ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ତାଣ୍ଡବ ରଚିବା ଆଶଙ୍କା …
ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା ପ୍ଲସ୍ ଚିହ୍ନଟ କରାଯାଇଛି। ଏହି ନୂଆ ଭାରିଆଣ୍ଟ୍ ଯୋଗୁ ତୃତୀୟ ଲହର ସୃଷ୍ଟି...
କୋଭାକ୍ସିନ୍କୁ ଡବ୍ଲ୍ୟୁଏଚ୍ଓ ମଞ୍ଜୁରୀ: ଜୁନ୍ ୨୩ରେ ବୈଠକ…
ଜେନେଭା,୧୭।୬: ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍ କୋଭାକ୍ସିନ୍କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ମଞ୍ଜୁରୀ ପାଇଁ ଜୁନ୍ ୨୩ରେ ବୈଠକ ଅନୁଷ୍ଠିତ ହେବ। ଭାରତ ବାୟୋଟେକ୍ ପକ୍ଷରୁ ଏସମ୍ପର୍କିତ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ...
ଆମେରିକାରୁ କରୋନା ଭୂତାଣୁ ଉତ୍ପତ୍ତି, କହିଲା ଚାଇନା…
ଓ୍ବାଶିଂଟନ/ବେଜିଂ,୧୭।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ଭୂତାଣୁର ଉତ୍ପତ୍ତି ନେଇ ଆମେରିକା ଏବଂ ଚାଇନା ମୁହାଁମୁହିଁ ହୋଇଛନ୍ତି। ଚାଇନା ଜାଣିଶୁଣି ଲାବ୍ରେ କରୋନା ଭୂତାଣୁ ତିଆରି କରିଥିବା ଆମେରିକା ପକ୍ଷରୁ ବାରମ୍ବାର...
ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା। ସିବିଏସ୍ଇ ପକ୍ଷରୁ ଭାଲ୍ୟଏଶନ୍ ଫର୍ମୂଲା ସୁପ୍ରିମ୍କୋର୍ଟରେ ଦାଖଲ କରାଯାଇଛି। ଫର୍ମୂଲା ଅନୁସାରେ ଦଶମ,...
ଦାନା ଚିନ୍ତାରେ ଦୁଗ୍ଧଚାଷୀ
ଛେଣ୍ଡିପଦା,୧୭।୬: ଉତ୍ପାଦିତ ଦୁଗ୍ଧ ନେଉଥିଲା ଓମଫେଡ୍। ପ୍ରତି ୧୦ ଦିନରେ ବ୍ୟାଙ୍କ ଖାତାକୁ ଆସୁଥିଲା ଅର୍ଥ। ତେଣୁ ଋଣ ଶୁଝିବା ଓ ଗାଈ ପାଇଁ ଦାନା କିଣିବାରେ ହେଉ ନ ଥିଲା ଅସୁବିଧା। ହେଲେ ପରିଚାଳନାଗତ ଅବ୍ୟବସ୍ଥା ଯୋଗୁ ୮ ମାସ...
ଖୁସି ଖବର: କରୋନାକୁ ହରାଇବ କୋର୍ବେଭାକ୍ସ୍ ଭାକ୍ସିନ୍…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଏବେ ଦିଲ୍ଲୀରୁ ଖୁସି ଖବର ଆସିଛି। ବାୟୋଲୋଜିକାଲ-ଇ ପକ୍ଷରୁ ପ୍ରସ୍ତୁତ...
ସ୍ପେସ୍ ଷ୍ଟେଶନ ମୁହାଁ ୩ ମହାକାଶ ଯାତ୍ରୀ…
ବେଜିଂ,୧୭।୬: ଚାଇନା ଏହାର ନୂଆ ସ୍ପେସ୍ ଷ୍ଟେଶନ ଅଭିମୁଖେ ୩ ଜଣ ମହାକାଶ ଯାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନ ୯ଟା ୨୨ରେ ପଠାଇଛି। ଶେନଝୋଉ-୧୨ ମହାକାଶ ଯାନକୁ ରକେଟ ଲୋଙ୍ଗ୍ ମାର୍ଚ୍ଚ-୨-ଏଫ୍ଓ୍ବାଇ-୧୨ ଦ୍ୱାରା ଉତ୍ତର ପଶ୍ଚିମ ଚାଇନାର ଗୋବି ମରୁଭୂମିରେ ଥିବା...
ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିଲେ ପୁଣି ଏହା ବଢୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା...
ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର ରାଜ୍ୟରେ ୩,୫୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ...
ଜୁଲାଇ ୨୫ ପର୍ଯ୍ୟନ୍ତ ମିଳିବ ନାହିଁ ମହାପ୍ରଭୁଙ୍କ ଦର୍ଶନ
ପୁରୀ,୧୬।୬: ପୁରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ ୧୭ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥିବା ବେଳେ ଏହାର ଅବଧିକୁ ଆହୁରି ବୃଦ୍ଧି କରିବାକୁ ବୈଠକରେ ନିଷ୍ପତ୍ତି...