ଡାକ୍ତରଙ୍କ ଆକାଉଣ୍ଟରୁ କାଟି ନେଲେ ୧୦ ଲକ୍ଷ
ଆଳି,୧୪।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଯୁବ ଡାକ୍ତର ବାଦଲ କୁମାର ମହାନ୍ତି ସାଇବର ଠକଙ୍କ ଶିକାର ହୋଇଛନ୍ତି। ଆଳି ଥାନା ଅନ୍ତର୍ଗତ ବଡାମ୍ବିଳା ଗାଁର ଡା. ବାଦଲ ବିଟ୍ କଏନ ନାମକ ଏକ ଠକ ସଂସ୍ଥାର ମେସେଜ୍ରେ...
ରାଜସ୍ଥାନ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ବ ତୀବ୍ର
ଜୟପୁର/ନୂଆଦିଲ୍ଲୀ, ୧୪।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ କଂଗ୍ରେସ ନେତା ସଚିନ ପାଇଲଟଙ୍କ ବିଦ୍ରୋହର ପ୍ରାୟ ବର୍ଷେ ପରେ ପୁଣିଥରେ ଦଳରେ ଅନ୍ତର୍ଦ୍ୱନ୍ଦ୍ୱ ତୀବ୍ର ହୋଇଛି। ସଚିନ ଇତିମଧ୍ୟରେ ଦିଲ୍ଲୀରେ ପହଞ୍ଚତ୍ଥିବାବେଳେ ରାଜନୈତିକ ସଙ୍କଟ ଦୂର କରିବା ଲାଗି...
ରାମମନ୍ଦିର ଟ୍ରଷ୍ଟରେ ଜମି ଦୁର୍ନୀତି ଅଭିଯୋଗ
ଲକ୍ଷ୍ନୌ, ୧୪।୬: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟର ଦେଖାଶୁଣା କରିବା ଲାଗି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ବେଆଇନ ଜମି କାରବାରରେ ସମ୍ପୃକ୍ତ ଥିବାନେେଇ ରବିବାର ଉତ୍ତରପ୍ରଦେଶର ଦୁଇଟି ବିରୋଧୀ ଦଳ ପକ୍ଷରୁ ଅଭିଯୋଗ ହୋଇଛି। ଗତ ମାର୍ଚ୍ଚରେ...
ରକ୍ତ ସଂଗ୍ରହରେ କରୋନା ବାଧକ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ମହାମାରୀ ରାଜ୍ୟରେ ସଂକଟଜନକ ପରିସ୍ଥିତି ସୃଷ୍ଟି କରିଛି। ଲକ୍ଡାଉନ୍ ଓ ସପ୍ତାହାନ୍ତ ଶଟ୍ଡାଉନ୍ ଜାରି ରହିଥିବାବେଳେ ସ୍ବାସ୍ଥ୍ୟ, ଶିକ୍ଷା, ବ୍ୟବସାୟ ଆଦି ବିଭିନ୍ନ କ୍ଷେତ୍ର ପ୍ରଭାବିତ ହୋଇଛି। ତେବେ ଏଥିଯୋଗୁ ରକ୍ତ ସଂଗ୍ରହ ମଧ୍ୟ ଗୁରୁତର ପ୍ରଭାବିତ...
ଜି ୭କୁ ଚାଇନାର ଉପହାସ
କାର୍ବିସ୍ ବେ (ଇଂଲଣ୍ଡ), ୧୪।୬: ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ଙ୍କୁ କୋଣଠେସା କରିବା ପାଇଁ ୭ ଧନୀ ରାଷ୍ଟ୍ର ବ୍ରିଟେନ୍ରେ ରଣନୀତି ପ୍ରସ୍ତୁତ କରୁଥିବାବେଳେ ସେମାନଙ୍କୁ ଦୃଢ଼ ଜବାବ ଦେଇଛି ବେଜିଂ। କ୍ଷୁଦ୍ର ରାଷ୍ଟ୍ରଗୋଷ୍ଠୀ ବିଶ୍ୱର ଭାଗ୍ୟ ନିୟନ୍ତ୍ରଣ କରିବା...
ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା...
ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୫୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ...
ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ସେ କହିଛନ୍ତି,...
ଓଡ଼ିଶାରେ ବି ପାଳନ ହେଉନି ନିୟମ
ଭୁବନେଶ୍ୱର(ବ୍ୟୁରୋ),୧୪ା୬: ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ସାଢ଼େ ୮ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ପ୍ରାୟ ୮ ଲକ୍ଷ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ମଧ୍ୟ ୬୦,୦୦୦ରୁ ଊର୍ଦ୍ଧ୍ୱ ସଂକ୍ରମିତ ରାଜ୍ୟର ୮୩ କୋଭିଡ୍ ହସ୍ପିଟାଲରେ...
ସ୍ବାମୀଙ୍କ ଆତ୍ମହତ୍ୟା ପରେ ଏମିତି କହିଥିଲେ ରେଖା, ହନିମୁନ୍ରେ ସବୁ ଜାଣି ସାରିଥିଲି…
ପ୍ରସିଦ୍ଧ ଅଭିନେତ୍ରୀ ରେଖା ତାଙ୍କ ଫିଲ୍ମ କ୍ୟାରିୟର ସହ ବ୍ୟକ୍ତିଗତ ଜୀବନ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି । ତାଙ୍କ ଫିଲ୍ମ ଜୀବନ ଯେତିକି ସଫଳ ବ୍ୟକ୍ତିଗତ ଜୀବନ ସେତିକି ସମସ୍ୟାରେ ପରିପୂର୍ଣ୍ଣ । ସେ ନିଜ ପରିବାରକୁ ଚଳାଇବା...