮୦୦ ଓଟିଟି ପ୍ଲାଟଫର୍ମ
ନୂଆଦିଲ୍ଲୀ, ୧୪।୬: ଭିଡିଓ ଷ୍ଟ୍ରିମିଂ ସେବା ପ୍ରଦାନକାରୀ ନେଟ୍ଫ୍ଲିକ୍ସ, ହଟ୍ଷ୍ଟାର ଭଳି ୮୦୦ରୁ ଊର୍ଦ୍ଧ୍ୱ ଓଭର ଦି ଟପ୍ (ଓଟିଟି) ପ୍ଲାଟଫର୍ମ ଏବଂ ଡିଜିଟାଲ ନ୍ୟୁଜ୍ ମିଡିଆ ଆଉଟ୍ଫିଟ୍ସ ନୂଆ ଆଇଟି ନିୟମ ଅଧୀନରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟକୁ...