ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍ : ସାକ୍ଷୀ କଲେ ଭିଡ଼ିଓ ଶେୟାର…
ରାଞ୍ଚି,୧୩।୬: ଆପିଏଲ୍ ସ୍ଥଗିତ ହେବା ପରେ ଟିମ୍ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍.ଏସ୍. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ ପୋଷା ପ୍ରାଣୀଙ୍କ ସହିତ ଅଧିକ ସମୟ ବିତାଉଥିବାର ଦେଖିବାକୁ ମିଳୁଛି। ଶନିବାର ଧୋନୀ...
କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍ରେ ମନ ଦେଲେ କ୍ୟାଟ୍ରିନା
ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍ ସୁନ୍ଦରୀ କ୍ୟାଟ୍ରିନା କୈଫ୍। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍ନେସ୍କୁ ଫେରିଛନ୍ତି। କ୍ୟାଟ୍ ଏବେ ତାଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ସେ...
ରାତିରେ ଘରେ ଶୋଇଥିଲେ, ଏପଟେ ଲାଗିଗଲା ନିଆଁ
ଆରଡ଼ି,୧୩।୬(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତର ବୋଡକ ଗାଁରେ ୩ ଭାଇଙ୍କର ୪ ବଖରା ଘର ଶନିବାର ବିଳମ୍ବିତ ରାତିରେ ସଂପୂର୍ଣ୍ଣ ଜଳିଯାଇଛି । ସୂଚନାନୁସାରେ, କିଶୋର ମାଝି, ସର୍ବେଶ୍ବର ମାଝି ଓ ବିଶ୍ବମ୍ବର ମାଝିଙ୍କ...
ଜୀବନ ସହ ସଂଘର୍ଷ କରୁଛନ୍ତି ଯଦୁମଣି
ବାଣପୁର,୧୩ା୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଆୟତପୁର ପଞ୍ଚାୟତର ପାତ୍ରପୁର ଗ୍ରାମର ଯଦୁମଣି ନାୟକ(୪୫)। ସ୍ତ୍ରୀ ସୁକୁମାରୀ, ଗୋଟିଏ ଝିଅ ଓ ପୁଅ ଏବଂ ବିଧବା ମା’ଙ୍କୁ ନେଇ ତାଙ୍କ ପରିବାର। ବାହାର ରାଜ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରି...
ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା
ପାରଳାଖେମୁଣ୍ଡି,୧୩ା୬(ଡି.ଏନ୍.ଏ.): ଗଜପତି ଜିଲା ଅଡ଼ବା ଥାନା ମୁଠାଗୁଡ଼ା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ବାପପୁଅଙ୍କୁ ଅତି ନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି, ଲୁକ ଦଳବେହେରା ଓ ତାଙ୍କ ପୁଅ...
ଆଇୟୁସିଏନ୍ ପୋର୍ଟାଲ୍ରେ ‘ପୃଥିବୀ ମନ୍ଥନ’
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍ର ପୋର୍ଟାଲ୍ରେ ଅରୋମିରା ଏଣ୍ଟରଟେନ୍ମେଣ୍ଟର ଭାଇରାଲ୍ ମ୍ୟୁଜିକ୍ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା ଉପରେ ପର୍ଯ୍ୟବସିତ ଏହି ମ୍ୟୁଜିକ୍ ଭିଡିଓର ଗୀତ ଗାଇଛନ୍ତି ଗାୟିକା ସୁସ୍ମିତା ଦାସ।...
ଏଥର ବି ଲକ୍ଡାଉନ୍ରେ କଟିବ ରଜ; ଅନ୍ଲାଇନରେ ରଜପାନ, ସହର ବୁଲିବ ‘ପିଠା ଅନ୍ ହ୍ବିଲ୍’
ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଗତବର୍ଷ କରୋନା ପାଇଁ ଗଣପର୍ବ ରଜ ଫିକା ପଡିଥିଲା। ଲକ୍ଡାଉନ୍ କଟକଣା ଯୋଗୁ ଲୋକେ ଘରୁ ପଦାକୁ ବାହାରି ନ ପାରିବାରୁ ରଜ ମଉଜ ଜମି ନ ଥିଲା। ଏବର୍ଷକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ...
ଶ୍ରମିକଙ୍କୁ ପଥରରେ ଛେଚି ମାରିଲେ ସାଥୀ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଶ୍ରମିକଙ୍କୁ ହତ୍ୟା। ଗତ ୮ ତାରିଖରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଶ୍ରମିକଙ୍କୁ ତାଙ୍କ ସହଯୋଗୀ ପଥରରେ ଛେଚି ହତ୍ୟା କରିଥିବାବେଳେ ସମାନ ଢଙ୍ଗରେ ଶନିବାର ଆଉଏକ ଘଟଣା ଘଟିଛି। କ୍ୟାପିଟାଲ ଥାନା ଅନ୍ତର୍ଗତ ବାପୁଜୀ...
୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟର ଅଧାରୁ ଅଧିକ ଅଞ୍ଚଳକୁ ଘେରିଯାଇଛିି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା...
ପୋଲିସ ଚାକିରି କରିବେ କିନ୍ନର
ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍ ଇନ୍ସପେକ୍ଟର(ଏସ୍ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଯୋଗ୍ୟ ପ୍ରାର୍ଥୀଙ୍କଠାରୁ ଦରଖାସ୍ତ ଆହ୍ବାନ କରାଯାଇଛି।...