ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ
ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି ପାଇଛି। ଝାଡ଼ଖଣ୍ଡରୁ କୋଭିଡ୍-୧୯ ପରୀକ୍ଷା ବେଳେ ସଂଗୃହୀତ ନମୁନା ଜିନୋମ ସିକ୍ୱେନ୍ସିଂ ପାଇଁ...
ପଦାର୍ପଣରେ ଲେଡି ସେହ୍ବାଗଙ୍କ ରେକର୍ଡ
ବ୍ରିଷ୍ଟଲ,୧୮ା୬: ଲେଡି ସେହ୍ବାଗ ଭାବେ ମହିଳା କ୍ରିକେଟରେ ଜଣାଶୁଣା ଟିମ୍ ଇଣ୍ଡିଆର ଓପନର ଶେଫାଳି ବର୍ମା ପଦାର୍ପଣ ଟେଷ୍ଟରେ ଇତିହାସ ରଚିଛନ୍ତି। ୧୭ ବର୍ଷୀୟା ବ୍ୟାଟ୍ସଓମେନ କ୍ୟାରିୟରର ପ୍ରଥମ ଟେଷ୍ଟ ମ୍ୟାଚ୍ର ଉଭୟ ପାଳିରେ ଖେଳିଛନ୍ତି ଅର୍ଦ୍ଧଶତକୀୟ ଇନିଂସ। ବିଶ୍ୱର...
ମନ ଭାଙ୍ଗିଦେଲା ବର୍ଷା
ସାଉଥାମ୍ପଟନ,୧୮ା୬: ମନ ଭାଙ୍ଗିଦେଲା ବର୍ଷା। ଲଗାଣ ବର୍ଷ କାରଣରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍ର ପ୍ରଥମ ଦିନ ଖେଳ ସମ୍ଭବ ହୋଇପାରିନାହିଁ। ଏପରି କି ବିନା ଟସ୍ରେ ଅଫିସିଆଲଙ୍କୁ ଷ୍ଟମ୍ପ୍ସ ଘୋଷଣା କରିବାକୁ ପଡ଼ିଛି। ମ୍ୟାଚ୍ ଲାଗି...
ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା
ଭୁବନେଶ୍ବର,୧୮।୬: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା,...
ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ
ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୂଲ୍ୟାୟନ ଦଶମ ପରୀକ୍ଷା ମାର୍କ ଭିତ୍ତିରେ ହେବାକୁ ନିଷ୍ପତ୍ତି ହୋଇଛି। ରେଗୁଲାର ପିଲାଙ୍କ...
ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…
ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି। ଉଭୟର କେବଳ ଫାଇନାଲ ପରୀକ୍ଷା ହେବ। ଜୁଲାଇ କିମ୍ବା...
ଶ୍ରମିକଙ୍କ ପୁଅ ହେଲେ ଇସ୍ରୋ ବୈଜ୍ଞାନିକ
ମୁମ୍ବାଇ,୧୮ା୬: ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସାଧ୍ୟ କାମକୁ ସାଧନ କରିପାରେ। ସେମିତି କରି ଦେଖାଇଛନ୍ତି ଜଣେ ଶ୍ରମିକଙ୍କ ପୁଅ। କଠିନ ଅଧ୍ୟବସାୟ ବଳରେ ସେ ଭାରତୀୟ ମହାକାଶ ଗବେଷଣା ସଂଗଠନ(ISRO)ର ବୈଜ୍ଞାନିକ ହୋଇପାରିଛନ୍ତି। କ୍ଷେତରେ କାମ କରୁଥିବା...
ଓଡ଼ିଶାର ଐତିହ୍ୟକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ: ସୁର
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସମେତ କଂଗ୍ରେସର ବହୁ ନେତା ଘୋଡ଼ା...
ମାଷ୍ଟରକ୍ୟାଣ୍ଟିନ ଛକରୁ ‘ଐତିହ୍ୟ ଘୋଡ଼ା’ ହଟାଇବା ପ୍ରସଙ୍ଗ: ସୌନ୍ଦର୍ଯ୍ୟକରଣ ନାଁରେ ଐତିହ୍ୟକୁ ଅବହେଳା କରା ନ ଯାଉ
ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକରେ ଦଣ୍ଡାୟମାନ ରହିଛି ‘ଐତିହ୍ୟ ଘୋଡ଼ା ଓ ଯୋଦ୍ଧା’ ସ୍ଥାପତ୍ୟ। ଏହା ଓଡ଼ିଶା ଶାସନର ସ୍ମାରକୀ ବହନ କରୁଛି। ବିଶିଷ୍ଟ ପ୍ରସ୍ତର ଶିଳ୍ପୀ ସ୍ବର୍ଗତ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଏହାକୁ ତିଆରି କରିଥିବାବେଳେ ୧୯୮୮ରେ ସେଠାରେ...
ମାଷ୍ଟରକ୍ୟାଣ୍ଟିନ୍ ଛକରୁ ସ୍ଥାନାନ୍ତର ହେବ ଘୋଡ଼ା ମୂର୍ତ୍ତି
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡ଼ା ମୂର୍ତ୍ତି ସ୍ଥାନାନ୍ତର ହେବ। ଏହା ରାଜଭବନ ଛକକୁ ସ୍ଥାନାନ୍ତର ହେବ ବୋଲି ଜଣାପଡ଼ିଛି। ମାଷ୍ଟରକ୍ୟାଣ୍ଟିନ ରାସ୍ତାକୁ ପ୍ରଶସ୍ତୀକରଣ କରିଯାଉଥିବାରୁ ଏହି ଘୋଡ଼ାକୁ ସ୍ଥାନାନ୍ତର କରାଯିବ। ୬ ମାସ ତଳେ ସଂସ୍କୃତି...