ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ବୋଲିଂ କରିବେ କି? ଟି୨୦ ବିଶ୍ୱକପ୍ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଲେ…
ନୂଆଦିଲ୍ଲୀ,୧୨।୬: କ୍ରିକେଟରେ ଦ୍ରୁତ ବୋଲର ଅଲରାଉଣ୍ଡର କମ୍ ଦେଖିବାକୁ ମିଳିଥାଏ। ଦଳରେ ଏଭଳି ଖେଳାଳି ଥିଲେ ଫାଇଦା ମିଳିଥାଏ। ଭାରତୀୟ କ୍ରିକେଟ ଟିମ୍ରେ ହାର୍ଦ୍ଦିକ ପାଣ୍ଡ୍ୟା ସେଭଳି ଜଣେ ଅଲରାଉଣ୍ଡର। ଅନେକ ସମୟରେ ସେ ବ୍ୟାଟିଂ ସହ ବୋଲିଂରେ ଉଲ୍ଲେଖନୀୟ...
ଟପ୍ଲେସ୍ ଫଟୋ ପୋଷ୍ଟ କରି ବିବାଦକୁ ଆସିଥିଲେ ଏହି ପର୍ନଷ୍ଟାର: ରହସ୍ୟଜନକ ଭାବେ ଘରୁ ମିଳିଲା ମୃତଦେହ
କାଲିଫର୍ନିଆ,୧୨ା୬: ୩୦୦ରୁ ଅଧିକ ପର୍ନ ଫିଲ୍ମରେ କାମ କରିଥିବା ଡାକୋଟା ସ୍କାଏଙ୍କ ରହସ୍ୟଜନକ ଭାବେ ମୃତ୍ୟୁ ହୋଇଛି। ୨୭ ବର୍ଷୀୟା ଡାକୋଟାଙ୍କ ମୃତଦେହ ତାଙ୍କ ଘରୁ ମିଳିଛି। ଯେତେବେଳେ ସ୍ବାମୀ ଘରେ ପହଞ୍ଚିଲେ ସେତେବେଳେ ଡାକୋଟାଙ୍କ ମୃତଦେହ ଦେଖି ପୋଲିସକୁ...
ବାପାଙ୍କ ଉନ୍ମତ୍ତକାଣ୍ଡ: ସାଢ଼େ ୩ ବର୍ଷର ଝିଅକୁ ହତ୍ୟା ପରେ ଅନ୍ୟ ୩ ଝିଅ, ସ୍ତ୍ରୀକୁ ହତ୍ୟା ଉଦ୍ୟମ
ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧୀନ ଯୌତୁକବାହାଲ ଗାଁରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କର ସାଢ଼େ ତିନି ବର୍ଷର ଝିଅକୁ ଫାର୍ସାରେ ହାଣି ହତ୍ୟା କରଛନ୍ତି। ଏହା ସହ...
କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍: ପୁଣି ଗଞ୍ଜାମରୁ ୩ ଜଣଙ୍କ ନେଲା ଜୀବନ
ଛତ୍ରପୁର,୧୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନାଜନିତ ମୃତ୍ୟୁରେ ବ୍ରେକ୍ ଲାଗୁନି। ପୁଣି ଜିଲାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩୭, ୪୩ ଓ ୩୧ ବର୍ଷ ବୟସର ବ୍ୟକ୍ତି ଅଛନ୍ତି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ...
ଅନ୍ଲକ୍ ପାଇଁ ଫିଟୁଛି ବାଟ: ଗଞ୍ଜାମରେ ୫୦୦ ତଳେ କରୋନା ଆକ୍ଟିଭ କେସ୍
ଛତ୍ରପୁର,୧୨ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମ୍ ହେବାରେ ଲାଗିଛି। ଏବେ ଗଞ୍ଜାମ ଗ୍ରୀନ୍ ଜୋନ୍ରେ ରହିଛି। ଜିଲାରେ ଏବେ ୫୦୦ ତଳେ କରୋନା ଆକ୍ଟିଭ୍ କେସ ରହିଛି। ଫଳରେ ଗଞ୍ଜାମ ଅନ୍ଲକ୍ ହେବାର ସମ୍ଭାବନା ଦେଖାଦେଇଛି।...
ବଡ଼ ଅଘଟଣ: ପ୍ରବଳ ବର୍ଷାରେ ୪ ଭାସିଗଲେ
ଭୋପାଳ,୧୨ା୬: ମଧ୍ୟପ୍ରଦେଶରେ ପ୍ରଥମ ମୌସୁମୀ ପହଞ୍ଚିସାରିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା। ସିଙ୍ଗ୍ରାଉଲି ଜିଲାର ଏକ ଗାଁରେ ପ୍ରବଳ ବର୍ଷା ମଧ୍ୟରେ ଡ୍ରେନ ପାର୍ ହେଉଥିବା ବେଳେ ୪ ଜଣ ଭାସିଯିବାର ଖବର ସାମ୍ନାକୁ ଆସିଛି। ଏହି ସମୟରେ...
ସାମୁଦ୍ରିକ ଘାସରୁ ତିଆରି ହୋଇଛି ଏହି ଘର, ମିଳୁଛି ପ୍ରଚୁର ଅମ୍ଳଜାନ
ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀ ଭିତରେ ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଭୂକମ୍ପ ଏବଂ ବନ୍ୟା ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ ସାମ୍ନାକୁ ଆସୁଛି। ବର୍ତ୍ତମାନ ଏହି ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ବିଶେଷଜ୍ଞମାନେ ଭିନ୍ନ ଧରଣର...
ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍…
ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବିହାରର ଗୋପାଳଗଞ୍ଜ ଜିଲାରେ ଏଭଳି...
ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…
ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗାସୁଁ ପ୍ରଦେଶରେ ମେ ୨୩ରେ ୧୦୦ କିଲୋମିଟର...
କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…
ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିଛନ୍ତି। ସାଙ୍ଗିପୁର ଥାନା ଅଞ୍ଚଳର ଶୁକ୍ଳପୁର ଗାଁରେ କରୋନା...