ଚୁମ୍ବନକୁ ନେଇ ଚର୍ଚ୍ଚାରେ ଥିବା ଏହି ଅଭିନେତ୍ରୀ ସର୍ବଦା କୁହନ୍ତି ମୁଁ ଅବିବାହିତା
ବଲିଉଡ୍ ଅଭିନେତା ଅଭିନେତ୍ରୀ ସେମାନଙ୍କ ଅଭିନୟ ପାଇଁ ଯେତିକି ନୁହେଁ ତାଠୁ ଅଧିକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଜାଣିବାକୁ ପ୍ରାୟ ସମସ୍ତଙ୍କ ଇଚ୍ଛା ଥାଏ। ଅବଶ୍ୟ, ବେଳେବେଳେ ଏପରି କିଛି ଜିନିଷ...
କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍ଡୋଜର…
ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିପୂଜା କରିବା ନେଇ ଖବର ସୋସିଆଲ୍ ମିଡ଼ିଆରେ ଭାଇରାଲ...
୧୩୪ କୋଟିର ବ୍ୟାଙ୍କ ଠକେଇ
ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସମୟରେ ଗୁଜରାଟରେ ଏକ ବଡ଼ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିଛି। ଏକ ଘରୋଇ ଆଇଟି କମ୍ପାନୀ ଓ ଏହାର ୬ଜଣ ବରିଷ୍ଠ ଅଧିକାରୀ (ନିର୍ଦ୍ଦେଶକ) ଗୁଜରାଟର କଚ୍ଛ ଅଞ୍ଚଳର ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଆଇ)ରୁ ୧୩୪...
ସୋମବାରଠାରୁ ଏହି ସହରରେ ଘର ଘର ବୁଲି ହେବ ଟିକାଦାନ…
ବିକାନେର୍,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ ପ୍ରଥମ ଥର ପାଇଁ ରାଜସ୍ଥାନ ବିକାନେର୍ ସହରରେ ଘର ଘର ବୁଲି ଟିକାଦାନ...
୨୬ରେ ରାଜଭବନ ଆଗରେ ଚାଷୀଙ୍କ ବିକ୍ଷୋଭ
ନୂଆଦିଲ୍ଲୀ, ୧୩।୬(ଆଇଏଏନ୍ଏସ୍): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀମାନଙ୍କ ଆନ୍ଦୋଳନ ପ୍ରାୟ ୨୦୦ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ଆହୁରି ଜୋର୍ଦାର କରିବା ଲାଗି ଆସନ୍ତା ୨୬ ତାରିଖରେ ସବୁ ରାଜ୍ୟର ରାଜଭବନ ସମ୍ମୁଖରେ ଧାରଣା ଦେବା ପାଇଁ...
ସାର୍ବଜନୀନ ହେବ ଯୁଦ୍ଧ ଇତିହାସ
ନୂଆଦିଲ୍ଲୀ, ୧୩।୬(ପି.ଟି.): ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଯୁଦ୍ଧ ଇତିହାସର ସଂଗ୍ରହ, ଗୁପ୍ତ ସୂଚୀରୁ ହଟାଇବା ଓ ସଂକଳନ ନୀତିକୁ ଅନୁମୋଦନ କରିଛନ୍ତି। ଫଳରେ ଦେଶର ଯୁଦ୍ଧ ଇତିହାସ ସମ୍ପର୍କରେ ଜନସାଧାରଣ ଠିକ୍ ତଥ୍ୟ ପାଇବା ସହ ଶୈକ୍ଷିକ...
ଗଣତନ୍ତ୍ର ସପକ୍ଷରେ ମ୍ୟାନ୍ମାର ସୈନ୍ୟ
ନାପିତାଉ, ୧୩ା୬(ଆଇଏଏନ୍ଏସ୍): ମ୍ୟାନ୍ମାରରେ ଗଣତନ୍ତ୍ର ଫେରାଇ ଆଣିବାକୁ ସେନା ଶାସନ ବିରୋଧରେ ଫେବୃୟାରୀ ୧ରୁ ଲୋକେ ଆନ୍ଦୋଳନ ଜାରି ରଖିଥିବାବେଳେ ଏବେ ଧୀରେ ଧୀରେ ଏଥିରେ ସୈନିକଙ୍କ ଯୋଗଦାନ ବଢ଼ୁଛି। ଇଚ୍ଛା ବିରୋଧରେ ଆନ୍ଦୋଳନକାରୀଙ୍କ ଉପରକୁ ଗୁଳିଚାଳନା କରିବା ନିର୍ଦ୍ଦେଶ...
ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା
କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ ନେତୃତ୍ୱରେ ୧୫ ଜଣ ନେତା ଇସ୍ତଫା ଦେଇଛନ୍ତି। ଭାଜପା ଲାକ୍ଷାଦ୍ୱୀପ ଶାଖା ସଭାପତି...
ଏଲିଜାବେଥ୍ଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ଭାରତୀୟ ବଂଶୋଦ୍ଭବ
ଲଣ୍ଡନ, ୧୩ା୬: କରୋନା ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ଭାରତୀୟ ବଂଶୋଦ୍ଭବ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ନାଁ ବ୍ରିଟେନ ମହାରାଣୀ ଏଲିଜାବେଥ୍ ୨ୟଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ସାମିଲ ହୋଇଛି। ମହାମାରୀବେଳେ ବ୍ୟକ୍ତିବିଶେଷଙ୍କ ଅସାଧାରଣ ପ୍ରୟାସ ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି।...
କାଳ କୋଠରିରେ ବ୍ୟୁଟି କୁଇନ୍
ମେକ୍ସିକୋ ସିଟି,୧୩ା୬: ସରକାରଙ୍କ ପକ୍ଷରୁ ଅଣାଯାଇଥିବା ଅଭିଯୋଗ ସତ କି? ତୁମେ ଡ୍ରଗ୍ସ କିଙ୍ଗ୍ଙ୍କୁ ଜେଲରୁ ଫେରାର ହେବାରେ ସାହାଯ୍ୟ କରିଥିଲ କି ବୋଲି ଫେଡେରାଲ କୋର୍ଟରେ ବିଚାରପତି ପ୍ରଶ୍ନ କରିଥିଲେ। ଜେଲର ଗ୍ରୀନ୍ ୟୁନିଫର୍ମ ପିନ୍ଧି କାଠଗଡ଼ାରେ ଛିଡ଼ା...